ଗଣନା ପୁସ୍ତକ 4:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ମାତ୍ର ସେମାନେ ମହାପବିତ୍ର ସ୍ଥାନର ନିକଟବର୍ତ୍ତୀ ହେଲା ସମୟରେ ଯେପରି ନ ମରି ବଞ୍ଚନ୍ତି, ଏଥିପାଇଁ ତୁମ୍ଭେମାନେ ସେମାନଙ୍କ ପ୍ରତି ଏରୂପ କରିବ; ହାରୋଣ ଓ ତାହାର ପୁତ୍ରଗଣ ଭିତରେ ଯାଇ ସେମାନଙ୍କର ପ୍ରତ୍ୟେକ ଜଣକୁ ଆପଣା ଆପଣା ସେବାରେ ଓ ଭାର ବହନରେ ନିଯୁକ୍ତ କରିବେ। Gade chapit laପବିତ୍ର ବାଇବଲ (Re-edited) - (BSI)19 ମାତ୍ର ସେମାନେ ମହାପବିତ୍ର ସ୍ଥାନର ନିକଟବର୍ତ୍ତୀ ହେଲା ବେଳେ ଯେପରି ନ ମରି ବଞ୍ଚନ୍ତି, ଏଥିପାଇଁ ତୁମ୍ଭେମାନେ ସେମାନଙ୍କ ପ୍ରତି ଏରୂପ କରିବ; ହାରୋଣ ଓ ତାହାର ପୁତ୍ରଗଣ ଭିତରେ ଯାଇ ସେମାନଙ୍କର ପ୍ରତ୍ୟେକ ଜଣକୁ ଆପଣା ଆପଣା ସେବାରେ ଓ ଭାରବହନରେ ନିଯୁକ୍ତ କରିବେ। Gade chapit laଓଡିଆ ବାଇବେଲ19 ମାତ୍ର ସେମାନେ ମହାପବିତ୍ର ସ୍ଥାନର ନିକଟବର୍ତ୍ତୀ ହେଲା ସମୟରେ ଯେପରି ନ ମରି ବଞ୍ଚନ୍ତି, ଏଥିପାଇଁ ତୁମ୍ଭେମାନେ ସେମାନଙ୍କ ପ୍ରତି ଏରୂପ କରିବ; ହାରୋଣ ଓ ତାହାର ପୁତ୍ରଗଣ ଭିତରେ ଯାଇ ସେମାନଙ୍କର ପ୍ରତ୍ୟେକ ଜଣକୁ ଆପଣା ଆପଣା ସେବାରେ ଓ ଭାର ବହନରେ ନିଯୁକ୍ତ କରିବେ। Gade chapit laପବିତ୍ର ବାଇବଲ19 ମାତ୍ର ସେମାନେ ମହାପବିତ୍ର ସ୍ଥାନରେ ଥିବା ବସ୍ତ୍ରର ନିକଟବର୍ତ୍ତୀ ହେଲାବେଳେ ଯେପରି ନ ମରନ୍ତି, ଏଥିପାଇଁ ତୁମ୍ଭେମାନେ ସେମାନଙ୍କ ପ୍ରତି ଏହିପରି କରିବ; ହାରୋଣ ଓ ତାହାର ପୁତ୍ରଗଣ ଭିତରକୁ ଯାଇ ସେମାନଙ୍କର ପ୍ରତ୍ୟେକ ଜଣକୁ ଆପଣା ଆପଣା ସେବାରେ ଓ ଭାର ବହନରେ ନିଯୁକ୍ତ କରିବେ। Gade chapit la |