Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 4:39 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

39 ଅର୍ଥାତ୍‍, ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ କର୍ମ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହେଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

39 ଅର୍ଥାତ୍, ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ଵୁରେ କର୍ମ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହେଲେ,

Gade chapit la Kopi

ଓଡିଆ ବାଇବେଲ

39 ଅର୍ଥାତ୍‍, ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ କର୍ମ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହେଲେ,

Gade chapit la Kopi

ପବିତ୍ର ବାଇବଲ

39 ତିରିଶ୍ ବର୍ଷ ବୟସ୍କଠାରୁ ପଗ୍ଭଶ୍ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ କର୍ମ କରିବା ନିମନ୍ତେ ସେବକ ଶେଣ୍ରୀଭୁକ୍ତ ହେଲେ ସେମାନଙ୍କୁ ଗଣା ଗଲା।

Gade chapit la Kopi




ଗଣନା ପୁସ୍ତକ 4:39
4 Referans Kwoze  

ପୁଣି, ଗେର୍ଶୋନର ସନ୍ତାନଗଣ ମଧ୍ୟରେ ଯେଉଁମାନେ ଆପଣା ଆପଣା ବଂଶ ଓ ପିତୃଗୃହ ଅନୁସାରେ ଗଣାଗଲେ,


ସେମାନେ ଆପଣା ଆପଣା ବଂଶ ଓ ପିତୃଗୃହ ଅନୁସାରେ ଗଣାଯାʼନ୍ତେ, ଦୁଇ ହଜାର ଛଅ ଶହ ତିରିଶ ଜଣ ହେଲେ।


ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ କର୍ମ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହେଲେ, ସେମାନଙ୍କୁ ଗଣନା କଲେ।


ଯୀଶୁ କାର୍ଯ୍ୟ ଆରମ୍ଭ କରିବା ସମୟରେ ତାହାଙ୍କୁ ପ୍ରାୟ ତିରିଶ ବର୍ଷ ବୟସ ହୋଇଥିଲା; ଲୋକଙ୍କ ଧାରଣାନୁସାରେ ସେ ଯୋଷେଫଙ୍କ ପୁତ୍ର; ଯୋଷେଫ ଏଲୀଙ୍କ ପୁତ୍ର,


Swiv nou:

Piblisite


Piblisite