Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 6:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ସେ ତାହାର ପୃଥକ ଥିବା ସମସ୍ତ ଦିନ ଦ୍ରାକ୍ଷାଫଳରେ ପ୍ରସ୍ତୁତ କୌଣସି ଦ୍ରବ୍ୟ କିମ୍ବା ତହିଁର ମଞ୍ଜିଠାରୁ ଚୋପା ପର୍ଯ୍ୟନ୍ତ କିଛି ଖାଇବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ସେ ତାହାର ପୃଥକ ଥିବା ସମସ୍ତ ଦିନ ଦ୍ରାକ୍ଷାଫଳରେ ପ୍ରସ୍ତୁତ କୌଣସି ଦ୍ରବ୍ୟ କି ତହିଁର ମଞ୍ଜିଠାରୁ ଚୋପା ପର୍ଯ୍ୟନ୍ତ କିଛି ଖାଇବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

4 ସେ ତାହାର ପୃଥକ୍ ଥିବା ସମସ୍ତ ଦିନ ଦ୍ରାକ୍ଷାଫଳରେ ପ୍ରସ୍ତୁତ କୌଣସି ଦ୍ରବ୍ୟ କିମ୍ବା ତହିଁର ମଞ୍ଜିଠାରୁ ଚୋପା ପର୍ଯ୍ୟନ୍ତ କିଛି ଖାଇବ ନାହିଁ।

Gade chapit la Kopi

ପବିତ୍ର ବାଇବଲ

4 ସେ ତାହାର ପୃଥକ୍ ଥିବା ସମସ୍ତ ଦିନ ଦ୍ରାକ୍ଷା ଫଳରେ ପ୍ରସ୍ତୁତ କୌଣସି ଦ୍ରବ୍ୟ କି ତହିଁର ମଞ୍ଜିଠାରୁ ଚୋପା ପର୍ଯ୍ୟନ୍ତ କିଛି ଖାଇବ ନାହିଁ।

Gade chapit la Kopi




ଗଣନା ପୁସ୍ତକ 6:4
7 Referans Kwoze  

ତାହାର ବ୍ରତ ହେତୁ ପୃଥକ ଥିବା ସମସ୍ତ ଦିନ ତାହାର ମସ୍ତକରେ କ୍ଷୁର ଲାଗିବ ନାହିଁ; ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପୃଥକ ଥିବା ଦିନ ସମାପ୍ତ ହେବା ପର୍ଯ୍ୟନ୍ତ ସେ ପବିତ୍ର ରହିବ, ସେ ଆପଣା ମସ୍ତକର କେଶ ବୃଦ୍ଧି ପାଇବାକୁ ଦେବ।


ନାସରୀୟ ବ୍ରତଧାରୀ ଲୋକ ଯାହା ଦେବାକୁ ସକ୍ଷମ, ତାହା ବ୍ୟତୀତ ଓ ତାହାର ପୃଥକ ରହିବା ସକାଶୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୈବେଦ୍ୟ-ଦାନର ବ୍ୟବସ୍ଥା ଏହି; ସେ ଯେରୂପ ବ୍ରତ କରେ, ପୃଥକ ରହିବା ବ୍ୟବସ୍ଥାନୁସାରେ ତାହା ତାହାକୁ କରିବାକୁ ହେବ।”


ତେବେ ସେ ଦ୍ରାକ୍ଷାରସ ଓ ସୁରାରୁ ଆପଣାକୁ ପୃଥକ କରିବ; ସେ ଦ୍ରାକ୍ଷାରସର ସିର୍କା ଓ ସୁରାର ସିର୍କା ପାନ କରିବ ନାହିଁ, କିଅବା ସେ ଦ୍ରାକ୍ଷାଫଳ ଜାତ କୌଣସି ପେୟ ପାନ କରିବ ନାହିଁ ଓ କଞ୍ଚା କିମ୍ବା ଶୁଖିଲା ଦ୍ରାକ୍ଷାଫଳ ଖାଇବ ନାହିଁ।


ସେ ଦ୍ରାକ୍ଷାଲତାଜାତ କୌଣସି ଦ୍ରବ୍ୟ ଭୋଜନ କରିବ ନାହିଁ, ଅବା ସେ ଦ୍ରାକ୍ଷାରସ କି ମଦ୍ୟ ପାନ ନ କରୁ, କିଅବା କୌଣସି ଅଶୁଚି ଦ୍ରବ୍ୟ ଭୋଜନ ନ କରୁ; ଆମ୍ଭେ ତାହାକୁ ଯାହା ଯାହା ଆଜ୍ଞା କରିଅଛୁ, ତାହାସବୁ ସେ ମାନୁ।”


Swiv nou:

Piblisite


Piblisite