ଗଣନା ପୁସ୍ତକ 5:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ତହୁଁ ଯାଜକ ସେହି ସ୍ତ୍ରୀକୁ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ କରିବ ଓ ସେହି ସ୍ତ୍ରୀର ମସ୍ତକର କେଶ ମୁକୁଳା କରି ସେହି ସ୍ମରଣାର୍ଥକ ଭକ୍ଷ୍ୟ ନୈବେଦ୍ୟ, ଅର୍ଥାତ୍ ଈର୍ଷାର ଭକ୍ଷ୍ୟ ନୈବେଦ୍ୟ ତାହାର ହସ୍ତରେ ଦେବ; ପୁଣି, ଯାଜକ ଆପଣା ହସ୍ତରେ ଅଭିଶାପଜନକ ତିକ୍ତ ଜଳ ରଖିବ। Gade chapit laପବିତ୍ର ବାଇବଲ (Re-edited) - (BSI)18 ତହୁଁ ଯାଜକ ସେହି ସ୍ତ୍ରୀକି ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ କରିବ ଓ ସେହି ସ୍ତ୍ରୀର ମସ୍ତକର କେଶ ମୁକୁଳା କରି ସେହି ସ୍ମରଣାର୍ଥକ ଭକ୍ଷ୍ୟ-ନୈବେଦ୍ୟ, ଅର୍ଥାତ୍ ଈର୍ଷାର ଭକ୍ଷ୍ୟ-ନୈବେଦ୍ୟ ତାହାର ହସ୍ତରେ ଦେବ; ପୁଣି ଯାଜକ ଆପଣା ହସ୍ତରେ ଶାପଜନକ ତିକ୍ତ ଜଳ ରଖିବ। Gade chapit laଓଡିଆ ବାଇବେଲ18 ତହୁଁ ଯାଜକ ସେହି ସ୍ତ୍ରୀକୁ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ କରିବ ଓ ସେହି ସ୍ତ୍ରୀର ମସ୍ତକର କେଶ ମୁକୁଳା କରି ସେହି ସ୍ମରଣାର୍ଥକ ଭକ୍ଷ୍ୟ-ନୈବେଦ୍ୟ, ଅର୍ଥାତ୍ ଈର୍ଷାର ଭକ୍ଷ୍ୟ-ନୈବେଦ୍ୟ ତାହାର ହସ୍ତରେ ଦେବ; ପୁଣି, ଯାଜକ ଆପଣା ହସ୍ତରେ ଅଭିଶାପଜନକ ତିକ୍ତ ଜଳ ରଖିବ। Gade chapit laପବିତ୍ର ବାଇବଲ18 ତହୁଁ ଯାଜକ ସେହି ସ୍ତ୍ରୀକୁ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ କରିବ ଓ ସେହି ସ୍ତ୍ରୀର ମସ୍ତକର କେଶ ମୁକୁଳା କରି ସେହି ଭକ୍ଷ୍ୟ ନୈବେଦ୍ୟ, ଅର୍ଥାତ୍ ଈର୍ଷାର ଭକ୍ଷ୍ୟ ନୈବେଦ୍ୟ ଯାହା ତା'ର ଦୋଷକୁ ଅନାବୃତ କରେ, ତାହାର ହସ୍ତରେ ଦେବ; ପୁଣି ଯାଜକ ଆପଣା ହସ୍ତରେ ଶାପ ଜନକ ତିକ୍ତ ଜଳ ରଖିବ ତାହା ଅଭିଶାପ ଆଣିବ। Gade chapit la |