Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 4:33 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

33 ସମାଗମ-ତମ୍ବୁରେ ମରାରି-ସନ୍ତାନମାନଙ୍କ ବଂଶର ସମସ୍ତ ସେବା ସମ୍ବନ୍ଧୀୟ ଏହି କାର୍ଯ୍ୟ; ଏହା ହାରୋଣ ଯାଜକର ପୁତ୍ର ଈଥାମରର ହସ୍ତଗତ ହେବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

33 ସମାଗମ-ତମ୍ଵୁରେ ମରାରି-ସନ୍ତାନମାନଙ୍କ ବଂଶର ସମସ୍ତ ସେବା ସମ୍ଵନ୍ଧୀୟ ଏହି କାର୍ଯ୍ୟ; ଏହା ହାରୋଣ ଯାଜକର ପୁତ୍ର ଈଥାମରର ହସ୍ତଗତ ହେବ।

Gade chapit la Kopi

ଓଡିଆ ବାଇବେଲ

33 ସମାଗମ-ତମ୍ବୁରେ ମରାରି-ସନ୍ତାନମାନଙ୍କ ବଂଶର ସମସ୍ତ ସେବା ସମ୍ବନ୍ଧୀୟ ଏହି କାର୍ଯ୍ୟ; ଏହା ହାରୋଣ ଯାଜକର ପୁତ୍ର ଈଥାମରର ହସ୍ତଗତ ହେବ।

Gade chapit la Kopi

ପବିତ୍ର ବାଇବଲ

33 ସମାଗମ-ତମ୍ବୁରେ ମରାରି ସନ୍ତାନମାନଙ୍କ ବଂଶର ସମସ୍ତ ସେବା ସମ୍ବନ୍ଧୀୟ ଏହି କାର୍ଯ୍ୟ; ଏସବୁ ହାରୋଣ ଯାଜକର ପୁତ୍ର ଈଥାମରର ଦେଖା ରେଖା କରିବାର ଦାୟିତ୍ୱ ହେବ।”

Gade chapit la Kopi




ଗଣନା ପୁସ୍ତକ 4:33
7 Referans Kwoze  

ସମାଗମ-ତମ୍ବୁରେ ଗେର୍ଶୋନୀୟ ସନ୍ତାନମାନଙ୍କ ବଂଶର ଏହି ସେବା; ପୁଣି, ସେମାନଙ୍କ ରକ୍ଷଣୀୟ ହାରୋଣ ଯାଜକର ପୁତ୍ର ଈଥାମରର ହସ୍ତଗତ ହେବ।


କେହି କେହି ଆପଣା ଭ୍ରାତାକୁ ତାହାର ପିତୃଗୃହରେ ଧରି କହିବେ, “ତୁମ୍ଭର ବସ୍ତ୍ର ଅଛି, ତୁମ୍ଭେ ଆମ୍ଭମାନଙ୍କର ଶାସନକର୍ତ୍ତା ହୁଅ, ପୁଣି, ଏହି ନିପତିତ (ରାଜ୍ୟ) ତୁମ୍ଭ ହସ୍ତାଧୀନ ହେଉ;”


ପୁଣି ଯିହୋଶୂୟ ଯାଜକମାନଙ୍କୁ କହିଲେ, “ନିୟମ-ସିନ୍ଦୁକ ଘେନି ଲୋକମାନଙ୍କ ଆଗେ ଆଗେ ଗମନ କର।” ତହିଁରେ ସେମାନେ ନିୟମ-ସିନ୍ଦୁକ ଘେନି ଲୋକମାନଙ୍କ ଆଗେ ଆଗେ ଗମନ କଲେ।


ପ୍ରାଙ୍ଗଣର ଚତୁର୍ଦ୍ଦିଗସ୍ଥ ସ୍ତମ୍ଭ, ତହିଁର ଚୁଙ୍ଗୀ, ମେଖ, ରଜ୍ଜୁ ଓ ତହିଁ ସମ୍ବନ୍ଧୀୟ ସମସ୍ତ ଦ୍ରବ୍ୟ ଓ କାର୍ଯ୍ୟ; ତୁମ୍ଭେମାନେ ସେମାନଙ୍କ ରକ୍ଷଣୀୟ-ଭାରର ଦ୍ରବ୍ୟାଦି ନାମ ଦ୍ୱାରା ନିରୂପଣ କରିବ।


ଏଥିଉତ୍ତାରେ ମୋଶା ଓ ହାରୋଣ ଓ ମଣ୍ଡଳୀର ଅଧିପତିଗଣ କହାତୀୟ ସନ୍ତାନମାନଙ୍କର ବଂଶ ଓ ପିତୃଗୃହ ଅନୁସାରେ ସେମାନଙ୍କ ମଧ୍ୟରୁ


ଲେବୀୟ ଲୋକମାନଙ୍କର କାର୍ଯ୍ୟ ନିମନ୍ତେ ହାରୋଣ ଯାଜକଙ୍କର ପୁତ୍ର ଈଥାମରଙ୍କ ଦ୍ୱାରା ମୋଶାଙ୍କର ଆଜ୍ଞାନୁସାରେ ଆବାସର, ଅର୍ଥାତ୍‍, ସାକ୍ଷ୍ୟରୂପେ ଆବାସର ଗଣନୀୟ ବସ୍ତୁ ସମୂହର ଏହି ଗଣନା କରାଗଲା।


ହାରୋଣ ଯାଜକଙ୍କର ପୁତ୍ର ଈଥାମରର ହସ୍ତାଧୀନରେ ମରାରି-ସନ୍ତାନଗଣକୁ ସେମାନଙ୍କ ସେବାନୁସାରେ ସେ ଚାରି ଶଗଡ଼ ଓ ଆଠ ଗୋରୁ ଦେଲେ।


Swiv nou:

Piblisite


Piblisite