Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 4:40 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

40 ସେମାନେ ଆପଣା ଆପଣା ବଂଶ ଓ ପିତୃଗୃହ ଅନୁସାରେ ଗଣାଯାʼନ୍ତେ, ଦୁଇ ହଜାର ଛଅ ଶହ ତିରିଶ ଜଣ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

40 ସେମାନେ ଆପଣା ଆପଣା ବଂଶ ଓ ପିତୃଗୃହ ଅନୁସାରେ ଗଣାଯାʼନ୍ତେ, ଦୁଇ ହଜାର ଛଅ ଶହ ତିରିଶ ଜଣ ହେଲେ।

Gade chapit la Kopi

ଓଡିଆ ବାଇବେଲ

40 ସେମାନେ ଆପଣା ଆପଣା ବଂଶ ଓ ପିତୃଗୃହ ଅନୁସାରେ ଗଣାଯା’ନ୍ତେ, ଦୁଇ ହଜାର ଛଅ ଶହ ତିରିଶ ଜଣ ହେଲେ।

Gade chapit la Kopi

ପବିତ୍ର ବାଇବଲ

40 ଗେର୍ଶୋନ ବଂଶରେ ପିତୃଗୃହ ଅନୁସାରେ ଗଣନା କରାଯିବାରୁ ସେମାନଙ୍କ ସଂଖ୍ୟା 2,630 ହେଲା।

Gade chapit la Kopi




ଗଣନା ପୁସ୍ତକ 4:40
3 Referans Kwoze  

ପୁଣି, ହାରୋଣ ଯାଜକଙ୍କର ପୁତ୍ର ଇଲୀୟାସର ଲେବୀୟ ଅଧିପତିମାନଙ୍କର ଅଧିପତି ହେବ ଓ ପବିତ୍ର ସ୍ଥାନର ରକ୍ଷକମାନଙ୍କ ଉପରେ ତତ୍ତ୍ୱାବଧାନ କରିବ।


ଅର୍ଥାତ୍‍, ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ କର୍ମ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହେଲେ,


ଏମାନେ ଗେର୍ଶୋନ-ସନ୍ତାନଗଣର ବଂଶରେ ଗଣିତ ଓ ସମାଗମ-ତମ୍ବୁର ସେବାକର୍ମରେ ନିଯୁକ୍ତ ଲୋକ; ମୋଶା ଓ ହାରୋଣ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏମାନଙ୍କୁ ଗଣନା କଲେ।


Swiv nou:

Piblisite


Piblisite