Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 5:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ଆଉ ଯଦି ସେହି ସ୍ତ୍ରୀ ଅଶୁଚି ନ ହୋଇ ଶୁଚି ଥାଏ, ତେବେ ସେ ମୁକ୍ତ ହେବ ଓ ଗର୍ଭଧାରଣ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

28 ଆଉ ଯେବେ ସେହି ସ୍ତ୍ରୀ ଅଶୁଚି ନ ହୋଇ ଶୁଚି ଥାଏ, ତେବେ ସେ ମୁକ୍ତ ହେବ ଓ ଗର୍ଭଧାରଣ କରିବ।

Gade chapit la Kopi

ଓଡିଆ ବାଇବେଲ

28 ଆଉ ଯଦି ସେହି ସ୍ତ୍ରୀ ଅଶୁଚି ନ ହୋଇ ଶୁଚି ଥାଏ, ତେବେ ସେ ମୁକ୍ତ ହେବ ଓ ଗର୍ଭଧାରଣ କରିବ।

Gade chapit la Kopi

ପବିତ୍ର ବାଇବଲ

28 କିନ୍ତୁ ଯଦି ସେହି ସ୍ତ୍ରୀ ଅସତ୍ୟ ବ୍ୟବହାର ନ କରିଥାଏ କିନ୍ତୁ ପବିତ୍ର, ତେବେ ସେହି ଅଭିଶାପରୁ ମୁକ୍ତ ହେବ ଏବଂ ଗର୍ଭଧାରଣ କରିବ।

Gade chapit la Kopi




ଗଣନା ପୁସ୍ତକ 5:28
8 Referans Kwoze  

ଯେପରି ଅଗ୍ନି ଦ୍ୱାରା ପରୀକ୍ଷିତ କ୍ଷୟଣୀୟ ସୁବର୍ଣ୍ଣ ଅପେକ୍ଷା ଅଧିକ ବହୁମୂଲ୍ୟ ଯେ ତୁମ୍ଭମାନଙ୍କର ପରୀକ୍ଷାସିଦ୍ଧ ବିଶ୍ୱାସ, ତାହା ଯୀଶୁ ଖ୍ରୀଷ୍ଟଙ୍କ ପ୍ରକାଶିତ ହେବା ସମୟରେ ପ୍ରଶଂସା, ଗୌରବ ଓ ସମ୍ଭ୍ରମର କାରଣ ହେବ।


କାରଣ ଏହି କ୍ଷଣକାଳସ୍ଥାୟୀ ଲଘୁ କ୍ଳେଶ ଅତ୍ୟଧିକ ବାହୁଲ୍ୟ ରୂପେ ଆମ୍ଭମାନଙ୍କ ନିମନ୍ତେ ଅନନ୍ତକାଳସ୍ଥାୟୀ ମହା ଗୌରବ ସାଧନ କରୁଅଛି;


ସେ ବନ୍ଧ୍ୟା ସ୍ତ୍ରୀକୁ ଗୃହିଣୀ ଓ ସନ୍ତାନଗଣର ଆନନ୍ଦମୟୀ ମାତା କରନ୍ତି। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।


ଆଉ ଯାଜକ ସେହି ସ୍ତ୍ରୀକୁ ଶପଥ କରାଇ କହିବ, ଯଦି କୌଣସି ପୁରୁଷ ତୁମ୍ଭ ସହିତ ଶୟନ କରି ନ ଥାଏ ଓ ତୁମ୍ଭେ ଆପଣା ସ୍ୱାମୀର ଅଧୀନରେ ଥାଉ ଥାଉ ବିପଥଗାମିନୀ ହୋଇ ଅଶୁଚି କ୍ରିୟା କରି ନ ଥାଅ, ତେବେ ତୁମ୍ଭେ ଏହି ଅଭିଶାପଜନକ ତିକ୍ତ ଜଳରୁ ମୁକ୍ତ ହୁଅ।


ପୁଣି, ସେ ସେହି ସ୍ତ୍ରୀକୁ ଜଳ ପାନ କରାଇଲେ ଏପରି ହେବ, ଯଦି ସେହି ସ୍ତ୍ରୀ ଆପଣା ସ୍ୱାମୀ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରି ଅଶୁଚି ହୋଇଥାଏ, ତେବେ ସେହି ଅଭିଶାପଜନକ ଜଳ ତାହା ମଧ୍ୟରେ ପ୍ରବେଶ କରି ତିକ୍ତ ହେବ ଓ ତାହାର ଉଦର ଫୁଲିବ ଓ ତାହାର ଊରୁ ଅବଶ ହେବ; ଆଉ ସେହି ସ୍ତ୍ରୀ ଆପଣା ଲୋକଙ୍କ ମଧ୍ୟରେ ଅଭିଶାପ ସ୍ୱରୂପ ହେବ।


ଏହା ଈର୍ଷା ବିଷୟକ ବ୍ୟବସ୍ଥା, ଯଥା, ଭାର୍ଯ୍ୟା ସ୍ୱାମୀର ଅଧୀନରେ ଥାଉ ଥାଉ ବିପଥଗାମିନୀ ହୋଇ ଅଶୁଚି ହେଲେ,


କୌଣସି ପୁରୁଷ କୌଣସି ସ୍ତ୍ରୀକୁ ବିବାହ କରି ଗ୍ରହଣ କଲା ଉତ୍ତାରେ ଯେବେ ସେ ତାହାଠାରେ କୌଣସି ଅବିଶ୍ୱସ୍ତ ବିଷୟ ପାଇବାରୁ ସେହି ସ୍ତ୍ରୀ ତାହା ଦୃଷ୍ଟିରେ ଅନୁଗ୍ରହ ନ ପାଏ, ତେବେ ସେ ପୁରୁଷ ତାହା ନିମନ୍ତେ ଏକ ଛାଡ଼ପତ୍ର ଲେଖି ତାହା ହସ୍ତରେ ଦେଇ ଆପଣା ଗୃହରୁ ତାହାକୁ ବିଦାୟ କରିବ।


Swiv nou:

Piblisite


Piblisite