ଗଣନା ପୁସ୍ତକ 36:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଅର୍ଥାତ୍, ମହଲା, ତିର୍ସା, ହଗ୍ଲା, ମିଲ୍କା ଓ ନୋୟା, ସଲଫାଦର ଏହି କନ୍ୟାଗଣ ଆପଣା ଆପଣା ପିତୃବ୍ୟ ପୁତ୍ରମାନଙ୍କ ସହିତ ବିବାହ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)11 ଅର୍ଥାତ୍, ମହଲା ଓ ତିର୍ସା ଓ ହଗ୍ଲା ଓ ମିଲ୍କା ଓ ନୋୟା, ସଲଫାଦର ଏହି କନ୍ୟାଗଣ ଆପଣା ଆପଣା ପିତୃବ୍ୟ ପୁତ୍ରମାନଙ୍କ ସହିତ ବିବାହ କଲେ। Gade chapit laଓଡିଆ ବାଇବେଲ11 ଅର୍ଥାତ୍, ମହଲା, ତିର୍ସା, ହଗ୍ଲା, ମିଲ୍କା ଓ ନୋୟା, ସଲଫାଦର ଏହି କନ୍ୟାଗଣ ଆପଣା ଆପଣା ପିତୃବ୍ୟ ପୁତ୍ରମାନଙ୍କ ସହିତ ବିବାହ କଲେ। Gade chapit laପବିତ୍ର ବାଇବଲ11 ଏଣୁ ସଲଫାଦରଙ୍କ କନ୍ୟାଗଣ ଯଥା: ମହଲା, ତିର୍ସା, ହଗ୍ଲା, ମିଲ୍କା ଓ ନୋୟା, ସେମାନଙ୍କ ପିତୃବ୍ୟ ପୁତ୍ରମାନଙ୍କୁ ବିବାହ କଲେ। Gade chapit la |