Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 5:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ତେବେ ସଦାପ୍ରଭୁ ତୁମ୍ଭର ଊରୁ ଅବଶ କରାଇ ଓ ତୁମ୍ଭର ଉଦର ଫୁଲାଇ ତୁମ୍ଭ ଲୋକମାନଙ୍କ ମଧ୍ୟରେ ତୁମ୍ଭଙ୍କୁ ଶପଥ ଓ ରାଣର ଫଳ ଭୋଗ କରାଉନ୍ତୁ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ତେବେ ସଦାପ୍ରଭୁ ତୁମ୍ଭର ଊରୁ ଅବଶ କରାଇ ଓ ତୁମ୍ଭର ଉଦର ଫୁଲାଇ ତୁମ୍ଭ ଲୋକମାନଙ୍କ ମଧ୍ୟରେ ତୁମ୍ଭଙ୍କୁ ଶପଥ ଓ ରାଣର ଫଳ ଭୋଗ କରାଉନ୍ତୁନ୍ତ

Gade chapit la Kopi

ଓଡିଆ ବାଇବେଲ

21 ତେବେ ସଦାପ୍ରଭୁ ତୁମ୍ଭର ଊରୁ ଅବଶ କରାଇ ଓ ତୁମ୍ଭର ଉଦର ଫୁଲାଇ ତୁମ୍ଭ ଲୋକମାନଙ୍କ ମଧ୍ୟରେ ତୁମ୍ଭଙ୍କୁ ଶପଥ ଓ ରାଣର ଫଳ ଭୋଗ କରାଉନ୍ତୁ;

Gade chapit la Kopi

ପବିତ୍ର ବାଇବଲ

21 ତଦନନ୍ତର ଯାଜକ ସେ ସ୍ତ୍ରୀକୁ ଅଭିଶାପର ଶପଥ କରାଇବ।’ “ଏବଂ ଯାଜକ ସେହି ସ୍ତ୍ରୀକୁ କହିବ ସଦାପ୍ରଭୁ ତୁମ୍ଭଙ୍କୁ ତୁମ୍ଭ ଲୋକମାନଙ୍କ ମଧ୍ୟରେ ଅଭିଶପ୍ତ କରନ୍ତୁ, ଯେତେବେଳେ ସଦାପ୍ରଭୁ ତୁମ୍ଭର ପ୍ରଜନନ ଅଙ୍ଗକୁ ଫୁଲାଇ ପକାଇବେ।

Gade chapit la Kopi




ଗଣନା ପୁସ୍ତକ 5:21
9 Referans Kwoze  

ସେମାନେ ଆପଣାମାନଙ୍କ ଭ୍ରାତୃଗଣ, ଆପଣାମାନଙ୍କ କୁଳୀନଗଣ ପ୍ରତି ଆସକ୍ତ ହୋଇ ପରମେଶ୍ୱରଙ୍କ ଦାସ ମୋଶାଙ୍କ ଦ୍ୱାରା ଦତ୍ତ ପରମେଶ୍ୱରଙ୍କ ବ୍ୟବସ୍ଥାନୁସାରେ ଚାଲିବା ପାଇଁ ଓ ଆମ୍ଭମାନଙ୍କ ପ୍ରଭୁ ସଦାପ୍ରଭୁଙ୍କର ସମସ୍ତ ଆଜ୍ଞା ଓ ଶାସନ ଓ ବିଧି ମନୋଯୋଗ-ପୂର୍ବକ ପାଳିବା ପାଇଁ ଶପଥ ଓ ପ୍ରତିଜ୍ଞା କଲେ;


ପୁଣି, ସେହି ଦିନ ଇସ୍ରାଏଲ ଲୋକମାନେ ବଡ଼ କଷ୍ଟ ଭୋଗିଲେ; ତଥାପି ଶାଉଲ ଲୋକମାନଙ୍କୁ ଏହି ଶପଥ କରାଇଲେ, “ସନ୍ଧ୍ୟା ପର୍ଯ୍ୟନ୍ତ, ଅର୍ଥାତ୍‍, ମୁଁ ଆପଣା ଶତ୍ରୁଗଣଠାରୁ ପରିଶୋଧ ନେବା ପର୍ଯ୍ୟନ୍ତ ଯେଉଁ ଲୋକ କିଛି ଖାଦ୍ୟ ଭୋଜନ କରେ, ସେ ଶାପଗ୍ରସ୍ତ ହେଉ।” ଏହେତୁ ଲୋକମାନଙ୍କର କେହି ଖାଦ୍ୟଦ୍ରବ୍ୟ ଆସ୍ୱାଦନ କଲା ନାହିଁ।


ସେସମୟରେ ଯିହୋଶୂୟ ସେମାନଙ୍କୁ ଶପଥ କରାଇ କହିଲେ, ଯେକେହି ଉଠି ପୁନର୍ବାର ଏହି ଯିରୀହୋ ନଗର ନିର୍ମାଣ କରେ, ସେ ସଦାପ୍ରଭୁଙ୍କ ସାକ୍ଷାତରେ ଶାପଗ୍ରସ୍ତ ହେଉ; “ସେ ଆପଣା ଜ୍ୟେଷ୍ଠ ପୁତ୍ରର ମୃତ୍ୟୁୁ ସହିତ ତହିଁର ଭିତ୍ତିମୂଳ ସ୍ଥାପନ କରିବ ଓ ଆପଣା କନିଷ୍ଠ ପୁତ୍ରର ମୃତ୍ୟୁୁ ସହିତ ତହିଁର ଦ୍ୱାରମାନ ସ୍ଥାପନ କରିବ।”


ପୁଣି, ବାବିଲରେ ଯିହୁଦାର ନିର୍ବାସିତ ଯେତେ ଲୋକ ଅଛନ୍ତି, ସେମାନଙ୍କ ମଧ୍ୟରେ ସେହି ଦୁଇ ବ୍ୟକ୍ତିର ଉପଲକ୍ଷ୍ୟରେ ଏହି ଅଭିଶାପର କଥା ପ୍ରଚଳିତ ହେବ, ଯଥା, ବାବିଲର ରାଜା ସିଦିକୀୟ ଓ ଆହାବଙ୍କୁ ଯେପରି ଅଗ୍ନିରେ ଦଗ୍ଧ କରିଥିଲେ, ସେହିପରି ସଦାପ୍ରଭୁ ତୁମ୍ଭମାନଙ୍କୁ କରନ୍ତୁ।


ସେଥିରେ ସେ ଅଭିଶାପ ଦେଇ ରାଣ ପକାଇ କହିବାକୁ ଲାଗିଲେ, ମୁଁ ସେ ଲୋକକୁ ଜାଣେ ନାହିଁ।


ପୁଣି, ତୁମ୍ଭେମାନେ ଆମ୍ଭ ମନୋନୀତ ଲୋକମାନଙ୍କ ନିକଟରେ ତୁମ୍ଭମାନଙ୍କର ନାମ ଅଭିଶାପ ରୂପେ ରଖିଯିବ ଓ ପ୍ରଭୁ, ସଦାପ୍ରଭୁ ତୁମ୍ଭକୁ ବଧ କରିବେ; ଆଉ, ସେ ଆପଣା ଦାସମାନଙ୍କୁ ଅନ୍ୟ ନାମରେ ଖ୍ୟାତ କରିବେ;


ଧାର୍ମିକର ସ୍ମରଣ ଧନ୍ୟ, ମାତ୍ର ଦୁଷ୍ଟର ନାମ ପଚିଯିବ।


ପୁଣି, ତୁମ୍ଭେ ଅନ୍ତ୍ରପୀଡ଼ାରେ ମହାପୀଡ଼ିତ ହେବ, ଶେଷରେ ସେହି ପୀଡ଼ା ସକାଶୁ ତୁମ୍ଭ ଅନ୍ତ୍ର ଦିନକୁ ଦିନ ବାହରି ପଡ଼ିବ।”


ପୁଣି, ସେ ସେହି ସ୍ତ୍ରୀକୁ ଜଳ ପାନ କରାଇଲେ ଏପରି ହେବ, ଯଦି ସେହି ସ୍ତ୍ରୀ ଆପଣା ସ୍ୱାମୀ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରି ଅଶୁଚି ହୋଇଥାଏ, ତେବେ ସେହି ଅଭିଶାପଜନକ ଜଳ ତାହା ମଧ୍ୟରେ ପ୍ରବେଶ କରି ତିକ୍ତ ହେବ ଓ ତାହାର ଉଦର ଫୁଲିବ ଓ ତାହାର ଊରୁ ଅବଶ ହେବ; ଆଉ ସେହି ସ୍ତ୍ରୀ ଆପଣା ଲୋକଙ୍କ ମଧ୍ୟରେ ଅଭିଶାପ ସ୍ୱରୂପ ହେବ।


Swiv nou:

Piblisite


Piblisite