ଗଣନା ପୁସ୍ତକ 33:52 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT52 ତୁମ୍ଭେମାନେ ଆପଣାମାନଙ୍କ ସମ୍ମୁଖରୁ ସେହି ଦେଶ ନିବାସୀ ସମସ୍ତଙ୍କୁ ତଡ଼ି ବାହାର କରିଦେବ ଓ ସେମାନଙ୍କର ସମସ୍ତ ମୂର୍ତ୍ତିବିଶିଷ୍ଟ ପାଷାଣ ଭାଙ୍ଗି ପକାଇବ ଓ ସେମାନଙ୍କର ଛାଞ୍ଚ-ଢଳା ପ୍ରତିମାସବୁ ବିନଷ୍ଟ କରିବ ଓ ସେମାନଙ୍କର ଉଚ୍ଚସ୍ଥଳୀସବୁ ଉଚ୍ଛିନ୍ନ କରିବ। Gade chapit laପବିତ୍ର ବାଇବଲ (Re-edited) - (BSI)52 ତୁମ୍ଭେମାନେ ଆପଣାମାନଙ୍କ ସମ୍ମୁଖରୁ ସେହି ଦେଶନିବାସୀ ସମସ୍ତଙ୍କୁ ତଡ଼ି ବାହାର କରି ଦେବ ଓ ସେମାନଙ୍କର ସମସ୍ତ ମୂର୍ତ୍ତିବିଶିଷ୍ଟ ପାଷାଣ ଭାଙ୍ଗି ପକାଇବ ଓ ସେମାନଙ୍କର ଛାଞ୍ଚ-ଢଳା ପ୍ରତିମାସବୁ ବିନଷ୍ଟ କରିବ ଓ ସେମାନଙ୍କର ଉଚ୍ଚସ୍ଥଳୀସବୁ ଉଚ୍ଛିନ୍ନ କରିବ। Gade chapit laଓଡିଆ ବାଇବେଲ52 ତୁମ୍ଭେମାନେ ଆପଣାମାନଙ୍କ ସମ୍ମୁଖରୁ ସେହି ଦେଶନିବାସୀ ସମସ୍ତଙ୍କୁ ତଡ଼ି ବାହାର କରି ଦେବ ଓ ସେମାନଙ୍କର ସମସ୍ତ ମୂର୍ତ୍ତିବିଶିଷ୍ଟ ପାଷାଣ ଭାଙ୍ଗି ପକାଇବ ଓ ସେମାନଙ୍କର ଛାଞ୍ଚ-ଢଳା ପ୍ରତିମାସବୁ ବିନଷ୍ଟ କରିବ ଓ ସେମାନଙ୍କର ଉଚ୍ଚସ୍ଥଳୀସବୁ ଉଚ୍ଛିନ୍ନ କରିବ। Gade chapit laପବିତ୍ର ବାଇବଲ52 ତୁମ୍ଭେମାନେ ନିଜ ସମ୍ମୁଖରୁ ସେହି ଦେଶନିବାସୀ ସମସ୍ତଙ୍କୁ ତଡ଼ି ବାହାର କରିଦେବ ଓ ସେମାନଙ୍କର ସମସ୍ତ ଖୋଦିତ ମୂର୍ତ୍ତି ଧାତୁ ନିର୍ମିତ ମୂର୍ତ୍ତିଗୁଡ଼ିକ ନଷ୍ଟ କରିଦେବା ଉଚିତ୍ ଓ ସେମାନଙ୍କ ଉଚ୍ଚସ୍ଥଳୀଗୁଡ଼ିକୁ ବିନଷ୍ଟ କରିବା ଉଚିତ୍। Gade chapit la |