Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 35:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 “ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ, ‘ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇ କିଣାନ ଦେଶରେ ଉପସ୍ଥିତ ହେଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଇସ୍ରାଏଲ-ସନ୍ତାନଗଣକୁ କୁହ, ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇ କିଣାନ ଦେଶରେ ଉପସ୍ଥିତ ହେଲେ,

Gade chapit la Kopi

ଓଡିଆ ବାଇବେଲ

10 “ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ, ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇ କିଣାନ ଦେଶରେ ଉପସ୍ଥିତ ହେଲେ,

Gade chapit la Kopi

ପବିତ୍ର ବାଇବଲ

10 “ଇସ୍ରାଏଲର ଲୋକମାନଙ୍କୁ କୁହ, ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇ କିଣାନ ଦେଶରେ ଉପସ୍ଥିତ ହେଲେ,

Gade chapit la Kopi




ଗଣନା ପୁସ୍ତକ 35:10
9 Referans Kwoze  

କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭକୁ ଯେଉଁ ବିଶ୍ରାମ ଓ ଅଧିକାର ଦେବେ, ତହିଁରେ ତୁମ୍ଭେମାନେ ଏପର୍ଯ୍ୟନ୍ତ ଉପସ୍ଥିତ ହୋଇ ନାହଁ।


“ଇସ୍ରାଏଲ-ସନ୍ତାନଗଣଙ୍କୁ ଆଜ୍ଞା ଦିଅ ଓ ସେମାନଙ୍କୁ କୁହ, ‘ଯେଉଁ କିଣାନ ଦେଶ, ତହିଁର ଚତୁଃସୀମାନୁସାରେ ତୁମ୍ଭମାନଙ୍କ ଅଧିକାରରେ ପଡ଼ିବ, ତୁମ୍ଭେମାନେ ସେହି କିଣାନ ଦେଶରେ ଉପସ୍ଥିତ ହେଲେ,


“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେବା, ତୁମ୍ଭେମାନେ ସେହି ଦେଶରେ ପ୍ରବେଶ କଲେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୂମି ବିଶ୍ରାମ ଭୋଗ କରିବ।


“ଆମ୍ଭେ ଯେଉଁ ଦେଶ ତୁମ୍ଭମାନଙ୍କ ଅଧିକାର ନିମନ୍ତେ ଦେବା, ସେହି କିଣାନ ଦେଶରେ ତୁମ୍ଭେମାନେ ପ୍ରବେଶ କଲେ, ଯେବେ ଆମ୍ଭେ ତୁମ୍ଭମାନଙ୍କ ଅଧିକୃତ ଦେଶର କୌଣସି ଗୃହରେ କୁଷ୍ଠରୋଗର ଦାଗ ଉତ୍ପନ୍ନ କରୁ;


ଯଦି କୌଣସି ମନୁଷ୍ୟ କାହାକୁ ମାରିବାକୁ ଚେଷ୍ଟା କରେ ନାହିଁ, ମାତ୍ର ପରମେଶ୍ୱରଙ୍କ ଇଚ୍ଛାରେ ତାହାର ହସ୍ତ ଦ୍ୱାରା ତାହାର ମୃତ୍ୟୁୁ ହୁଏ, ତେବେ ଯେଉଁ ସ୍ଥାନକୁ ସେ ପଳାଇ ପାରେ, ଏପରି ସ୍ଥାନ ଆମ୍ଭେ ତୁମ୍ଭ ପାଇଁ ନିରୂପଣ କରିବା।


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,


ଏଥିଉତ୍ତାରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ;


Swiv nou:

Piblisite


Piblisite