Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 34:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ପୁଣି, ସେହି ସୀମା ସିଫ୍ରୋଣ ପର୍ଯ୍ୟନ୍ତ ଯିବ ଓ ହତ୍‍ସର-ଐନନ୍‍ରେ ତହିଁର ଶେଷ ହେବ; ଏହା ତୁମ୍ଭମାନଙ୍କର ଉତ୍ତର ସୀମା ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ପୁଣି ସେହି ସୀମା ସିଫ୍ରୋଣ ପର୍ଯ୍ୟନ୍ତ ଯିବ ଓ ହତ୍ସର-ଐନନରେ ତହିଁର ଶେଷ ହେବ; ଏହା ତୁମ୍ଭମାନଙ୍କର ଉତ୍ତର ସୀମା ହେବ।

Gade chapit la Kopi

ଓଡିଆ ବାଇବେଲ

9 ପୁଣି, ସେହି ସୀମା ସିଫ୍ରୋଣ ପର୍ଯ୍ୟନ୍ତ ଯିବ ଓ ହତ୍‍ସର-ଐନନରେ ତହିଁର ଶେଷ ହେବ; ଏହା ତୁମ୍ଭମାନଙ୍କର ଉତ୍ତର ସୀମା ହେବ।

Gade chapit la Kopi

ପବିତ୍ର ବାଇବଲ

9 ତୁମ୍ଭର ଉତ୍ତର ସୀମା ସିଫ୍ରୋଣ ପର୍ଯ୍ୟନ୍ତ ବିସ୍ତୃତ ହୋଇ ହ‌ତ୍‌ସର-ଐନନରେ ଶେଷ ହେବ।

Gade chapit la Kopi




ଗଣନା ପୁସ୍ତକ 34:9
4 Referans Kwoze  

ପୁଣି, ସମୁଦ୍ରଠାରୁ ସୀମା ଦମ୍ମେଶକ ସୀମା ନିକଟସ୍ଥ ହତ୍‍ସର-ଐନନ୍‍ ହେବ, ଆଉ ଉତ୍ତର ଦିଗରେ ଉତ୍ତରରେ ହମାତ୍‍ର ସୀମା। ଏହା ଉତ୍ତର ସୀମା।


ହୋର ପର୍ବତଠାରୁ ତୁମ୍ଭେମାନେ ହମାତର ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ ଚିହ୍ନିତ କରିବ; ପୁଣି, ସେଠାରୁ ସେହି ସୀମା ସଦାଦ୍‍ ନିକଟରେ ଶେଷ ହେବ।


ଆଉ ତୁମ୍ଭେମାନେ ଆପଣାମାନଙ୍କ ପୂର୍ବ ସୀମା ହତ୍‍ସର-ଐନନ୍‍ଠାରୁ ଶଫାମ୍‍ ପର୍ଯ୍ୟନ୍ତ ଚିହ୍ନିତ କରିବ।


ଗୋଷ୍ଠୀବର୍ଗଙ୍କର ଏହି ଏହି ନାମ: ହମାତ୍‍ର ପ୍ରବେଶ ସ୍ଥାନକୁ ଯିବାର ହିତ୍‍ଲୋନର ପଥ ନିକଟସ୍ଥ ଉତ୍ତର ପ୍ରାନ୍ତ ସୀମାଠାରୁ ଦମ୍ମେଶକର ସୀମା ନିକଟସ୍ଥ ହତ୍‍ସର-ଐନନ୍‍, ହମାତ୍‍ ପାର୍ଶ୍ୱସ୍ଥ ଉତ୍ତର ଦିଗ ପର୍ଯ୍ୟନ୍ତ; ଆଉ, ତହିଁର ପୂର୍ବ ଓ ପଶ୍ଚିମ ସୀମା ହେବ; ଦାନ୍, ଏକ ଅଂଶ।


Swiv nou:

Piblisite


Piblisite