Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 35:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ପୁଣି, କେହି ଯେପରି ଆପଣା ଆଶ୍ରୟ ନଗରକୁ ପଳାଇ ପୁନର୍ବାର ଆପଣା ଦେଶକୁ ଆସି ବାସ କରେ, ଏଥିପାଇଁ ତୁମ୍ଭେମାନେ ଯାଜକର ମରଣ ପର୍ଯ୍ୟନ୍ତ ତାହା ନିମନ୍ତେ କୌଣସି ପ୍ରାୟଶ୍ଚିତ୍ତ ଗ୍ରହଣ କରିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

32 ପୁଣି କେହି ଯେପରି ଆପଣା ଆଶ୍ରୟ ନଗରକୁ ପଳାଇ ପୁନର୍ବାର ଆପଣା ଦେଶକୁ ଆସି ବାସ କରେ, ଏଥିପାଇଁ ତୁମ୍ଭେମାନେ ଯାଜକର ମରଣ ପର୍ଯ୍ୟନ୍ତ ତାହା ନିମନ୍ତେ କୌଣସି ପ୍ରାୟଶ୍ଚିତ୍ତ ଗ୍ରହଣ କରିବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

32 ପୁଣି, କେହି ଯେପରି ଆପଣା ଆଶ୍ରୟ ନଗରକୁ ପଳାଇ ପୁନର୍ବାର ଆପଣା ଦେଶକୁ ଆସି ବାସ କରେ, ଏଥିପାଇଁ ତୁମ୍ଭେମାନେ ଯାଜକର ମରଣ ପର୍ଯ୍ୟନ୍ତ ତାହା ନିମନ୍ତେ କୌଣସି ପ୍ରାୟଶ୍ଚିତ୍ତ ଗ୍ରହଣ କରିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ

32 “ପୁଣି କୌଣସି ହତ୍ୟାକାରୀ ଆଶ୍ରୟ ନଗରରୁ ପଳାଇଯାଇ ପୁନର୍ବାର ଆପଣା ଦେଶକୁ ଫେରି ଆସିବାକୁ ଅନୁମତି ଦେବା ନିମନ୍ତେ କୌଣସି ପ୍ରାପ୍ୟ ଗ୍ରହଣୀୟ ନୁହେଁ, ମହାଯାଜକ ମୃତ୍ୟୁବରଣ ନ କରିବା ପର୍ଯ୍ୟନ୍ତ।

Gade chapit la Kopi




ଗଣନା ପୁସ୍ତକ 35:32
8 Referans Kwoze  

ସେମାନେ ଗୋଟିଏ ନୂତନ ଗୀତ ଗାନ କରି କହିଲେ, “ତୁମ୍ଭେ ସେହି ପୁସ୍ତକ ନେବାକୁ ଓ ସେଥିର ମୁଦ୍ରାସବୁ ଭାଙ୍ଗିବାକୁ ଯୋଗ୍ୟ ଅଟ, କାରଣ ତୁମ୍ଭେ ହତ ହୋଇଥିଲ, ପୁଣି, ଆପଣା ରକ୍ତ ଦ୍ୱାରା ସର୍ବଗୋଷ୍ଠୀ, ଭାଷାବାଦୀ, ସର୍ବବଂଶ ଓ ସର୍ବଜାତିମାନଙ୍କ ମଧ୍ୟରୁ ଈଶ୍ବରଙ୍କ ନିମନ୍ତେ ଲୋକମାନଙ୍କୁ କିଣିଅଛ,


କିନ୍ତୁ ଯେପରି ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ହେତୁ ପ୍ରତିଜ୍ଞା ବିଶ୍ୱାସ କରୁଥିବା ଲୋକମାନଙ୍କୁ ଦିଆଯାଏ, ଏଥିପାଇଁ ଧର୍ମଶାସ୍ତ୍ର ସମସ୍ତ ବିଷୟକୁ ପାପର ଅଧୀନ ବୋଲି ଗଣନା କରିଅଛି।


ମୁଁ ଈଶ୍ବରଙ୍କ ଅନୁଗ୍ରହକୁ ବ୍ୟର୍ଥ କରୁ ନାହିଁ; କାରଣ ଯଦି ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ଧାର୍ମିକତା ଲାଭ ହୁଏ, ତାହାହେଲେ ଖ୍ରୀଷ୍ଟଙ୍କ ମୃତ୍ୟୁଭୋଗ କରିବା ବୃଥା।


ତାହାଙ୍କ ଛଡ଼ା ଆଉ କାହାଠାରେ ପରିତ୍ରାଣ ନାହିଁ; କାରଣ ଯାହା ଦ୍ୱାରା ଆମ୍ଭମାନଙ୍କୁ ପରିତ୍ରାଣ ପାଇବାକୁ ହେବ, ଆକାଶ ତଳେ ମନୁଷ୍ୟମାନଙ୍କ ମଧ୍ୟରେ ଆଉ କୌଣସି ନାମ ଦିଆଯାଇ ନାହିଁ।”


ଆହୁରି ପ୍ରାଣଦଣ୍ଡ ଯୋଗ୍ୟ ନରହତ୍ୟାକାରୀର ପ୍ରାଣ ନିମନ୍ତେ କୌଣସି ପ୍ରାୟଶ୍ଚିତ୍ତ ଗ୍ରହଣ କରିବ ନାହିଁ; ମାତ୍ର ସେ ଅବଶ୍ୟ ହତ ହେବ।


ଏହିରୂପେ ତୁମ୍ଭେମାନେ ଆପଣାମାନଙ୍କ ନିବାସ ଦେଶ ଅପବିତ୍ର କରିବ ନାହିଁ; କାରଣ ରକ୍ତ ହିଁ ଦେଶକୁ ଅପବିତ୍ର କରେ; ଆଉ ଦେଶରେ ଯେଉଁ ରକ୍ତପାତ ହୁଏ, ରକ୍ତପାତୀର ରକ୍ତ ବିନା ତହିଁ ନିମନ୍ତେ କୌଣସି ପ୍ରାୟଶ୍ଚିତ୍ତ କରାଯାଇ ନ ପାରେ।


ତହିଁରେ ଗିବୀୟୋନୀୟମାନେ ତାଙ୍କୁ କହିଲେ, “ଆମ୍ଭମାନଙ୍କର ପୁଣି ଶାଉଲ କିଅବା ତାହା ବଂଶର ମଧ୍ୟରେ ରୂପା କି ସୁନା ସମ୍ବନ୍ଧୀୟ କିଛି କଥା ନାହିଁ; କିଅବା ଇସ୍ରାଏଲ ମଧ୍ୟରେ କୌଣସି ମନୁଷ୍ୟର ପ୍ରାଣଦଣ୍ଡ କରିବା ଆମ୍ଭମାନଙ୍କର ଉଚିତ ନୁହେଁ।” ତହୁଁ ଦାଉଦ କହିଲେ, “ତୁମ୍ଭେମାନେ ଯାହା କହିବ, ମୁଁ ତୁମ୍ଭମାନଙ୍କ ପାଇଁ ତାହା କରିବି।”


Swiv nou:

Piblisite


Piblisite