Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 33:40 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

40 ଏଥିଉତ୍ତାରେ କିଣାନର ଦକ୍ଷିଣ ପ୍ରଦେଶ ନିବାସୀ କିଣାନୀୟ ଅରାଦର ରାଜା ଇସ୍ରାଏଲ-ସନ୍ତାନଗଣର ଆଗମନ ସମ୍ବାଦ ଶୁଣିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

40 ଅନନ୍ତର କିଣାନର ଦକ୍ଷିଣ-ପ୍ରଦେଶ ନିବାସୀ କିଣାନୀୟ ଅରାଦର ରାଜା ଇସ୍ରାଏଲ-ସନ୍ତାନଗଣର ଆଗମନ ସମ୍ଵାଦ ଶୁଣିଲେ।

Gade chapit la Kopi

ଓଡିଆ ବାଇବେଲ

40 ଏଥିଉତ୍ତାରେ କିଣାନର ଦକ୍ଷିଣ-ପ୍ରଦେଶ ନିବାସୀ କିଣାନୀୟ ଅରାଦର ରାଜା ଇସ୍ରାଏଲ ସନ୍ତାନଗଣର ଆଗମନ ସମ୍ବାଦ ଶୁଣିଲେ।

Gade chapit la Kopi

ପବିତ୍ର ବାଇବଲ

40 କିଣାନୀୟ ରାଜା ଆରାଦର ନେଗେଭରେ ଶୁଣିଲେ ଯେ, ଇସ୍ରାଏଲର ଲୋକମାନେ ଆସୁଥିଲେ।

Gade chapit la Kopi




ଗଣନା ପୁସ୍ତକ 33:40
4 Referans Kwoze  

ତହିଁ ଉତ୍ତାରେ ଅବ୍ରାମ ଭ୍ରମଣ କରୁ କରୁ ଆହୁରି ଦକ୍ଷିଣ ଦିଗକୁ ଗଲେ।


ଆଉ ହୋର ପର୍ବତରେ ମରିବା ସମୟରେ ହାରୋଣଙ୍କର ବୟସ ଏକ ଶହ ତେଇଶ ବର୍ଷ ଥିଲା।


ଆଉ ସେମାନେ ହୋର ପର୍ବତରୁ ଯାତ୍ରା କରି ସଲ୍‍ମୋନାରେ ଛାଉଣି ସ୍ଥାପନ କଲେ,


Swiv nou:

Piblisite


Piblisite