ଗଣନା ପୁସ୍ତକ 35:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଆଉ ତୁମ୍ଭେମାନେ ଲେବୀୟମାନଙ୍କୁ ଯେଉଁ ଯେଉଁ ନଗର ଦେବ, ସେହିସବୁର ତଳିଭୂମି ନଗର-ପ୍ରାଚୀରଠାରୁ ବାହାରେ ଚତୁର୍ଦ୍ଦିଗରେ ଏକ ସହସ୍ର ହସ୍ତ ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)4 ଆଉ ତୁମ୍ଭେମାନେ ଲେବୀୟମାନଙ୍କୁ ଯେ ଯେ ନଗର ଦେବ, ସେସବୁର ତଳିଭୂମି ନଗର-ପ୍ରାଚୀରଠାରୁ ବାହାରେ ଚତୁର୍ଦ୍ଦିଗରେ ଏକ ସହସ୍ର ହସ୍ତ ହେବ। Gade chapit laଓଡିଆ ବାଇବେଲ4 ଆଉ ତୁମ୍ଭେମାନେ ଲେବୀୟମାନଙ୍କୁ ଯେଉଁ ଯେଉଁ ନଗର ଦେବ, ସେହିସବୁର ତଳିଭୂମି ନଗର-ପ୍ରାଚୀରଠାରୁ ବାହାରେ ଚତୁର୍ଦ୍ଦିଗରେ ଏକ ସହସ୍ର ହସ୍ତ ହେବ। Gade chapit laପବିତ୍ର ବାଇବଲ4 ଲେବୀୟମାନେ ଯେଉଁ ଗ୍ଭରଣଭୂମି ଅଧିକାର କରିବେ ତାହା ନଗର ପ୍ରାଚୀରଠାରୁ 1,500 ଫୁଟ ଦୂରରେ ରହିବ। Gade chapit la |