Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 35:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ଯେଉଁ ବ୍ୟକ୍ତି କୌଣସି ଲୋକକୁ ବଧ କରେ, ସେହି ନରହତ୍ୟାକାରୀ ସାକ୍ଷୀମାନଙ୍କ ସାକ୍ଷ୍ୟ ଦ୍ୱାରା ହତ ହେବ; ମାତ୍ର ଏକ ସାକ୍ଷୀର ସାକ୍ଷ୍ୟ କୌଣସି ଲୋକର ପ୍ରତିକୂଳରେ ପ୍ରାଣଦଣ୍ଡ ନିମନ୍ତେ ଗ୍ରାହ୍ୟ ହେବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

30 ଯେଉଁ ବ୍ୟକ୍ତି କୌଣସି ଲୋକକୁ ବଧ କରେ, ସେହି ନରହତ୍ୟାକାରୀ ସାକ୍ଷୀମାନଙ୍କ ସାକ୍ଷ୍ୟ ଦ୍ଵାରା ହତ ହେବ; ମାତ୍ର ଏକ ସାକ୍ଷୀର ସାକ୍ଷ୍ୟ କୌଣସି ଲୋକର ପ୍ରତିକୂଳରେ ପ୍ରାଣଦଣ୍ତ ନିମନ୍ତେ ଗ୍ରାହ୍ୟ ହେବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

30 ଯେଉଁ ବ୍ୟକ୍ତି କୌଣସି ଲୋକକୁ ବଧ କରେ, ସେହି ନରହତ୍ୟାକାରୀ ସାକ୍ଷୀମାନଙ୍କ ସାକ୍ଷ୍ୟ ଦ୍ୱାରା ହତ ହେବ; ମାତ୍ର ଏକ ସାକ୍ଷୀର ସାକ୍ଷ୍ୟ କୌଣସି ଲୋକର ପ୍ରତିକୂଳରେ ପ୍ରାଣଦଣ୍ଡ ନିମନ୍ତେ ଗ୍ରାହ୍ୟ ହେବ ନାହିଁ।

Gade chapit la Kopi

ପବିତ୍ର ବାଇବଲ

30 “ଜଣକରୁ ଅଧିକ ସାକ୍ଷୀ ସାକ୍ଷ୍ୟ ପ୍ରଦାନ କଲେ ମୃତ୍ୟୁଦଣ୍ତ ଦିଆଯିବ। ମାତ୍ର ଏକ ସାକ୍ଷୀର ସାକ୍ଷ୍ୟ କୌଣସି ଲୋକ ପ୍ରତିକୂଳରେ ପ୍ରାଣଦଣ୍ତ ଦେବା ନିମନ୍ତେ ଗ୍ରାହ୍ୟ ହେବ ନାହିଁ।

Gade chapit la Kopi




ଗଣନା ପୁସ୍ତକ 35:30
14 Referans Kwoze  

କେହି ମୋଶାଙ୍କ ବ୍ୟବସ୍ଥାକୁ ଅମାନ୍ୟ କଲେ, ସେ ଦୟା ପ୍ରାପ୍ତ ନ ହୋଇ ଦୁଇ କିମ୍ବା ତିନି ଜଣ ସାକ୍ଷୀଙ୍କ ପ୍ରମାଣରେ ହତ ହୁଏ;


କିନ୍ତୁ ଯଦି ସେ ନ ଶୁଣେ, ତେବେ ତୁମ୍ଭ ସାଙ୍ଗରେ ଆଉ ଜଣେ ବା ଦୁଇ ଜଣକୁ ନେଇ ଯାଅ, ଯେପରି ଦୁଇ ବା ତିନି ସାକ୍ଷୀଙ୍କ ମୁଖରେ ସମସ୍ତ କଥା ସ୍ଥିର କରାଯିବ।


ମନୁଷ୍ୟ କୌଣସି ଅପରାଧ କି କୌଣସି ପାପ କଲେ, ତାହାର କୃତ ସେହି ପାପ ଲାଗି ଏକ ସାକ୍ଷୀ ତାହାର ପ୍ରତିକୂଳରେ ଉଠିବ ନାହିଁ; ଦୁଇ ସାକ୍ଷୀଙ୍କ ମୁଖ ଦ୍ୱାରା କିଅବା ତିନି ସାକ୍ଷୀଙ୍କ ମୁଖ ଦ୍ୱାରା ବିଚାର ନିଷ୍ପନ୍ନ ହେବ।


ଏହି ତୃତୀୟ ଥର ମୁଁ ତୁମ୍ଭମାନଙ୍କ ନିକଟକୁ ଯାଉଅଛି। “ଦୁଇ ବା ତିନି ସାକ୍ଷୀଙ୍କ ମୁଖରେ ସମସ୍ତ କଥା ସ୍ଥିର କରାଯିବ।”


ଦୁଇ ବା ତିନି ଜଣ ସାକ୍ଷୀଙ୍କ ବିନା କୌଣସି ପ୍ରାଚୀନଙ୍କ ବିରୁଦ୍ଧରେ ଅଭିଯୋଗ ଗ୍ରହଣ କର ନାହିଁ।


ଆଉ ଆମ୍ଭେ ଆପଣା ଦୁଇ ସାକ୍ଷୀଙ୍କୁ କ୍ଷମତା ଦେବୁ ଯେ, ସେମାନେ ଚଟବସ୍ତ୍ର ପରିଧାନ କରି ଏକ ହଜାର ଦୁଇ ଶହ ଷାଠିଏ ଦିନ ପର୍ଯ୍ୟନ୍ତ ଭାବବାଣୀ କହିବେ।


ଜଣେ ଲୋକଠାରୁ ପ୍ରଥମେ ନ ଶୁଣି ଓ ତାହାର ଆଚରଣ ବିଷୟ ନ ଜାଣି ଆମ୍ଭମାନଙ୍କର ମୋଶାଙ୍କ ବ୍ୟବସ୍ଥା କଅଣ ତାହାକୁ ଦୋଷୀ କରେ?


ମାତ୍ର ଯଦି କେହି ଲୌହ ଅସ୍ତ୍ର ଦ୍ୱାରା କାହାରିକୁ ଏପରି ଆଘାତ କରେ ଯେ, ତହିଁରେ ସେ ମରେ, ତେବେ ସେ ନରହତ୍ୟାକାରୀ; ସେହି ନରହତ୍ୟାକାରୀର ଅବଶ୍ୟ ପ୍ରାଣଦଣ୍ଡ ହେବ।


କେହି ଯଦି କୌଣସି ମନୁଷ୍ୟକୁ ଏପରି ପ୍ରହାର କରେ ଯେ ସେ ମରିଯାଏ, ତେବେ ଅବଶ୍ୟ ତାହାର ପ୍ରାଣଦଣ୍ଡ ହେବ।


ଆଉ, ଯେକେହି କୌଣସି ମନୁଷ୍ୟକୁ ପ୍ରାଣାନ୍ତକ ଆଘାତ କରେ, ସେ ନିଶ୍ଚୟ ହତ ହେବ।


ଆହୁରି ପ୍ରାଣଦଣ୍ଡ ଯୋଗ୍ୟ ନରହତ୍ୟାକାରୀର ପ୍ରାଣ ନିମନ୍ତେ କୌଣସି ପ୍ରାୟଶ୍ଚିତ୍ତ ଗ୍ରହଣ କରିବ ନାହିଁ; ମାତ୍ର ସେ ଅବଶ୍ୟ ହତ ହେବ।


“ଯେକେହି ଆପଣା ପ୍ରତିବାସୀକୁ ଗୋପନରେ ବଧ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ଆମେନ୍‍।


Swiv nou:

Piblisite


Piblisite