Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 6:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ଏହିରୂପେ ସେମାନେ ଇସ୍ରାଏଲ-ସନ୍ତାନଗଣ ଉପରେ ଆମ୍ଭର ନାମ ରଖିବେ; ତହିଁରେ ଆମ୍ଭେ ସେମାନଙ୍କୁ ଆଶୀର୍ବାଦ କରିବା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ଏହିରୂପେ ସେମାନେ ଇସ୍ରାଏଲ-ସନ୍ତାନଗଣ ଉପରେ ଆମ୍ଭର ନାମ ରଖିବେ; ତହିଁରେ ଆମ୍ଭେ ସେମାନଙ୍କୁ ଆଶୀର୍ବାଦ କରିବା।

Gade chapit la Kopi

ଓଡିଆ ବାଇବେଲ

27 ଏହିରୂପେ ସେମାନେ ଇସ୍ରାଏଲ ସନ୍ତାନଗଣ ଉପରେ ଆମ୍ଭର ନାମ ରଖିବେ; ତହିଁରେ ଆମ୍ଭେ ସେମାନଙ୍କୁ ଆଶୀର୍ବାଦ କରିବା।

Gade chapit la Kopi

ପବିତ୍ର ବାଇବଲ

27 ତା'ପରେ ସଦାପ୍ରଭୁ କହିଲେ, “ଏହିରୂପେ ହାରୋଣ ଓ ତାଙ୍କର ସନ୍ତାନଗଣ ଇସ୍ରାଏଲୀୟମାନଙ୍କ ଉପରେ ଆମ୍ଭର ନାମ ରଖିବେ, ତହିଁରେ ଆମ୍ଭେ ସେମାନଙ୍କୁ ଆଶୀର୍ବାଦ କରିବା।”

Gade chapit la Kopi




ଗଣନା ପୁସ୍ତକ 6:27
19 Referans Kwoze  

ଯେବେ ଆମ୍ଭ ନାମରେ ବିଖ୍ୟାତ ଆମ୍ଭ ଲୋକମାନେ ଆପଣାମାନଙ୍କୁ ନମ୍ର କରି ପ୍ରାର୍ଥନା କରିବେ ଓ ଆମ୍ଭର ମୁଖ ଅନ୍ୱେଷଣ କରି ଆପଣା ଆପଣା କୁପଥରୁ ଫେରିବେ, ତେବେ ଆମ୍ଭେ ସ୍ୱର୍ଗରୁ ଶୁଣିବା ଓ ସେମାନଙ୍କର ପାପ କ୍ଷମା କରିବା ଓ ସେମାନଙ୍କ ଦେଶ ସୁସ୍ଥ କରିବା।


ପୁଣି ତୁମ୍ଭେ ସଦାପ୍ରଭୁଙ୍କ ନାମରେ ପ୍ରସିଦ୍ଧ ଅଛ ବୋଲି ପୃଥିବୀସ୍ଥ ସମସ୍ତ ଲୋକ ଦେଖିବେ ଓ ସେମାନେ ତୁମ୍ଭ ବିଷୟରେ ଭୀତ ହେବେ।


ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଈଶ୍ବର ଓ ପିତା ଧନ୍ୟ ହେଉନ୍ତୁ, ସେ ଖ୍ରୀଷ୍ଟଙ୍କଠାରେ ଆମ୍ଭମାନଙ୍କୁ ସମସ୍ତ ଆତ୍ମିକ ଆଶୀର୍ବାଦ ଦ୍ୱାରା ସ୍ୱର୍ଗରେ ଆଶୀର୍ବାଦ କରିଅଛନ୍ତି,


ତୁମ୍ଭେ କାହିଁକି ବିସ୍ମିତ ମନୁଷ୍ୟ ତୁଲ୍ୟ କିଅବା ଉଦ୍ଧାର କରିବାକୁ ଅସମର୍ଥ ବୀର ତୁଲ୍ୟ ହେବ; ତଥାପି ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କ ମଧ୍ୟରେ ଅଛ ଓ ଆମ୍ଭେମାନେ ତୁମ୍ଭ ନାମରେ ଖ୍ୟାତ ଅଟୁ। ଆମ୍ଭମାନଙ୍କୁ ପରିତ୍ୟାଗ କର ନାହିଁ।”


ଆମ୍ଭ ନାମରେ ଖ୍ୟାତ ଓ ଯାହାକୁ ଆମ୍ଭେ ଆପଣା ଗୌରବାର୍ଥେ ସୃଷ୍ଟି କରିଅଛୁ, ଏପରି ପ୍ରତ୍ୟେକ ଲୋକକୁ ଆଣ; ଆମ୍ଭେ ତାହାକୁ ଗଢ଼ିଅଛୁ; ହଁ, ଆମ୍ଭେ ତାହାକୁ ନିର୍ମାଣ କରିଅଛୁ।”


ଯେଣୁ ତୁମ୍ଭେ ଧାର୍ମିକକୁ ଆଶୀର୍ବାଦ କରିବ; ହେ ସଦାପ୍ରଭୋ, ତୁମ୍ଭେ ତାହାକୁ ଢାଲ ପରି ଅନୁଗ୍ରହରେ ବେଷ୍ଟନ କରିବ।


ମାତ୍ର ଏହି ଯାବେଷ୍‍ ଇସ୍ରାଏଲର ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରି କହିଲା, “ଆହା, ଏହା ଯେପରି ଆମ୍ଭ ଦୁଃଖର କାରଣ ନ ହୁଏ, ଏଥିପାଇଁ ତୁମ୍ଭେ ଆମ୍ଭକୁ ନିତାନ୍ତ ଆଶୀର୍ବାଦ କର, ଆମ୍ଭ ସୀମା ବୃଦ୍ଧି କର, ତୁମ୍ଭ ହସ୍ତ ଆମ୍ଭର ସହାୟ ହେଉ, ପୁଣି, ତୁମ୍ଭେ ଆମ୍ଭକୁ ମନ୍ଦରୁ ରକ୍ଷା କର।” ତହିଁରେ ପରମେଶ୍ୱର ତାହାର ନିବେଦିତ ବିଷୟ ତାହାକୁ ପ୍ରଦାନ କଲେ।


ସେତେବେଳେ ଯାକୁବ ପଚାରି କହିଲା, “ମୁଁ ବିନୟ କରୁଅଛି, ତୁମ୍ଭର ନାମ କୁହ।” ସେ କହିଲେ, “ତୁମ୍ଭେ କାହିଁକି ଆମ୍ଭର ନାମ ପଚାରୁଅଛ?” ତହୁଁ ସେ ସେଠାରେ ଯାକୁବକୁ ଆଶୀର୍ବାଦ କଲେ।


ଅତଏବ, ତୁମ୍ଭେମାନେ ଯାଇ ସମସ୍ତ ଜାତିର ଲୋକଙ୍କୁ ପିତା, ପୁତ୍ର ଓ ପବିତ୍ର ଆତ୍ମାଙ୍କ ନାମରେ ବାପ୍ତିସ୍ମ ଦେଇ,


ପରମେଶ୍ୱର ଆମ୍ଭମାନଙ୍କୁ ଆଶୀର୍ବାଦ କରିବେ; ପୁଣି, ପୃଥିବୀର ସମସ୍ତ ପ୍ରାନ୍ତ ତାହାଙ୍କୁ ଭୟ କରିବେ।


ଦେଖ, ମୁଁ ଆଶୀର୍ବାଦ କରିବାକୁ ଆଜ୍ଞା ପାଇଅଛି; ପୁଣି, ସେ ଆଶୀର୍ବାଦ କରିଅଛନ୍ତି, ଏଣୁ ମୁଁ ତାହା ଅନ୍ୟଥା କରି ନ ପାରେ।


ଏଥିଉତ୍ତାରେ ସେହି ପୁରୁଷ କହିଲେ, “ଆମ୍ଭକୁ ଛାଡ଼, କାରଣ ପ୍ରଭାତ ହେଲା।” ତହୁଁ ଯାକୁବ କହିଲା, “ତୁମ୍ଭେ ମୋତେ ଆଶୀର୍ବାଦ ନ କଲେ, ମୁଁ ତୁମ୍ଭଙ୍କୁ ଛାଡ଼ିବି ନାହିଁ।”


ତୁମ୍ଭ ଲୋକ ଇସ୍ରାଏଲ ତୁଲ୍ୟ ପୃଥିବୀରେ ଆଉ କେଉଁ ଗୋଷ୍ଠୀ ଅଛି? ସେମାନଙ୍କୁ ଆପଣା ଉଦ୍ଦେଶ୍ୟରେ ଏକ ଲୋକ ରୂପେ ମୁକ୍ତ କରିବାକୁ, ଓ ଆପଣା ନାମ କରିବାକୁ ପୁଣି ମିସରରୁ, ନାନା ଗୋଷ୍ଠୀ ଓ ସେମାନଙ୍କ ଦେବଗଣଠାରୁ ତୁମ୍ଭ ଉଦ୍ଦେଶ୍ୟରେ ମୁକ୍ତ ତୁମ୍ଭର ସେହି ଲୋକମାନଙ୍କ ସମ୍ମୁଖରେ ସେମାନଙ୍କ ପାଇଁ ମହତ୍ କର୍ମ ଓ ତୁମ୍ଭ ଦେଶ ପାଇଁ ଭୟାନକ କର୍ମ କରିବାକୁ ପରମେଶ୍ୱର ଆଗମନ କରିଥିଲେ।


ଆମ୍ଭେ ଅବ୍ରହାମ, ଇସ୍‌ହାକ ଓ ଯାକୁବଙ୍କୁ ସର୍ବଶକ୍ତିମାନ ପରମେଶ୍ୱର ବୋଲି ଦର୍ଶନ ଦେଇଥିଲୁ, ମାତ୍ର ଆମ୍ଭେ ଆପଣା ଯିହୋବାଃ ନାମରେ ସେମାନଙ୍କୁ ପରିଚୟ ଦେଇ ନ ଥିଲୁ।


Swiv nou:

Piblisite


Piblisite