Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 32:40 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

40 ତହୁଁ ମୋଶା ମନଃଶିର ପୁତ୍ର ମାଖୀରକୁ ଗିଲୀୟଦ ଦେଲେ; ଆଉ ସେ ସେଠାରେ ବାସ କଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

40 ତହୁଁ ମୋଶା ମନଃଶିର ପୁତ୍ର ମାଖୀରକୁ ଗିଲୀୟଦ ଦେଲେ; ଆଉ ସେ ସେଠାରେ ବାସ କଲା।

Gade chapit la Kopi

ଓଡିଆ ବାଇବେଲ

40 ତହୁଁ ମୋଶା ମନଃଶିର ପୁତ୍ର ମାଖୀରକୁ ଗିଲୀୟଦ ଦେଲେ; ଆଉ ସେ ସେଠାରେ ବାସ କଲା।

Gade chapit la Kopi

ପବିତ୍ର ବାଇବଲ

40 ତହୁଁ ମୋଶା ମନଃଶିର ପୁତ୍ର ମାଖୀରକୁ ଗିଲିୟଦ ଦେଲେ, ଆଉ ସେ ସେଠାରେ ବାସ କଲେ।

Gade chapit la Kopi




ଗଣନା ପୁସ୍ତକ 32:40
5 Referans Kwoze  

ମନଃଶି ବଂଶର ଏହି ବାଣ୍ଟ; ଯେହେତୁ ସେ ଯୋଷେଫର ଜ୍ୟେଷ୍ଠ ପୁତ୍ର ଥିଲା। ଗିଲୀୟଦର ପିତା, ମନଃଶିର ଜ୍ୟେଷ୍ଠ ପୁତ୍ର ମାଖୀର, ଯୋଦ୍ଧା ହେବା ହେତୁରୁ ଗିଲୀୟଦ ଓ ବାଶନ ପାଇଥିଲା।


ଏହି ସମୟରେ ଆମ୍ଭେମାନେ ଅର୍ଣ୍ଣୋନ-ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ସେହି ସମସ୍ତ ଦେଶ ଅଧିକାର କଲୁ; ତହିଁରେ ମୁଁ ଗିଲୀୟଦର ପର୍ବତମୟ ଦେଶର ଅର୍ଦ୍ଧେକ ଓ ତହିଁର ନଗରସବୁ ରୁବେନୀୟମାନଙ୍କୁ ଓ ଗାଦୀୟମାନଙ୍କୁ ଦେଲି।


ସଗୂବ ଯାୟୀରକୁ ଜାତ କଲା, ତାହାର ଗିଲୀୟଦ ଦେଶରେ ତେଇଶ ନଗର ଥିଲା।


Swiv nou:

Piblisite


Piblisite