ଗଣନା ପୁସ୍ତକ 32:38 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT38 ପୁଣି, ନାମାନ୍ତରରେ ନବୋ, ବାଲ୍-ମୀୟୋନ୍ ଓ ସିବ୍ମା, ଏହି ସମସ୍ତ ନଗର ନିର୍ମାଣ କଲେ; ପୁଣି, ସେମାନେ ଯେଉଁ ଯେଉଁ ନଗର ନିର୍ମାଣ କଲେ, ସେହି ସମସ୍ତଙ୍କୁ ଅନ୍ୟ ନାମ ଦେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)38 ପୁଣି ନାମାନ୍ତରରେ ନବୋ ଓ ବାଲ୍ମିୟୋଲ ଓ ସିବ୍ମା, ଏହି ସମସ୍ତ ନଗର ନିର୍ମାଣ କଲେ; ପୁଣି ସେମାନେ ଯେ ଯେ ନଗର ନିର୍ମାଣ କଲେ, ସେସମସ୍ତକୁ ଅନ୍ୟ ନାମ ଦେଲେ। Gade chapit laଓଡିଆ ବାଇବେଲ38 ପୁଣି, ନାମାନ୍ତରରେ ନବୋ, ବାଲ୍-ମୀୟୋନ୍ ଓ ସିବ୍ମା, ଏହି ସମସ୍ତ ନଗର ନିର୍ମାଣ କଲେ; ପୁଣି, ସେମାନେ ଯେଉଁ ଯେଉଁ ନଗର ନିର୍ମାଣ କଲେ, ସେହି ସମସ୍ତଙ୍କୁ ଅନ୍ୟ ନାମ ଦେଲେ। Gade chapit laପବିତ୍ର ବାଇବଲ38 ପୁଣି ନାମାନ୍ତରରେ ନବୋ, ବାଲ୍ମିୟୋଲ୍ ଓ ସିବ୍ମା, ଏହି ସମସ୍ତ ନଗର ନିର୍ମାଣ କଲେ। ସେମାନେ ଅନ୍ୟ ସହରମାନଙ୍କୁ ସେମାନଙ୍କର ମୂଳ ନାମରେ ଡାକିଲେ। Gade chapit la |