Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 33:38 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

38 ଏଥିଉତ୍ତାରେ ହାରୋଣ ଯାଜକ ସଦାପ୍ରଭୁଙ୍କ ଆଜ୍ଞାରେ ହୋର ପର୍ବତରେ ଆରୋହଣ କଲେ, ପୁଣି, ଇସ୍ରାଏଲ-ସନ୍ତାନଗଣ ମିସରରୁ ବାହାର ହୋଇ ଆସିବାର ଚାଳିଶତମ ବର୍ଷର ପଞ୍ଚମ ମାସର ପ୍ରଥମ ଦିନରେ ସେହି ସ୍ଥାନରେ ମଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

38 ଏଉତ୍ତାରୁ ହାରୋଣ ଯାଜକ ସଦାପ୍ରଭୁଙ୍କ ଆଜ୍ଞାରେ ହୋର ପର୍ବତରେ ଆରୋହଣ କଲେ, ପୁଣି ଇସ୍ରାଏଲ-ସନ୍ତାନଗଣ ମିସରରୁ ବାହାର ହୋଇ ଆସିବାର ଚାଳିଶତମ ବର୍ଷର ପଞ୍ଚମ ମାସର ପ୍ରଥମ ଦିନରେ ସେହି ସ୍ଥାନରେ ମଲେ।

Gade chapit la Kopi

ଓଡିଆ ବାଇବେଲ

38 ଏଥିଉତ୍ତାରେ ହାରୋଣ ଯାଜକ ସଦାପ୍ରଭୁଙ୍କ ଆଜ୍ଞାରେ ହୋର ପର୍ବତରେ ଆରୋହଣ କଲେ, ପୁଣି, ଇସ୍ରାଏଲ ସନ୍ତାନଗଣ ମିସରରୁ ବାହାର ହୋଇ ଆସିବାର ଚାଳିଶତମ ବର୍ଷର ପଞ୍ଚମ ମାସର ପ୍ରଥମ ଦିନରେ ସେହି ସ୍ଥାନରେ ମଲେ।

Gade chapit la Kopi

ପବିତ୍ର ବାଇବଲ

38 ଏହା ପରେ ହାରୋଣ ଯାଜକ ସଦାପ୍ରଭୁଙ୍କ ଆଜ୍ଞାରେ ହୋର ପର୍ବତରେ ଆରୋହଣ କଲେ। ପୁଣି ଇସ୍ରାଏଲର ଲୋକମାନେ ମିଶରରୁ ବାହାର ହୋଇ ଆସିବାର ଗ୍ଭଳିଶତମ ବର୍ଷର ପଞ୍ଚମ ମାସର ପ୍ରଥମ ଦିନରେ ସେହି ସ୍ଥାନରେ ମଲେ।

Gade chapit la Kopi




ଗଣନା ପୁସ୍ତକ 33:38
5 Referans Kwoze  

(ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ବେରୋତ୍‍-ବନେୟା-କନଠାରୁ ମୋଷେରୋତକୁ ଯାତ୍ରା କଲେ, ସେ ସ୍ଥାନରେ ହାରୋଣ ମଲେ ଓ ସେହି ସ୍ଥାନରେ ସେ କବର ପାଇଲେ; ପୁଣି ତାଙ୍କର ପୁତ୍ର ଇଲୀୟାସର ତାଙ୍କ ପଦରେ ଯାଜକ କର୍ମ କଲା।


ଆଉ ଯେପରି ତୁମ୍ଭ ଭାଇ ହାରୋଣ ହୋର ପର୍ବତରେ ମରି ଆପଣା ଲୋକମାନଙ୍କ ନିକଟରେ ସଂଗୃହୀତ ହୋଇଥିଲା, ସେପରି ତୁମ୍ଭେ ଯେଉଁ ପର୍ବତକୁ ଯାଉଅଛ, ସେଠାରେ ମରି ଆପଣା ଲୋକମାନଙ୍କ ନିକଟରେ ସଂଗୃହୀତ ହୁଅ।


ଆଉ ହୋର ପର୍ବତରେ ମରିବା ସମୟରେ ହାରୋଣଙ୍କର ବୟସ ଏକ ଶହ ତେଇଶ ବର୍ଷ ଥିଲା।


ସଦାପ୍ରଭୁ ଯେଉଁ ଯେଉଁ କଥା ଇସ୍ରାଏଲ-ସନ୍ତାନଗଣକୁ କହିବା ପାଇଁ ମୋଶାଙ୍କୁ ଆଜ୍ଞା ଦେଇଥିଲେ, ତଦନୁସାରେ ମୋଶା ଚାଳିଶତମ ବର୍ଷର ଏକାଦଶ ମାସର ପ୍ରଥମ ଦିନରେ ସେମାନଙ୍କୁ କହିଲେ,


Swiv nou:

Piblisite


Piblisite