Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 6:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ପୁଣି, ନାସରୀୟ ଲୋକ ଆପଣା ପ୍ରତିଷ୍ଠିତ ମସ୍ତକ ମୁଣ୍ଡନ କଲା ଉତ୍ତାରେ, ଯାଜକ ସେହି ମେଷର ଜଳସିଦ୍ଧ ସ୍କନ୍ଧ, ଡାଲାରୁ ଗୋଟିଏ ତାଡ଼ିଶୂନ୍ୟ ପିଠା ଓ ତାଡ଼ିଶୂନ୍ୟ ସରୁ ଚକୁଳି ନେଇ ତାହାର ହସ୍ତରେ ଦେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ପୁଣି ନାସରୀୟ ଲୋକ ଆପଣା ପ୍ରତିଷ୍ଠିତ ମସ୍ତକ ମୁଣ୍ତନ କଲା ଉତ୍ତାରେ, ଯାଜକ ସେହି ମେଷର ଜଳସିଦ୍ଧ ସ୍କନ୍ଧ ଓ ଡାଲାରୁ ଗୋଟିଏ ତାଡ଼ିଶୂନ୍ୟ ପିଠା ଓ ତାଡ଼ିଶୂନ୍ୟ ସରୁ ଚକୁଳି ନେଇ ତାହାର ହସ୍ତରେ ଦେବ।

Gade chapit la Kopi

ଓଡିଆ ବାଇବେଲ

19 ପୁଣି, ନାସରୀୟ ଲୋକ ଆପଣା ପ୍ରତିଷ୍ଠିତ ମସ୍ତକ ମୁଣ୍ଡନ କଲା ଉତ୍ତାରେ, ଯାଜକ ସେହି ମେଷର ଜଳସିଦ୍ଧ ସ୍କନ୍ଧ, ଡାଲାରୁ ଗୋଟିଏ ତାଡ଼ିଶୂନ୍ୟ ପିଠା ଓ ତାଡ଼ିଶୂନ୍ୟ ସରୁ ଚକୁଳି ନେଇ ତାହାର ହସ୍ତରେ ଦେବ।

Gade chapit la Kopi

ପବିତ୍ର ବାଇବଲ

19 “ନାସରୀୟ ବ୍ରତରେ ଥିବା ବ୍ୟକ୍ତି ନିଜର ମସ୍ତକ ଲଣ୍ତା କଲାପରେ, ଯାଜକ ସେହି ମେଷର ରନ୍ଧା ହୋଇଥିବା ସ୍କନ୍ଧ, ଗୋଟିଏ ତାଡ଼ିଶୂନ୍ୟ ପିଠା ସେହି ଡାଲାରୁ ଏବଂ ଗୋଟିଏ ସରୁ ପିଠା ଦେବ।

Gade chapit la Kopi




ଗଣନା ପୁସ୍ତକ 6:19
7 Referans Kwoze  

ଆହୁରି ମେଦ ଦଗ୍ଧ କରିବା ପୂର୍ବରୁ ଯାଜକର ଦାସ ବଳିଦାନକାରୀ ଲୋକ ନିକଟକୁ ଆସି କହେ, “ଯାଜକ ପାଇଁ ମାଂସ ଦିଅ; କାରଣ ସେ ତୁମ୍ଭଠାରୁ ସିଦ୍ଧ ମାଂସ ନେବେ ନାହିଁ, କଞ୍ଚା ନେବେ।”


ତାହାର ନିଜ ହସ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଆଣିବ; ସେ ବକ୍ଷ ସହିତ ମେଦ ଆଣିବ, ତହିଁରେ ସେହି ବକ୍ଷ ଦୋଳନୀୟ ନୈବେଦ୍ୟାର୍ଥେ ସଦାପ୍ରଭୁଙ୍କ ସାକ୍ଷାତରେ ଦୋଳାୟିତ ହେବ।


ତହୁଁ ମୋଶା ହାରୋଣଙ୍କୁ ଓ ତାଙ୍କର ପୁତ୍ରଗଣଙ୍କୁ କହିଲେ, “ସମାଗମ-ତମ୍ବୁର ଦ୍ୱାର ନିକଟରେ ମାଂସ ରନ୍ଧନ କର; ଆଉ ‘ହାରୋଣ ଓ ତାହାର ପୁତ୍ରଗଣ ତାହା ଭୋଜନ କରିବେ,’ ଆମ୍ଭର ଏହି ଆଜ୍ଞାନୁସାରେ ସେହି ସ୍ଥାନରେ ତାହା ଓ ପଦନିଯୋଗାର୍ଥକ ଟୋକେଇରେ ଥିବା ରୁଟି ଭୋଜନ କର।


ତହୁଁ ସେ ହାରୋଣଙ୍କର ଓ ତାଙ୍କର ପୁତ୍ରଗଣଙ୍କର ହସ୍ତରେ ସେହି ସବୁ ଦେଇ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟାର୍ଥେ ଦୋଳାଇଲେ।


ଆଉ, ସଦାପ୍ରଭୁ ମୋଶାଙ୍କୁ କହିଲେ, ଇସ୍ରାଏଲ-ସନ୍ତାନଗଣକୁ କୁହ,


“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, କୌଣସି ପୁରୁଷ କିମ୍ବା ସ୍ତ୍ରୀ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପୃଥକ ହେବା ନିମନ୍ତେ ଯଦି ନାସରୀୟ କୌଣସି ବିଶେଷ ବ୍ରତ କରେ,


Swiv nou:

Piblisite


Piblisite