Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 35:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଏହିରୂପେ ତୁମ୍ଭେମାନେ ଯେଉଁ ଯେଉଁ ନଗର ଦେବ, ତାହା ତୁମ୍ଭମାନଙ୍କ ନିମନ୍ତେ ଛଅ ଆଶ୍ରୟ ନଗର ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଏହିରୂପେ ତୁମ୍ଭେମାନେ ଯେ ଯେ ନଗର ଦେବ, ତାହା ତୁମ୍ଭମାନଙ୍କ ନିମନ୍ତେ ଛଅ ଆଶ୍ରୟ ନଗର ହେବ।

Gade chapit la Kopi

ଓଡିଆ ବାଇବେଲ

13 ଏହିରୂପେ ତୁମ୍ଭେମାନେ ଯେଉଁ ଯେଉଁ ନଗର ଦେବ, ତାହା ତୁମ୍ଭମାନଙ୍କ ନିମନ୍ତେ ଛଅ ଆଶ୍ରୟ ନଗର ହେବ।

Gade chapit la Kopi

ପବିତ୍ର ବାଇବଲ

13 ଏହିରୂପେ ତୁମ୍ଭମାନଙ୍କ ନଗର ମଧ୍ୟରୁ ଛଅ ଗୋଟି ଆଶ୍ରୟ ନଗର ହେବ।

Gade chapit la Kopi




ଗଣନା ପୁସ୍ତକ 35:13
5 Referans Kwoze  

ପୁଣି, ନରହତ୍ୟାକାରୀ ବିଚାରାର୍ଥେ ମଣ୍ଡଳୀ ସମ୍ମୁଖରେ ଉପସ୍ଥିତ ହେବା ପର୍ଯ୍ୟନ୍ତ ଯେପରି ନ ମରେ, ଏଥିପାଇଁ ସେହି ନଗରମାନ ପ୍ରତିହନ୍ତାଠାରୁ ତୁମ୍ଭମାନଙ୍କ ପ୍ରତି ଆଶ୍ରୟ ସ୍ଥାନ ହେବ;


ତୁମ୍ଭେମାନେ ଯର୍ଦ୍ଦନର ପୂର୍ବପାରିରେ ତିନି ନଗର ଦେବ ଓ କିଣାନ ଦେଶ ମଧ୍ୟରେ ତିନି ନଗର ଦେବ; ତାହାସବୁ ଆଶ୍ରୟ ନଗର ହେବ।


କେହି ଭ୍ରାନ୍ତିରେ ନରହତ୍ୟା କଲେ, ମଣ୍ଡଳୀ ସାକ୍ଷାତରେ ଠିଆ ହେବା ପର୍ଯ୍ୟନ୍ତ ସେହି ସ୍ଥାନକୁ ପଳାଇ ଯେପରି ରକ୍ତର ପ୍ରତିହନ୍ତାର ହସ୍ତରେ ନ ମରେ, ଏନିମନ୍ତେ ଇସ୍ରାଏଲ ସନ୍ତାନ ସମସ୍ତଙ୍କ ପାଇଁ ଓ ସେମାନଙ୍କ ମଧ୍ୟରେ ପ୍ରବାସକାରୀ ବିଦେଶୀ ଲୋକ ପାଇଁ ଏସବୁ ନଗର ନିରୂପିତ ହେଲା।


ଆଉ ତୁମ୍ଭେମାନେ ଲେବୀୟମାନଙ୍କୁ ଯେଉଁ ଯେଉଁ ନଗର ଦେବ, ତହିଁରୁ ଛଅଗୋଟି ଆଶ୍ରୟ ନଗର ହେବ, ନରହତ୍ୟାକାରୀ ସେଠାକୁ ପଳାଇବା ନିମନ୍ତେ ତୁମ୍ଭେମାନେ ତାହା ଦେବ; ଆଉ ତାହା ବ୍ୟତୀତ ଆହୁରି ବୟାଳିଶ ନଗର ଦେବ।


ପୁଣି, ହାରୋଣଙ୍କର ସନ୍ତାନମାନଙ୍କୁ ଆଶ୍ରୟ ନଗରସବୁ, ହିବ୍ରୋଣ; ଲିବ୍‍ନା, ତହିଁର ତଳିଭୂମି ଓ ଯତ୍ତୀର ଓ ଇଷ୍ଟିମୋୟ, ତହିଁର ତଳିଭୂମି;


Swiv nou:

Piblisite


Piblisite