Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 6:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ତାହାର ପୃଥକ ଥିବା ସମସ୍ତ ଦିନ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ତାହାର ପୃଥକ ଥିବା ସମସ୍ତ ଦିନ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର।

Gade chapit la Kopi

ଓଡିଆ ବାଇବେଲ

8 ତାହାର ପୃଥକ୍ ଥିବା ସମସ୍ତ ଦିନ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର।

Gade chapit la Kopi

ପବିତ୍ର ବାଇବଲ

8 ତାହାର ପୃଥକ୍ ଥିବା ସମସ୍ତ ଦିନ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର।

Gade chapit la Kopi




ଗଣନା ପୁସ୍ତକ 6:8
5 Referans Kwoze  

ଆପଣା ପିତା କିମ୍ବା ମାତା କିମ୍ବା ଭ୍ରାତା କିମ୍ବା ଭଗିନୀ ମଲେ, ସେ ସେମାନଙ୍କ ସକାଶୁ ଆପଣାକୁ ଅଶୁଚି କରିବ ନାହିଁ; କାରଣ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପୃଥକ ହେବାର ଚିହ୍ନ ତାହାର ମସ୍ତକରେ ଅଛି।


ଆଉ ଯଦି କୌଣସି ମନୁଷ୍ୟ ହଠାତ୍‍ ତାହା ନିକଟରେ ମରିବାରୁ ସେ ଆପଣା ପ୍ରତିଷ୍ଠିତ ମସ୍ତକ ଅଶୁଚି କରେ, ତେବେ ସେ ଶୌଚ-ଦିନରେ ଆପଣା ମସ୍ତକ ମୁଣ୍ଡନ କରିବ, ଅର୍ଥାତ୍‍, ସେ ସପ୍ତମ ଦିନରେ ତାହା ମୁଣ୍ଡନ କରିବ।


ଏହି ବାଳକ ନିମନ୍ତେ ମୁଁ ପ୍ରାର୍ଥନା କରିଥିଲି; ଆଉ ମୁଁ ଯାହା ମାଗିଥିଲି, ସଦାପ୍ରଭୁ ମୋହର ସେହି ନିବେଦନ ଅନୁସାରେ ମୋତେ ଦେଇଅଛନ୍ତି।


ଏଣୁ ମୁଁ ମଧ୍ୟ ତାହାକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିବେଦନ କଲି; ସେ ଯାବଜ୍ଜୀବନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମର୍ପଣ ହେଲା,” ଏଉତ୍ତାରେ ସେ ସେଠାରେ ସଦାପ୍ରଭୁଙ୍କର ଆରାଧନା କଲା।


Swiv nou:

Piblisite


Piblisite