ଗଣନା ପୁସ୍ତକ 36:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତହିଁରେ ଏକ ବଂଶରୁ ଅନ୍ୟ ବଂଶକୁ ଅଧିକାର ଯିବ ନାହିଁ; ମାତ୍ର ଇସ୍ରାଏଲ-ସନ୍ତାନଗଣଙ୍କର ବଂଶସମୂହ ପ୍ରତ୍ୟେକେ ଆପଣା ଆପଣା ପୈତୃକ ଅଧିକାର ମଧ୍ୟରେ ରହିବେ।” Gade chapit laପବିତ୍ର ବାଇବଲ (Re-edited) - (BSI)9 ତହିଁରେ ଏକ ବଂଶରୁ ଅନ୍ୟ ବଂଶକୁ ଅଧିକାର ଯିବ ନାହିଁ; ମାତ୍ର ଇସ୍ରାଏଲ-ସନ୍ତାନଗଣର ବଂଶସମୂହ ପ୍ରତ୍ୟେକେ ଆପଣା ଆପଣା ପୈତୃକ ଅଧିକାର ମଧ୍ୟରେ ରହିବେ। Gade chapit laଓଡିଆ ବାଇବେଲ9 ତହିଁରେ ଏକ ବଂଶରୁ ଅନ୍ୟ ବଂଶକୁ ଅଧିକାର ଯିବ ନାହିଁ; ମାତ୍ର ଇସ୍ରାଏଲ-ସନ୍ତାନଗଣଙ୍କର ବଂଶସମୂହ ପ୍ରତ୍ୟେକେ ଆପଣା ଆପଣା ପୈତୃକ ଅଧିକାର ମଧ୍ୟରେ ରହିବେ।” Gade chapit laପବିତ୍ର ବାଇବଲ9 ଏକ ପରିବାରବର୍ଗରୁ ଅନ୍ୟ ପରିବାରବର୍ଗକୁ ଅଧିକାର ଯିବା ଉଚିତ୍ ନାହିଁ। ଇସ୍ରାଏଲର ପ୍ରତ୍ୟେକ ପରିବାରବର୍ଗ ସେମାନଙ୍କ ଅଧିକାର ମଧ୍ୟରେ ରହିବେ।” Gade chapit la |
ଏହେତୁ ଏବେ ମୋର ପ୍ରଭୁ ମହାରାଜ ଆପଣା ଦାସ କଥା ଶୁଣନ୍ତୁ। ଯେବେ ସଦାପ୍ରଭୁ ଆପଣଙ୍କୁ ମୋର ପ୍ରତିକୂଳରେ ପ୍ରବର୍ତ୍ତାଇଥାʼନ୍ତି, ତେବେ ସେ ଉପହାର ଗ୍ରହଣ କରନ୍ତୁ; ମାତ୍ର ଯେବେ ମନୁଷ୍ୟ-ସନ୍ତାନମାନେ ତାହା କରିଥାʼନ୍ତି, ତେବେ ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ଶାପଗ୍ରସ୍ତ ହେଉନ୍ତୁ; କାରଣ ମୁଁ ଯେପରି ସଦାପ୍ରଭୁଙ୍କ ଅଧିକାରରେ ସଂଲଗ୍ନ ହୋଇ ନ ରହିବି, ଏଥିପାଇଁ ସେମାନେ ଆଜି ମୋତେ ତଡ଼ିଦେଇ କହିଅଛନ୍ତି, ‘ଯାଅ ଅନ୍ୟ ଦେବଗଣର ସେବା କର।’