Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 36:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ମାତ୍ର ଇସ୍ରାଏଲ-ସନ୍ତାନଗଣଙ୍କର ବଂଶସମୂହର ସନ୍ତାନମାନଙ୍କ ମଧ୍ୟରୁ କାହାରି ସଙ୍ଗେ ଯଦି ସେମାନଙ୍କର ବିବାହ ହୁଏ, ତେବେ ଆମ୍ଭମାନଙ୍କ ପୈତୃକ ଅଧିକାରରୁ ସେମାନଙ୍କ ଅଧିକାର କଟାଯିବ; ପୁଣି, ସେମାନେ ଯେଉଁ ବଂଶରେ ଗୃହୀତ ହେବେ, ସେହି ବଂଶର ଅଧିକାରରେ ତାହା ଯୁକ୍ତ ହେବ; ଏହିରୂପେ ତାହା ଆମ୍ଭମାନଙ୍କ ଅଧିକାରର ଅଂଶରୁ କଟାଯିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ମାତ୍ର ଇସ୍ରାଏଲ-ସନ୍ତାନଗଣର ବଂଶସମୂହର ସନ୍ତାନମାନଙ୍କ ମଧ୍ୟରୁ କାହାରି ସଙ୍ଗେ ଯେବେ ସେମାନଙ୍କର ବିବାହ ହୁଏ, ତେବେ ଆମ୍ଭମାନଙ୍କ ପୈତୃକ ଅଧିକାରରୁ ସେମାନଙ୍କ ଅଧିକାର କଟାଯିବ; ପୁଣି ସେମାନେ ଯେଉଁ ବଂଶରେ ଗୃହୀତ ହେବେ, ସେହି ବଂଶର ଅଧିକାରରେ ତାହା ଯୁକ୍ତ ହେବ; ଏହିରୂପେ ତାହା ଆମ୍ଭମାନଙ୍କ ଅଧିକାରର ଅଂଶରୁ କଟାଯିବ।

Gade chapit la Kopi

ଓଡିଆ ବାଇବେଲ

3 ମାତ୍ର ଇସ୍ରାଏଲ-ସନ୍ତାନଗଣଙ୍କର ବଂଶ ସମୂହର ସନ୍ତାନମାନଙ୍କ ମଧ୍ୟରୁ କାହାରି ସଙ୍ଗେ ଯଦି ସେମାନଙ୍କର ବିବାହ ହୁଏ, ତେବେ ଆମ୍ଭମାନଙ୍କ ପୈତୃକ ଅଧିକାରରୁ ସେମାନଙ୍କ ଅଧିକାର କଟାଯିବ; ପୁଣି, ସେମାନେ ଯେଉଁ ବଂଶରେ ଗୃହୀତ ହେବେ, ସେହି ବଂଶର ଅଧିକାରରେ ତାହା ଯୁକ୍ତ ହେବ; ଏହିରୂପେ ତାହା ଆମ୍ଭମାନଙ୍କ ଅଧିକାରର ଅଂଶରୁ କଟାଯିବ।

Gade chapit la Kopi

ପବିତ୍ର ବାଇବଲ

3 ଯଦି ଇସ୍ରାଏଲ ଲୋକମାନଙ୍କ ମଧ୍ୟରୁ କାହାରି ସଙ୍ଗେ ସେମାନଙ୍କର ବିବାହ ହୁଏ, ତେବେ ଆମ୍ଭମାନଙ୍କ ପୈତୃକ ଅଧିକାରରୁ ସେମାନଙ୍କ ଅଧିକାର କଟାଯିବ। ସେମାନଙ୍କ ଅଧିକାର ସେମାନଙ୍କ ସ୍ୱାମୀ ପରିବାରବର୍ଗରେ ଯୁକ୍ତ ହେବ।

Gade chapit la Kopi




ଗଣନା ପୁସ୍ତକ 36:3
2 Referans Kwoze  

ଆଉ ସେମାନେ କହିଲେ, “ସଦାପ୍ରଭୁ ଗୁଲିବାଣ୍ଟ ଦ୍ୱାରା ଇସ୍ରାଏଲ-ସନ୍ତାନଗଣଙ୍କୁ ଦେଶାଧିକାର ଦେବା ନିମନ୍ତେ ଆମ୍ଭ ପ୍ରଭୁଙ୍କୁ ଆଜ୍ଞା ଦେଲେ; ଆଉ ଆମ୍ଭ ପ୍ରଭୁ ଆମ୍ଭମାନଙ୍କ ଭ୍ରାତା ସଲଫାଦର ଅଧିକାର ତାହାର କନ୍ୟାମାନଙ୍କୁ ଦେବା ପାଇଁ ସଦାପ୍ରଭୁଙ୍କଠାରୁ ଆଜ୍ଞା ପାଇଥିଲେ।


ଆଉ ଯେତେବେଳେ ଇସ୍ରାଏଲ-ସନ୍ତାନଗଣଙ୍କର ଯୋବେଲ ଉପସ୍ଥିତ ହେବ, ସେତେବେଳେ ସେମାନେ ଯେଉଁମାନଙ୍କ ମଧ୍ୟରେ ଗୃହୀତା, ସେହି ବଂଶର ଅଧିକାରରେ ସେମାନଙ୍କର ଅଧିକାରଯୁକ୍ତ ହେବ; ଏହିରୂପେ ଆମ୍ଭମାନଙ୍କ ପୈତୃକ ବଂଶରୁ ସେମାନଙ୍କ ଅଧିକାର କଟାଯିବ।”


Swiv nou:

Piblisite


Piblisite