Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 32:36 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

36 ବେଥ୍-ନିମ୍ରା, ବେଥ୍-ହାରଣ ନାମକ ପ୍ରାଚୀର-ବେଷ୍ଟିତ ନଗର ଓ ମେଷଶାଳା ନିର୍ମାଣ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

36 ଓ ବୈତ୍ନିମ୍ରା ଓ ବୈଥାରନ୍ ନାମକ ପ୍ରାଚୀରବେଷ୍ଟିତ ନଗର ଓ ମେଷଶାଳା ନିର୍ମାଣ କଲେ।

Gade chapit la Kopi

ଓଡିଆ ବାଇବେଲ

36 ବେଥ୍-ନିମ୍ରା, ବେଥ୍-ହାରଣ ନାମକ ପ୍ରାଚୀରବେଷ୍ଟିତ ନଗର ଓ ମେଷଶାଳା ନିର୍ମାଣ କଲେ।

Gade chapit la Kopi

ପବିତ୍ର ବାଇବଲ

36 ବୈ‌ତ୍‌ନିମ୍ରା ଓ ବୈଥାରନ୍ ନାମକ ପ୍ରାଚୀର ବେଷ୍ଟିତ ନଗର ଓ ମେଷଶାଳା ନିର୍ମାଣ କଲେ।

Gade chapit la Kopi




ଗଣନା ପୁସ୍ତକ 32:36
4 Referans Kwoze  

“ଅଟାରୋତ୍‍, ଦୀବୋନ୍, ଯାସେର, ନିମ୍ରା, ହିଷ୍‍ବୋନ, ଇଲୀୟାଲୀ, ସିବମା, ନବୋ ଓ ବିୟୋନ,


ଅଟ୍‍ରୋତ୍‍-ଶୋଫନ, ଯାସେର, ଯଗ୍‍ବିହ,


ପୁଣି, ରୁବେନ୍‍-ସନ୍ତାନଗଣ ହିଷ୍‍ବୋନ, ଇଲୀୟାଲୀ ଓ କିରୀୟାଥୟିମ୍‍;


ଓ ତଳଭୂମିରେ ବେଥ୍-ହାରମ୍‍ ଓ ବେଥ୍-ନିମ୍ରା ଓ ସୁକ୍କୋତ ଓ ସାଫୋନ୍‍ ଓ ହିଷ୍‍ବୋନସ୍ଥ ସୀହୋନ ରାଜାର ଅବଶିଷ୍ଟ ରାଜ୍ୟ, ପୁଣି ଯର୍ଦ୍ଦନର ପୂର୍ବ ତୀରସ୍ଥ କିନ୍ନେରତ୍‍ ହ୍ରଦର ପ୍ରାନ୍ତ ପର୍ଯ୍ୟନ୍ତ ଯର୍ଦ୍ଦନ ଓ ତହିଁର ଅଞ୍ଚଳ।


Swiv nou:

Piblisite


Piblisite