Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 7:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ତହିଁରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ପ୍ରତ୍ୟେକ ଅଧିପତି ଆପଣା ଆପଣା ଦିନରେ ବେଦିର ପ୍ରତିଷ୍ଠା ନିମନ୍ତେ ଉପହାର ଉତ୍ସର୍ଗ କରିବେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ତହିଁରେ ସଦାପ୍ରଭୁ ମୋଶାଙ୍କୁ କହିଲେ, ପ୍ରତ୍ୟେକ ଅଧିପତି ଆପଣା ଆପଣା ଦିନରେ ବେଦିର ପ୍ରତିଷ୍ଠା ନିମନ୍ତେ ଉପହାର ଉତ୍ସର୍ଗ କରିବେ।

Gade chapit la Kopi

ଓଡିଆ ବାଇବେଲ

11 ତହିଁରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ପ୍ରତ୍ୟେକ ଅଧିପତି ଆପଣା ଆପଣା ଦିନରେ ବେଦିର ପ୍ରତିଷ୍ଠା ନିମନ୍ତେ ଉପହାର ଉତ୍ସର୍ଗ କରିବେ।”

Gade chapit la Kopi

ପବିତ୍ର ବାଇବଲ

11 ପୁଣି ସଦାପ୍ରଭୁ ମୋଶାଙ୍କୁ କହିଲେ, “ପ୍ରତ୍ୟେକ ଅଧିପତି ଆପଣା ଆପଣା ଦିନରେ ବେଦିର ପ୍ରତିଷ୍ଠା ନିମନ୍ତେ ଉପହାର ଉତ୍ସର୍ଗ କରିବେ।”

Gade chapit la Kopi




ଗଣନା ପୁସ୍ତକ 7:11
5 Referans Kwoze  

କାରଣ ଯଦ୍ୟପି ମୁଁ ଶରୀରରେ ଅନୁପସ୍ଥିତ, ତଥାପି ମୁଁ ମୋହର ଆତ୍ମାରେ ତୁମ୍ଭମାନଙ୍କ ସହିତ ଥାଇ ତୁମ୍ଭମାନଙ୍କର ସୁଗଠନ ଓ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସର ଦୃଢ଼ତା ଦେଖି ଆନନ୍ଦ କରୁଅଛି।


କିନ୍ତୁ ସମସ୍ତ ବିଷୟ ସୁନ୍ଦରତାରେ ଓ ଶୃଙ୍ଖଳତାନୁସାରେ କରାଯାଉ।


କାରଣ ଈଶ୍ବର ବିଶୃଙ୍ଖଳତାର ଈଶ୍ବର ନୁହଁନ୍ତି, ମାତ୍ର ଶାନ୍ତିର ଈଶ୍ବର।


ଆଉ ବେଦିର ଅଭିଷେକ ଦିନ ଅଧିପତିଗଣ ତହିଁର ପ୍ରତିଷ୍ଠା ନିମନ୍ତେ ଦାନ କଲେ, ଅର୍ଥାତ୍‍, ସେହି ଅଧିପତିଗଣ ବେଦି ସମ୍ମୁଖରେ ଆପଣା ଆପଣା ଉପହାର ଉତ୍ସର୍ଗ କଲେ।


ତହିଁରେ ପ୍ରଥମ ଦିନ ଯିହୁଦା ବଂଶଜାତ ଅମ୍ମୀନାଦବର ପୁତ୍ର ନହଶୋନ ଆପଣା ଉପହାର ଉତ୍ସର୍ଗ କଲା;


Swiv nou:

Piblisite


Piblisite