Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 5:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ତହୁଁ ସେ ସେହି ସ୍ତ୍ରୀକୁ ଅଭିଶାପଜନକ ତିକ୍ତ ଜଳ ପିଆଇବ; ତହିଁରେ ସେହି ଅଭିଶାପଜନକ ଜଳ ତାହା ଉଦରରେ ପ୍ରବେଶ କରି ତିକ୍ତ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ତହୁଁ ସେ ସେହି ସ୍ତ୍ରୀକି ଶାପଜନକ ତିକ୍ତ ଜଳ ପିଆଇବ; ତହିଁରେ ସେହି ଶାପଜନକ ଜଳ ତାହା ଉଦରରେ ପ୍ରବେଶ କରି ତିକ୍ତ ହେବ।

Gade chapit la Kopi

ଓଡିଆ ବାଇବେଲ

24 ତହୁଁ ସେ ସେହି ସ୍ତ୍ରୀକୁ ଅଭିଶାପଜନକ ତିକ୍ତ ଜଳ ପିଆଇବ; ତହିଁରେ ସେହି ଅଭିଶାପଜନକ ଜଳ ତାହା ଉଦରରେ ପ୍ରବେଶ କରି ତିକ୍ତ ହେବ।

Gade chapit la Kopi

ପବିତ୍ର ବାଇବଲ

24 ତା'ପରେ ଯାଜକ ସେହି ସ୍ତ୍ରୀକୁ ଶାପଜନକ ତିକ୍ତଜଳ ପିଆଇବ। ତହିଁରେ ସେହି ଶାପଜନକ ତିକ୍ତଜଳ ତା'ର ଉଦରରେ ପ୍ରବେଶ କରିବ ଏବଂ କଷ୍ଟ ଦେବାର କାରଣ ହେବ, ଯଦି ସେ ଦୋଷୀ।

Gade chapit la Kopi




ଗଣନା ପୁସ୍ତକ 5:24
4 Referans Kwoze  

“ପୁଣି, ଆମ୍ଭେ ବିଚାର କରିବା ପାଇଁ ତୁମ୍ଭମାନଙ୍କ ନିକଟକୁ ଆସିବା ଆଉ, ତାନ୍ତ୍ରିକ ଓ ବ୍ୟଭିଚାରୀ ଓ ମିଥ୍ୟା ଶପଥକାରୀମାନଙ୍କ ବିରୁଦ୍ଧରେ ଓ ଯେଉଁମାନେ ବେତନଜୀବୀର ବେତନ ବିଷୟରେ, ବିଧବା ଓ ପିତୃହୀନ ପ୍ରତି ଅତ୍ୟାଚାର କରନ୍ତି, ଆଉ ବିଦେଶୀର ପ୍ରତି ଅନ୍ୟାୟ କରନ୍ତି ଓ ଆମ୍ଭଙ୍କୁ ଭୟ ନ କରନ୍ତି, ସେମାନଙ୍କ ବିରୁଦ୍ଧରେ ଆମ୍ଭେ ଶୀଘ୍ର ସାକ୍ଷୀ ହେବା,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।


ପୁଣି, ଯାଜକ ସେହି ଅଭିଶାପର କଥା ନଳାକାର ପୁସ୍ତକରେ ଲେଖିବ ଓ ତାହା ପୋଛି ତିକ୍ତ ଜଳରେ ପକାଇବ।


ଆଉ ଯାଜକ ସେହି ସ୍ତ୍ରୀର ହସ୍ତରୁ ସେହି ଈର୍ଷାର ଭକ୍ଷ୍ୟ ନୈବେଦ୍ୟ ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳାଇବ, ପୁଣି, ବେଦି ଉପରକୁ ଆଣିବ;


Swiv nou:

Piblisite


Piblisite