Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 35:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଅବା ଯାହା ଦ୍ୱାରା ମନୁଷ୍ୟ ମରିପାରେ, ଏପରି କୌଣସି କାଷ୍ଠ-ଅସ୍ତ୍ର ହସ୍ତରେ ନେଇ ଯଦି ସେ କାହାକୁ ଆଘାତ କରେ ଓ ତହିଁରେ ସେ ମରେ, ତେବେ ସେ ନରହତ୍ୟାକାରୀ; ସେହି ନରହତ୍ୟାକାରୀର ଅବଶ୍ୟ ପ୍ରାଣଦଣ୍ଡ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଅବା ଯାହା ଦ୍ଵାରା ମନୁଷ୍ୟ ମରିପାରେ, ଏପରି କୌଣସି କାଷ୍ଠ-ଅସ୍ତ୍ର ହସ୍ତରେ ନେଇ ଯେବେ ସେ କାହାକୁ ଆଘାତ କରେ ଓ ତହିଁରେ ସେ ମରେ, ତେବେ ସେ ନରହତ୍ୟାକାରୀ; ସେହି ନରହତ୍ୟାକାରୀର ଅବଶ୍ୟ ପ୍ରାଣଦଣ୍ତ ହେବ।

Gade chapit la Kopi

ଓଡିଆ ବାଇବେଲ

18 ଅବା ଯାହା ଦ୍ୱାରା ମନୁଷ୍ୟ ମରିପାରେ, ଏପରି କୌଣସି କାଷ୍ଠ-ଅସ୍ତ୍ର ହସ୍ତରେ ନେଇ ଯଦି ସେ କାହାକୁ ଆଘାତ କରେ ଓ ତହିଁରେ ସେ ମରେ, ତେବେ ସେ ନରହତ୍ୟାକାରୀ; ସେହି ନରହତ୍ୟାକାରୀର ଅବଶ୍ୟ ପ୍ରାଣଦଣ୍ଡ ହେବ।

Gade chapit la Kopi

ପବିତ୍ର ବାଇବଲ

18 ଆଉ ଯେଉଁ କାଠ ନିର୍ମିତ ଅସ୍ତ୍ରରେ ଜଣେ ମରିପାରିବ, ସେପରି ଏକ ଅସ୍ତ୍ର ବ୍ୟବହାର କରି ଯଦି ଜଣେ ଅନ୍ୟକୁ ଆଘାତ କରେ ଓ ସେଥିରେ ସେ ମରେ, ତେବେ ସେ ନରହତ୍ୟାକାରୀ ଓ ସେ ଅବଶ୍ୟ ମୃତ୍ୟୁଦଣ୍ତ ପାଇବ।

Gade chapit la Kopi




ଗଣନା ପୁସ୍ତକ 35:18
4 Referans Kwoze  

ଆଉ ଯାହା ଦ୍ୱାରା ମନୁଷ୍ୟ ମରିପାରେ, ଏପରି ପଥର ହସ୍ତରେ ନେଇ ଯଦି ସେ କାହାକୁ ଆଘାତ କରେ ଓ ତହିଁରେ ସେ ମରେ, ତେବେ ସେ ନରହତ୍ୟାକାରୀ; ସେହି ନରହତ୍ୟାକାରୀର ଅବଶ୍ୟ ପ୍ରାଣଦଣ୍ଡ ହେବ।


ରକ୍ତର ପ୍ରତିହନ୍ତା ନିଜେ ସେହି ନରହତ୍ୟାକାରୀକୁ ବଧ କରିବ; ସେ ତାହାର ଦେଖା ପାଇଲେ ତାହାକୁ ବଧ କରିବ।


ପୁଣି, ଆମ୍ଭେ ତୁମ୍ଭମାନଙ୍କ ଜୀବନରୂପ ରକ୍ତପାତର ପରିଶୋଧ ନିତାନ୍ତ ନେବା; ପ୍ରତ୍ୟେକ ପଶୁଠାରୁ ହେଉ କି ମନୁଷ୍ୟଠାରୁ ହେଉ, ତାହାରି ପରିଶୋଧ ନେବା; ଆମ୍ଭେ ପ୍ରତ୍ୟେକ ମନୁଷ୍ୟର ଭ୍ରାତାଠାରୁ ମନୁଷ୍ୟର ପ୍ରାଣର ପରିଶୋଧ ନେବା।


ବିବାହ ନିୟମ ଲଙ୍ଘନକାରିଣୀ ଓ ରକ୍ତପାତକାରିଣୀ ସ୍ତ୍ରୀମାନେ ଯେରୂପ ବିଚାରିତା ହୁଅନ୍ତି, ସେରୂପ ଆମ୍ଭେ ତୁମ୍ଭର ବିଚାର କରିବା ଏବଂ କୋପ ଓ ଅନ୍ତର୍ଜ୍ୱାଳାର ରକ୍ତ ତୁମ୍ଭ ଉପରେ ଉପସ୍ଥିତ କରିବା।


Swiv nou:

Piblisite


Piblisite