Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 4:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ହାରୋଣ ଓ ତାଙ୍କର ପୁତ୍ରଗଣର ଆଜ୍ଞାନୁସାରେ ଗେର୍ଶୋନର ସନ୍ତାନଗଣ ଆପଣା ଆପଣା ଭାର ଓ ସେବା ସମ୍ବନ୍ଧୀୟ ସମସ୍ତ କର୍ମ କରିବେ ଆଉ ତୁମ୍ଭେମାନେ ରକ୍ଷଣୀୟ ବୋଲି ସେମାନଙ୍କ ସମସ୍ତ ଭାରରେ ସେମାନଙ୍କୁ ନିଯୁକ୍ତ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ହାରୋଣ ଓ ତାଙ୍କର ପୁତ୍ରଗଣର ଆଜ୍ଞାନୁସାରେ ଗେର୍ଶୋନର ସନ୍ତାନଗଣ ଆପଣା ଆପଣା ଭାର ଓ ସେବା ସମ୍ଵନ୍ଧୀୟ ସମସ୍ତ କର୍ମ କରିବେ; ଆଉ ତୁମ୍ଭେମାନେ ରକ୍ଷଣୀୟ ବୋଲି ସେମାନଙ୍କ ସମସ୍ତ ଭାରରେ ସେମାନଙ୍କୁ ନିଯୁକ୍ତ କରିବ।

Gade chapit la Kopi

ଓଡିଆ ବାଇବେଲ

27 ହାରୋଣ ଓ ତାଙ୍କର ପୁତ୍ରଗଣର ଆଜ୍ଞାନୁସାରେ ଗେର୍ଶୋନର ସନ୍ତାନଗଣ ଆପଣା ଆପଣା ଭାର ଓ ସେବା ସମ୍ବନ୍ଧୀୟ ସମସ୍ତ କର୍ମ କରିବେ ଆଉ ତୁମ୍ଭେମାନେ ରକ୍ଷଣୀୟ ବୋଲି ସେମାନଙ୍କ ସମସ୍ତ ଭାରରେ ସେମାନଙ୍କୁ ନିଯୁକ୍ତ କରିବ।

Gade chapit la Kopi

ପବିତ୍ର ବାଇବଲ

27 ହାରୋଣ ଓ ତାଙ୍କର ପୁତ୍ରଗଣଙ୍କ ନିର୍ଦ୍ଦେଶ ଅନୁସାରେ ଗେର୍ଶୋନର ଲୋକମାନେ ନିଜ ନିଜର କାର୍ଯ୍ୟ ଓ ସେବା ସମ୍ବନ୍ଧୀୟ ସମସ୍ତ କର୍ମ କରିବା ଉଚିତ୍। ତୁମ୍ଭେ ସେମାନଙ୍କୁ, ଯାହାସବୁ ଦାୟୀତ୍ୱ ବହନ କରନ୍ତି ସେହି କାର୍ଯ୍ୟ ଭାର ଦେବା ଉଚିତ୍।

Gade chapit la Kopi




ଗଣନା ପୁସ୍ତକ 4:27
4 Referans Kwoze  

ତୁମ୍ଭେମାନେ ଯେ ସମସ୍ତ ବିଷୟରେ ମୋତେ ସ୍ମରଣ କରିଥାଅ ଏବଂ ମୁଁ ତୁମ୍ଭମାନଙ୍କୁ ଯେ ସମସ୍ତ ବିଧି ଦେଇଅଛି, ସେହିସବୁ ପାଳନ କରୁଅଛ, ଏଥିପାଇଁ ମୁଁ ତୁମ୍ଭମାନଙ୍କର ପ୍ରଶଂସା କରୁଅଛି।


ପ୍ରାଚୀନକାଳରୁ ଆପଣା ପବିତ୍ର ଭାବବାଦୀମାନଙ୍କ ମୁଖ ଦ୍ୱାରା ଯେପରି କହିଥିଲେ,


ଆଉ ପ୍ରାଙ୍ଗଣର ପରଦାସକଳ, ଆବାସର ଓ ବେଦିର ଚତୁର୍ଦ୍ଦିଗସ୍ଥିତ ପ୍ରାଙ୍ଗଣ ଦ୍ୱାରର ଆଚ୍ଛାଦନ ବସ୍ତ୍ର, ତହିଁର ରଜ୍ଜୁ ଓ ତହିଁର ସେବାର୍ଥକ ସମସ୍ତ ଦ୍ରବ୍ୟ ବହିବେ ଓ ସେହି ସବୁରେ ଯେଉଁ ଯେଉଁ କାର୍ଯ୍ୟ କରିବାକୁ ହୁଏ, ତାହାସବୁ କରିବେ।


ସମାଗମ-ତମ୍ବୁରେ ଗେର୍ଶୋନୀୟ ସନ୍ତାନମାନଙ୍କ ବଂଶର ଏହି ସେବା; ପୁଣି, ସେମାନଙ୍କ ରକ୍ଷଣୀୟ ହାରୋଣ ଯାଜକର ପୁତ୍ର ଈଥାମରର ହସ୍ତଗତ ହେବ।


Swiv nou:

Piblisite


Piblisite