Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 33:55 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

55 ମାତ୍ର ଯଦି ତୁମ୍ଭେମାନେ ଆପଣାମାନଙ୍କ ସମ୍ମୁଖରୁ ସେହି ଦେଶ ନିବାସୀମାନଙ୍କୁ ତଡ଼ି ବାହାର କରି ନ ଦେବ, ତେବେ ତୁମ୍ଭେମାନେ ସେମାନଙ୍କ ମଧ୍ୟରୁ ଯେଉଁମାନଙ୍କୁ ଅବଶିଷ୍ଟ ରଖିବ, ସେମାନେ ତୁମ୍ଭମାନଙ୍କ ଚକ୍ଷୁରେ କଣ୍ଟା ସ୍ୱରୂପ ଓ ତୁମ୍ଭମାନଙ୍କ ପାର୍ଶ୍ଵରେ କଣ୍ଟକ ସ୍ୱରୂପ ହେବେ, ଆଉ ସେମାନେ ତୁମ୍ଭମାନଙ୍କ ସେହି ନିବାସ ଦେଶରେ ତୁମ୍ଭମାନଙ୍କୁ କ୍ଳେଶ ଦେବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

55 ମାତ୍ର ଯେବେ ତୁମ୍ଭେମାନେ ଆପଣାମାନଙ୍କ ସମ୍ମୁଖରୁ ସେହି ଦେଶ ନିବାସୀମାନଙ୍କୁ ତଡ଼ି ବାହାର କରି ନ ଦେବ, ତେବେ ତୁମ୍ଭେମାନେ ସେମାନଙ୍କ ମଧ୍ୟରୁ ଯେଉଁମାନଙ୍କୁ ଅବଶିଷ୍ଟ ରଖିବ, ସେମାନେ ତୁମ୍ଭମାନଙ୍କ ଚକ୍ଷୁରେ କଣ୍ଟା ସ୍ଵରୂପ ଓ ତୁମ୍ଭମାନଙ୍କ ପାର୍ଶ୍ଵରେ କଣ୍ଟକ ସ୍ଵରୂପ ହେବେ, ଆଉ ସେମାନେ ତୁମ୍ଭମାନଙ୍କ ସେହି ନିବାସ ଦେଶରେ ତୁମ୍ଭମାନଙ୍କୁ କ୍ଳେଶ ଦେବେ।

Gade chapit la Kopi

ଓଡିଆ ବାଇବେଲ

55 ମାତ୍ର ଯଦି ତୁମ୍ଭେମାନେ ଆପଣାମାନଙ୍କ ସମ୍ମୁଖରୁ ସେହି ଦେଶ ନିବାସୀମାନଙ୍କୁ ତଡ଼ି ବାହାର କରି ନ ଦେବ, ତେବେ ତୁମ୍ଭେମାନେ ସେମାନଙ୍କ ମଧ୍ୟରୁ ଯେଉଁମାନଙ୍କୁ ଅବଶିଷ୍ଟ ରଖିବ, ସେମାନେ ତୁମ୍ଭମାନଙ୍କ ଚକ୍ଷୁରେ କଣ୍ଟା ସ୍ୱରୂପ ଓ ତୁମ୍ଭମାନଙ୍କ ପାର୍ଶ୍ବରେ କଣ୍ଟକ ସ୍ୱରୂପ ହେବେ, ଆଉ ସେମାନେ ତୁମ୍ଭମାନଙ୍କ ସେହି ନିବାସ ଦେଶରେ ତୁମ୍ଭମାନଙ୍କୁ କ୍ଳେଶ ଦେବେ।

Gade chapit la Kopi

ପବିତ୍ର ବାଇବଲ

55 “ଯଦି ତୁମ୍ଭେମାନେ ସେହି ଦେଶନିବାସୀମାନଙ୍କୁ ନିଜ ସମ୍ମୁଖରୁ ତଡ଼ି ବାହାର କରି ନ ଦେବ, ଯେଉଁମାନେ ବାସ କରିବେ, ସେମାନେ ତୁମ୍ଭମାନଙ୍କ ଚକ୍ଷୁରେ କଣ୍ଟା ସ୍ୱରୂପ ଓ ତୁମ୍ଭମାନଙ୍କ ପାର୍ଶ୍ୱରେ କଣ୍ଟକ ସ୍ୱରୂପ ହେବେ। ତୁମ୍ଭେମାନେ ବାସ କରିବ, ସେମାନେ ତୁମ୍ଭମାନଙ୍କ ପାଇଁ ବହୁ ଦୁଃଖ ଆଣିବେ।

Gade chapit la Kopi




ଗଣନା ପୁସ୍ତକ 33:55
11 Referans Kwoze  

ଏଥିପାଇଁ ଆମ୍ଭେ ମଧ୍ୟ କହିଲୁ, ‘ଆମ୍ଭେ ତୁମ୍ଭମାନଙ୍କ ସମ୍ମୁଖରୁ ସେମାନଙ୍କୁ ଘଉଡ଼ାଇ ଦେବା ନାହିଁ; ମାତ୍ର ସେମାନେ ତୁମ୍ଭମାନଙ୍କ ପାର୍ଶ୍ୱରେ କଣ୍ଟକ ଓ ସେମାନଙ୍କ ଦେବତାମାନେ ତୁମ୍ଭମାନଙ୍କ ପ୍ରତି ଫାନ୍ଦ ହେବେ।’”


ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ହସ୍ତରେ ଯେଉଁ ଲୋକମାନଙ୍କୁ ସମର୍ପଣ କରିବେ, ତୁମ୍ଭେ ସେମାନଙ୍କୁ ଗ୍ରାସ କରିବ; ତୁମ୍ଭର ଚକ୍ଷୁ ସେମାନଙ୍କୁ ଦୟା କରିବ ନାହିଁ; କିଅବା ତୁମ୍ଭେ ସେମାନଙ୍କ ଦେବଗଣକୁ ସେବା କରିବ ନାହିଁ, କାରଣ ତାହା ତୁମ୍ଭର ଫାନ୍ଦ ସ୍ୱରୂପ ହେବ।


କାରଣ ସେ ତୁମ୍ଭ ପୁତ୍ରକୁ ଆମ୍ଭ ଅନୁସରଣରୁ ଫେରାଇବ, ତହିଁରେ ସେମାନେ ଅନ୍ୟ ଦେବଗଣର ସେବା କରିବେ ତାହାହେଲେ, ତୁମ୍ଭମାନଙ୍କ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେବ ଓ ସେ ତୁମ୍ଭକୁ ଶୀଘ୍ର ବିନାଶ କରିବେ।


ସେମାନେ ତୁମ୍ଭ ଦେଶରେ ବାସ କରିବେ ନାହିଁ, କଲେ ସେମାନେ ଆମ୍ଭ ବିରୁଦ୍ଧରେ ତୁମ୍ଭକୁ ପାପ କରାଇବେ; ଯେହେତୁ ତୁମ୍ଭେ ଯଦି ସେମାନଙ୍କ ଦେବଗଣର ସେବା କର, ତେବେ ତାହା ଅବଶ୍ୟ ତୁମ୍ଭର ଫାନ୍ଦ ସ୍ୱରୂପ ହେବ।


ପୁଣି, ଇସ୍ରାଏଲ ବଂଶର ଚତୁର୍ଦ୍ଦିଗସ୍ଥିତ ଯେଉଁ ଲୋକମାନେ ସେମାନଙ୍କୁ ଅବଜ୍ଞା କଲେ, ସେମାନଙ୍କ ମଧ୍ୟରୁ କୌଣସି ଲୋକ ସେମାନଙ୍କର ଶୂଳଜନକ କାନକୋଳି କଣ୍ଟା ଅଥବା ବ୍ୟଥାଦାୟକ କଣ୍ଟକ ଆଉ ନୋହିବ; ତହିଁରେ ଆମ୍ଭେ ଯେ ପ୍ରଭୁ, ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।


ଏଣୁ ମୁଁ ଯେପରି ଅତିଶୟ ଗର୍ବୀ ନ ହୁଏ, ଏଥିନିମନ୍ତେ ମୋହର ଶରୀରରେ ଗୋଟିଏ କଣ୍ଟକ ଦିଆଗଲା, ମୋତେ ପ୍ରହାର କରିବା ପାଇଁ ଶୟତାନର ଦୂତକୁ ପଠାଗଲା, ଯେପରି ମୁଁ ଅତିଶୟ ଗର୍ବୀ ନ ହୁଏ।


ପୁଣି, ଆମ୍ଭେ ସେମାନଙ୍କ ପ୍ରତି ଯାହା କରିବାକୁ ମନସ୍ଥ କରିଥିଲୁ, ତାହା ତୁମ୍ଭମାନଙ୍କ ପ୍ରତି କରିବା।”


ପୁଣି ସେହି ଗୋଷ୍ଠୀୟମାନଙ୍କର ଯେ ଅବଶିଷ୍ଟ ଲୋକ ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି, ସେମାନଙ୍କ ମଧ୍ୟରେ ପ୍ରବେଶ ନ କର; କି ସେମାନଙ୍କ ଦେବତାମାନଙ୍କ ନାମ ଉଚ୍ଚାରଣ ନ କର, କି ସେମାନଙ୍କ ନାମରେ ଶପଥ ନ କରାଅ, କି ସେମାନଙ୍କ ସେବା ନ କର, କିଅବା ସେମାନଙ୍କୁ ପ୍ରଣାମ ନ କର।


Swiv nou:

Piblisite


Piblisite