Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 4:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ସେମାନେ ଆବାସର ଯବନିକାସକଳ ଓ ସମାଗମ-ତମ୍ବୁ, ତହିଁର ଆଚ୍ଛାଦନ ଓ ତହିଁର ଉପରିସ୍ଥିତ ଶିଶୁକର ଚର୍ମର ଛାତ ଓ ସମାଗମ-ତମ୍ବୁ ଦ୍ୱାରର ଆଚ୍ଛାଦନ ବସ୍ତ୍ର;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ସେମାନେ ଆବାସର ଯବନିକା ସକଳ ଓ ସମାଗମ-ତମ୍ଵୁ, ତହିଁର ଆଚ୍ଛାଦନ ଓ ତହିଁର ଉପରିସ୍ଥିତ ଶିଶୁକଚର୍ମର ଛାତ ଓ ସମାଗମ-ତମ୍ଵୁ ଦ୍ଵାରର ଆଚ୍ଛାଦନବସ୍ତ୍ର।

Gade chapit la Kopi

ଓଡିଆ ବାଇବେଲ

25 ସେମାନେ ଆବାସର ଯବନିକା ସକଳ ଓ ସମାଗମ-ତମ୍ବୁ, ତହିଁର ଆଚ୍ଛାଦନ ଓ ତହିଁର ଉପରିସ୍ଥିତ ଶିଶୁକର ଚର୍ମର ଛାତ ଓ ସମାଗମ-ତମ୍ବୁ ଦ୍ୱାରର ଆଚ୍ଛାଦନ ବସ୍ତ୍ର;

Gade chapit la Kopi

ପବିତ୍ର ବାଇବଲ

25 ସେମାନେ ପବିତ୍ର ତମ୍ବୁର ପରଦା ସକଳ, ତହିଁର ଆଚ୍ଛାଦନ, ତହିଁର ଉପରିସ୍ଥିତ ଶିଶୁକଚର୍ମର ଛାତ ଓ ସମାଗମ-ତମ୍ବୁର ପ୍ରବେଶ ଦ୍ୱାରର ଆଚ୍ଛାଦନ ବସ୍ତ୍ର ବହନ କରିବେ।

Gade chapit la Kopi




ଗଣନା ପୁସ୍ତକ 4:25
8 Referans Kwoze  

ଏଉତ୍ତାରେ ତୁମ୍ଭେ ରକ୍ତୀକୃତ ମେଷର ଚର୍ମରେ ତମ୍ବୁର ଏକ ଛାତ କରିବ, ଆଉ ତହିଁ ଉପରେ ଶିଶୁକ ଚର୍ମରେ ଏକ ଛାତ କରିବ।


ତହୁଁ ସେ ଆବାସ ଉପରେ ତମ୍ବୁ ବିସ୍ତାର କଲେ ଓ ତମ୍ବୁ ଉପରେ ଛାତ ଦେଲେ;


ମାତ୍ର ତୁମ୍ଭେ ସାକ୍ଷ୍ୟର ଆବାସ, ତହିଁର ସକଳ ଦ୍ରବ୍ୟ ଓ ତତ୍‍ସମ୍ବନ୍ଧୀୟ ସମସ୍ତ ବିଷୟ ଉପରେ ଲେବୀୟମାନଙ୍କୁ ନିଯୁକ୍ତ କରିବ; ସେମାନେ ଆବାସ ଓ ତହିଁର ସମସ୍ତ ଦ୍ରବ୍ୟ ବହିବେ ଓ ସେମାନେ ତହିଁର ସେବା କରିବେ ଓ ଆବାସର ଚାରିଆଡ଼େ ଛାଉଣି କରି ରହିବେ।


ଓ ତହିଁ ଉପରେ ଶିଶୁକ ଚର୍ମର ଆଚ୍ଛାଦନ ଦେବେ ଓ ତହିଁ ଉପରେ ସମ୍ପୂର୍ଣ୍ଣ ନୀଳବର୍ଣ୍ଣ ଏକ ବସ୍ତ୍ର ଦେବେ, ତହିଁ ଉତ୍ତାରେ ତହିଁର ସାଙ୍ଗୀ ଲଗାଇବେ।


ସେବା କରିବା ଓ ଭାର ବହିବା କାର୍ଯ୍ୟ ମଧ୍ୟରେ ଗେର୍ଶୋନୀୟ ବଂଶର ସେବା ଏହି;


ଆହୁରି ତୁମ୍ଭେ ଦଶ ଯବନିକା ଦ୍ୱାରା ଆବାସ ପ୍ରସ୍ତୁତ କରିବ; ସେହି ସବୁ ଯବନିକା ଶୁଭ୍ର କ୍ଷୋମ, ନୀଳ, ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ସୂତ୍ରରେ ନିର୍ମିତ ହେବ, ତହିଁରେ ଶିଳ୍ପିତ କିରୂବମାନଙ୍କର ଆକୃତି ରହିବ।


Swiv nou:

Piblisite


Piblisite