Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 33:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ପୁଣି, ସେମାନେ ମୋଷେରୋତରୁ ଯାତ୍ରା କରି ବନେୟାକନରେ ଛାଉଣି ସ୍ଥାପନ କଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

31 ପୁଣି ସେମାନେ ମୋଷେରୋତରୁ ଯାତ୍ରା କରି ବନେୟାକନରେ ଛାଉଣି ସ୍ଥାପନ କଲେ,

Gade chapit la Kopi

ଓଡିଆ ବାଇବେଲ

31 ପୁଣି, ସେମାନେ ମୋଷେରୋତରୁ ଯାତ୍ରା କରି ବନେୟାକନରେ ଛାଉଣି ସ୍ଥାପନ କଲେ,

Gade chapit la Kopi

ପବିତ୍ର ବାଇବଲ

31 ପୁଣି ସେମାନେ ମଷେରୋତରୁ ଯାତ୍ରା କରି ବନେୟାକନରେ ଛାଉଣି ସ୍ଥାପନ କଲେ।

Gade chapit la Kopi




ଗଣନା ପୁସ୍ତକ 33:31
5 Referans Kwoze  

(ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ବେରୋତ୍‍-ବନେୟା-କନଠାରୁ ମୋଷେରୋତକୁ ଯାତ୍ରା କଲେ, ସେ ସ୍ଥାନରେ ହାରୋଣ ମଲେ ଓ ସେହି ସ୍ଥାନରେ ସେ କବର ପାଇଲେ; ପୁଣି ତାଙ୍କର ପୁତ୍ର ଇଲୀୟାସର ତାଙ୍କ ପଦରେ ଯାଜକ କର୍ମ କଲା।


ଇସ୍ରାଏଲ-ସନ୍ତାନଗଣ ଉପରେ କୌଣସି ରାଜା ରାଜତ୍ୱ କରିବା ପୂର୍ବେ ଏହିସବୁ ରାଜା ଇଦୋମ ଦେଶରେ ରାଜତ୍ୱ କରିଥିଲେ; ବିୟୋରର ପୁତ୍ର ବେଲା; ତାଙ୍କର ନଗରର ନାମ ଦିନ୍‍ହାବା ଥିଲା।


ଏତ୍ସରର ପୁତ୍ର ବିଲ୍‍ହନ୍‍ ଓ ସାବନ୍‍ ଓ ଆକନ୍‍।


ଓ ସେମାନେ ହଶ୍‍ମୋନାରୁ ଯାତ୍ରା କରି ମୋଷେରୋତରେ ଛାଉଣି ସ୍ଥାପନ କଲେ।


ଓ ସେମାନେ ବନେୟାକନରୁ ଯାତ୍ରା କରି ହୋର୍ହଗିଦ୍‍ଗଦରେ ଛାଉଣି ସ୍ଥାପନ କଲେ


Swiv nou:

Piblisite


Piblisite