Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 5:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ଆଉ ଯାଜକ ସେହି ସ୍ତ୍ରୀର ହସ୍ତରୁ ସେହି ଈର୍ଷାର ଭକ୍ଷ୍ୟ ନୈବେଦ୍ୟ ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳାଇବ, ପୁଣି, ବେଦି ଉପରକୁ ଆଣିବ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ଆଉ ଯାଜକ ସେହି ସ୍ତ୍ରୀର ହସ୍ତରୁ ସେହି ଈର୍ଷାର ଭକ୍ଷ୍ୟ-ନୈବେଦ୍ୟ ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳାଇବ, ପୁଣି ବେଦି ଉପରକୁ ଆଣିବ;

Gade chapit la Kopi

ଓଡିଆ ବାଇବେଲ

25 ଆଉ ଯାଜକ ସେହି ସ୍ତ୍ରୀର ହସ୍ତରୁ ସେହି ଈର୍ଷାର ଭକ୍ଷ୍ୟ-ନୈବେଦ୍ୟ ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳାଇବ, ପୁଣି, ବେଦି ଉପରକୁ ଆଣିବ;

Gade chapit la Kopi

ପବିତ୍ର ବାଇବଲ

25 “ଆଉ ଯାଜକ ସେହି ସ୍ତ୍ରୀର ହସ୍ତରୁ ସେହି ଈର୍ଷାର ଭକ୍ଷ୍ୟ ନୈବେଦ୍ୟ ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ଉଠାଇବ, ଏବଂ ବେଦି ଉପରକୁ ଆଣିବ।

Gade chapit la Kopi




ଗଣନା ପୁସ୍ତକ 5:25
6 Referans Kwoze  

ତହୁଁ ସେ ହାରୋଣଙ୍କର ଓ ତାଙ୍କର ପୁତ୍ରଗଣଙ୍କର ହସ୍ତରେ ସେହି ସବୁ ଦେଇ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟାର୍ଥେ ଦୋଳାଇଲେ।


ତହୁଁ ଯାଜକ ସେହି ସ୍ତ୍ରୀକୁ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ କରିବ ଓ ସେହି ସ୍ତ୍ରୀର ମସ୍ତକର କେଶ ମୁକୁଳା କରି ସେହି ସ୍ମରଣାର୍ଥକ ଭକ୍ଷ୍ୟ ନୈବେଦ୍ୟ, ଅର୍ଥାତ୍‍ ଈର୍ଷାର ଭକ୍ଷ୍ୟ ନୈବେଦ୍ୟ ତାହାର ହସ୍ତରେ ଦେବ; ପୁଣି, ଯାଜକ ଆପଣା ହସ୍ତରେ ଅଭିଶାପଜନକ ତିକ୍ତ ଜଳ ରଖିବ।


ତେବେ ସେହି ପୁରୁଷ ଆପଣା ଭାର୍ଯ୍ୟାକୁ ଯାଜକ ନିକଟକୁ ଆଣିବ ଓ ତାହା ନିମନ୍ତେ ଐଫାର ଦଶମାଂଶ ଯବ ମଇଦା ଉପହାର ଆଣିବ; ସେ ତହିଁ ଉପରେ ତୈଳ ଢାଳିବ ନାହିଁ ଅବା କୁନ୍ଦୁରୁ ଦେବ ନାହିଁ, କାରଣ ତାହା ଈର୍ଷାର ଭକ୍ଷ୍ୟ ନୈବେଦ୍ୟ, ଅର୍ଥାତ୍‍ ଅପରାଧ-ସ୍ମରଣକାରୀ ସ୍ମରଣାର୍ଥକ ଭକ୍ଷ୍ୟ ନୈବେଦ୍ୟ।


ତାହାସବୁ ହାରୋଣର ହସ୍ତରେ ଓ ତାହାର ପୁତ୍ରଗଣ ହସ୍ତରେ ଦେଇ ଦୋଳନୀୟ ନୈବେଦ୍ୟାର୍ଥେ ସଦାପ୍ରଭୁଙ୍କ ଛାମୁରେ ତାହା ଦୋଳାଇବ।


ତହୁଁ ସେ ସେହି ସ୍ତ୍ରୀକୁ ଅଭିଶାପଜନକ ତିକ୍ତ ଜଳ ପିଆଇବ; ତହିଁରେ ସେହି ଅଭିଶାପଜନକ ଜଳ ତାହା ଉଦରରେ ପ୍ରବେଶ କରି ତିକ୍ତ ହେବ।


ତହୁଁ ଯାଜକ ସେହି ଭକ୍ଷ୍ୟ ନୈବେଦ୍ୟରୁ ମୁଠିଏ ତହିଁର ସ୍ମରଣାର୍ଥକ ଅଂଶ ରୂପେ ନେଇ ବେଦି ଉପରେ ଦଗ୍ଧ କରିବ ଓ ତହିଁ ଉତ୍ତାରେ ସେହି ସ୍ତ୍ରୀକୁ ସେହି ଜଳ ପାନ କରାଇବ।


Swiv nou:

Piblisite


Piblisite