Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 5:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଅର୍ଥାତ୍‍, ଯଦି କୌଣସି ପୁରୁଷ ତାହା ସହିତ ସହବାସ କରେ ଓ ତାହା ତାହାର ସ୍ୱାମୀର ଦୃଷ୍ଟିରୁ ଅଗୋଚର ହୋଇ ଗୁପ୍ତ ହୁଏ ଓ ସେ ଅଶୁଚି ହୁଏ, ପୁଣି, ତାହା ବିରୁଦ୍ଧରେ କେହି ସାକ୍ଷୀ ନ ଥାଏ, କିଅବା ସେ କର୍ମ ସମୟରେ ଧରା ପଡ଼ି ନ ଥାଏ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଅର୍ଥାତ୍, ଯେବେ କୌଣସି ପୁରୁଷ ତାହା ସହିତ ସଂସର୍ଗ କରେ ଓ ତାହା ତାହାର ସ୍ଵାମୀର ଦୃଷ୍ଟିରୁ ଅଗୋଚର ହୋଇ ଗୁପ୍ତ ହୁଏ ଓ ସେ ଅଶୁଚି ହୁଏ, ପୁଣି ତାହା ବିରୁଦ୍ଧରେ କେହି ସାକ୍ଷୀ ନ ଥାଏ, କିଅବା ସେ କର୍ମ ବେଳେ ଧରା ପଡ଼ି ନ ଥାଏ;

Gade chapit la Kopi

ଓଡିଆ ବାଇବେଲ

13 ଅର୍ଥାତ୍‍, ଯଦି କୌଣସି ପୁରୁଷ ତାହା ସହିତ ସହବାସ କରେ ଓ ତାହା ତାହାର ସ୍ୱାମୀର ଦୃଷ୍ଟିରୁ ଅଗୋଚର ହୋଇ ଗୁପ୍ତ ହୁଏ ଓ ସେ ଅଶୁଚି ହୁଏ, ପୁଣି, ତାହା ବିରୁଦ୍ଧରେ କେହି ସାକ୍ଷୀ ନ ଥାଏ, କିଅବା ସେ କର୍ମ ସମୟରେ ଧରା ପଡ଼ି ନ ଥାଏ;

Gade chapit la Kopi

ପବିତ୍ର ବାଇବଲ

13 ଅର୍ଥାତ୍ ଯଦି ସେ କୌଣସି ପୁରୁଷ ସହିତ ତା'ର ସ୍ୱାମୀର ଦୃଷ୍ଟି ଅଗୋଚରରେ ଦୈହିକ ସମ୍ପର୍କ ରଖେ। ସେ ଯଦି କଳୁଷିତ ହୋଇଥାଏ, ତା’ ବିରୁଦ୍ଧରେ କେହି ସାକ୍ଷୀ ନ ଥାଏ କିମ୍ବା ସେ କର୍ମ ବେଳେ ଧରା ପଡ଼ି ନ ଥାଏ,

Gade chapit la Kopi




ଗଣନା ପୁସ୍ତକ 5:13
6 Referans Kwoze  

ଆଉ, ତୁମ୍ଭେ ଆପଣାକୁ ଅଶୁଚି କରିବା ନିମନ୍ତେ ପ୍ରତିବାସୀର ଭାର୍ଯ୍ୟା ନିକଟକୁ ଗମନ କରିବ ନାହିଁ।


ଆଉ, ଯେକେହି ପରର ଭାର୍ଯ୍ୟା ସହିତ ବ୍ୟଭିଚାର କରେ, ଯେ ଆପଣା ପ୍ରତିବାସୀର ଭାର୍ଯ୍ୟା ସହିତ ବ୍ୟଭିଚାର କରେ, ସେହି ବ୍ୟଭିଚାରୀ ଓ ବ୍ୟଭିଚାରିଣୀ ଦୁହେଁ ନିତାନ୍ତ ହତ ହେବେ।


ସେହି ପ୍ରକାର ବ୍ୟଭିଚାରିଣୀ ସ୍ତ୍ରୀର ଗତି, ସେ ଖାଇ ମୁହଁ ପୋଛି ଦିଏ ଓ କହେ, ଆମ୍ଭେ କିଛି ଅଧର୍ମ କରି ନାହୁଁ।


ସେ ତୋଡ଼ାଏ ଟଙ୍କା ସଙ୍ଗରେ ନେଇ ଯାଇଅଛନ୍ତି, ସେ ପୂର୍ଣ୍ଣିମା ସମୟରେ ଫେରି ଆସିବେ।”


ତୁମ୍ଭେମାନେ ଆପଣା ଆପଣା ଖଡ୍ଗରେ ନିର୍ଭର କରୁଅଛ ଓ ଘୃଣାଯୋଗ୍ୟ କର୍ମ କରୁଅଛ ଓ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀର ଭାର୍ଯ୍ୟାକୁ ଅଶୁଚି କରୁଅଛ, ଆଉ ତୁମ୍ଭେମାନେ କି ଦେଶ ଅଧିକାର କରିବ?


Swiv nou:

Piblisite


Piblisite