Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 6:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଆପଣା ପିତା କିମ୍ବା ମାତା କିମ୍ବା ଭ୍ରାତା କିମ୍ବା ଭଗିନୀ ମଲେ, ସେ ସେମାନଙ୍କ ସକାଶୁ ଆପଣାକୁ ଅଶୁଚି କରିବ ନାହିଁ; କାରଣ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପୃଥକ ହେବାର ଚିହ୍ନ ତାହାର ମସ୍ତକରେ ଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଆପଣା ପିତା କି ମାତା କି ଭ୍ରାତା କି ଭଗିନୀ ମଲେ, ସେ ସେମାନଙ୍କ ସକାଶୁ ଆପଣାକୁ ଅଶୁଚି କରିବ ନାହିଁ; କାରଣ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ପୃଥକ୍ ହେବାର ଚିହ୍ନ ତାହାର ମସ୍ତକରେ ଅଛି।

Gade chapit la Kopi

ଓଡିଆ ବାଇବେଲ

7 ଆପଣା ପିତା କିମ୍ବା ମାତା କିମ୍ବା ଭ୍ରାତା କିମ୍ବା ଭଗିନୀ ମଲେ, ସେ ସେମାନଙ୍କ ସକାଶୁ ଆପଣାକୁ ଅଶୁଚି କରିବ ନାହିଁ; କାରଣ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପୃଥକ୍ ହେବାର ଚିହ୍ନ ତାହାର ମସ୍ତକରେ ଅଛି।

Gade chapit la Kopi

ପବିତ୍ର ବାଇବଲ

7 ବ୍ରତ ସମୟରେ ଏପରିକି ସେ ନିଜର ପିତା କି ମାତା କି ଭ୍ରାତା କି ଭଗିନୀ ମଲେ ସେମାନଙ୍କୁ ଛୁଇଁ ନିଜକୁ ଅଶୁଚି କରିବ ନାହିଁ। କାରଣ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପୃଥକ୍ ହେବାର ଚିହ୍ନ ତାହାର ମସ୍ତକରେ ଅଛି,

Gade chapit la Kopi




ଗଣନା ପୁସ୍ତକ 6:7
5 Referans Kwoze  

ମାତ୍ର କେତେକ ଲୋକ ମନୁଷ୍ୟର ଶବ ସ୍ପର୍ଶ କରି ଅଶୁଚି ହେବାରୁ ସେହି ଦିନ ସେମାନେ ନିସ୍ତାର ପର୍ବ ପାଳନ କରି ପାରିଲେ ନାହିଁ; ଏନିମନ୍ତେ ସେମାନେ ସେହି ଦିନ ମୋଶା ଓ ହାରୋଣଙ୍କ ନିକଟକୁ ଆସିଲେ।


ପୁଣି, ସେମାନେ ଆପଣାମାନଙ୍କୁ ଅଶୁଚି କରିବା ପାଇଁ କୌଣସି ମୃତ ଲୋକର ଶବ ନିକଟକୁ ଆସିବେ ନାହିଁ; ମାତ୍ର ପିତା ଅବା ମାତା ଅବା ପୁତ୍ର ଅବା କନ୍ୟା, ଭ୍ରାତା ଅବା ଅବିବାହିତା ଭଗିନୀ ନିମନ୍ତେ ସେମାନେ ଆପଣାମାନଙ୍କୁ ଅଶୁଚି କରି ପାରିବେ।


ତାହାର ପୃଥକ ଥିବା ସମସ୍ତ ଦିନ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର।


Swiv nou:

Piblisite


Piblisite