ଗଣନା ପୁସ୍ତକ 35:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ମାତ୍ର ଯଦି କେହି ଲୌହ ଅସ୍ତ୍ର ଦ୍ୱାରା କାହାରିକୁ ଏପରି ଆଘାତ କରେ ଯେ, ତହିଁରେ ସେ ମରେ, ତେବେ ସେ ନରହତ୍ୟାକାରୀ; ସେହି ନରହତ୍ୟାକାରୀର ଅବଶ୍ୟ ପ୍ରାଣଦଣ୍ଡ ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)16 ମାତ୍ର ଯେବେ କେହି ଲୌହ ଅସ୍ତ୍ର ଦ୍ଵାରା କାହାରିକୁ ଏପରି ଆଘାତ କରେ, ଯେ ତହିଁରେ ସେ ମରେ, ତେବେ ସେ ନରହତ୍ୟାକାରୀ; ସେହି ନରହତ୍ୟାକାରୀର ଅବଶ୍ୟ ପ୍ରାଣଦଣ୍ତ ହେବ। Gade chapit laଓଡିଆ ବାଇବେଲ16 ମାତ୍ର ଯଦି କେହି ଲୌହ ଅସ୍ତ୍ର ଦ୍ୱାରା କାହାରିକୁ ଏପରି ଆଘାତ କରେ ଯେ, ତହିଁରେ ସେ ମରେ, ତେବେ ସେ ନରହତ୍ୟାକାରୀ; ସେହି ନରହତ୍ୟାକାରୀର ଅବଶ୍ୟ ପ୍ରାଣଦଣ୍ଡ ହେବ। Gade chapit laପବିତ୍ର ବାଇବଲ16 “ଯଦି କେହି ଲୌହ ନିର୍ମିତ ଅସ୍ତ୍ରଦ୍ୱାରା କାହାରିକୁ ବଧ କରେ, ତେବେ ସେ ନରହତ୍ୟାକାରୀ ଓ ସେ ପ୍ରାଣଦଣ୍ତ ପାଇବ। Gade chapit la |