Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 7:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ତହିଁରେ ପ୍ରଥମ ଦିନ ଯିହୁଦା ବଂଶଜାତ ଅମ୍ମୀନାଦବର ପୁତ୍ର ନହଶୋନ ଆପଣା ଉପହାର ଉତ୍ସର୍ଗ କଲା;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ତହିଁରେ ପ୍ରଥମ ଦିନ ଯିହୁଦା ବଂଶଜାତ ଅମ୍ମୀନାଦବର ପୁତ୍ର ନହଶୋନ ଆପଣା ଉପହାର ଉତ୍ସର୍ଗ କଲା;

Gade chapit la Kopi

ଓଡିଆ ବାଇବେଲ

12 ତହିଁରେ ପ୍ରଥମ ଦିନ ଯିହୁଦା ବଂଶଜାତ ଅମ୍ମୀନାଦବର ପୁତ୍ର ନହଶୋନ ଆପଣା ଉପହାର ଉତ୍ସର୍ଗ କଲା;

Gade chapit la Kopi

ପବିତ୍ର ବାଇବଲ

12-83 ବାର ଅଧିପତିମାନଙ୍କ ମଧ୍ୟରୁ ପ୍ରତ୍ୟେକ ଅଧିପତି ନିଜ ନିଜ ଉପହାର ଦେଲେ। ଏହି ଉପହାର ଗୁଡ଼ିକ ହେଲା: ପ୍ରତି ଅଧିପତି 130 ଶେକଲ ଓଜନ ବିଶିଷ୍ଟ ରୌପ୍ୟ ଏବଂ ସତୁରି ଶେକଲ ଓଜନ ବିଶିଷ୍ଟ ଗିନା ଅଧିକାରୀମାନଙ୍କର ମାପ ଅନୁସାରେ ଦେଲେ। ପ୍ରତ୍ୟେକ ପାତ୍ର ଏବଂ ପ୍ରତ୍ୟେକ ଗିନା ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ ଥିଲା। ଏଗୁଡ଼ିକ ଭକ୍ଷ୍ୟ ନୈବେଦ୍ୟ ଥିଲା। ପ୍ରତ୍ୟେକ ଅଧିପତି ଦଶ ଶେକଲ ଓଜନର ସୁନା ଗ୍ଭମଚ ଅଗରୁ ପୂର୍ଣ୍ଣ କରି ଆଣିଲେ। ପ୍ରତ୍ୟେକ ଅଧିପତି ପାପ ପାଇଁ ଗୋଟିଏ ଛାଗ ଉତ୍ସର୍ଗ କଲେ, ପ୍ରତ୍ୟେକ ଅଧିପତି ଶାନ୍ତି ବଳରୂପେ ଦୁଇଟି ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଉତ୍ସର୍ଗ କଲେ। ପ୍ରଥମ ଦିନରେ ଯିହୁଦା ପରିବାରବର୍ଗର ଅଧିପତି ଅମ୍ମୀନାଦବର ପୁତ୍ର ନହଶୋନ ତାଙ୍କର ଉପହାର ଉତ୍ସର୍ଗ କଲା। ଦ୍ୱିତୀୟ ଦିନ ଇଷାଖରର ଅଧିପତି ସୂୟାରର ପୁତ୍ର ନଥନେଲ ଆପଣା ଉପହାର ଉତ୍ସର୍ଗ କଲା। ତୃତୀୟ ଦିନ ସବୂଲୂନ ସନ୍ତାନଗଣର ଅଧିପତି ହେଲୋନର ପୁତ୍ର ଇଲୀୟାବ ଆପଣା ଉପହାର ଆଣିଲା। ଚତୁର୍ଥ ଦିନ ରୁବେନ୍ ସନ୍ତାନଗଣର ଅଧିପତି ଶଦେୟରର ପୁତ୍ର ଇଲୀଷୂର ଆପଣା ଉପହାର ଉତ୍ସର୍ଗ କଲା। ପଞ୍ଚମ ଦିନ ଶିମିୟୋନ ସନ୍ତାନଗଣର ଅଧିପତି ସୂରୀଶଦ୍ଦୟର ପୁତ୍ର ସଲୁମୀୟେଲ ତାହାର ଉପହାର ଦେଲେ। ଷଷ୍ଠ ଦିନ ଗାଦ୍ ସନ୍ତାନଗଣର ଅଧିପତି ଦ୍ୟୂୟେଲର ପୁତ୍ର ଇଲୀୟାସଫ ନିଜ ଉପହାର ଉତ୍ସର୍ଗ କଲା। ସପ୍ତମ ଦିନ ଇଫ୍ରୟିମ ଲୋକଗଣର ଅଧିପତି ଅମ୍ମୀହୁଦର ପୁତ୍ର ଇଲୀଶାମା ଆପଣା ଉପହାର ଆଣିଲା। ଅଷ୍ଠମ ଦିନରେ ଗମଲିୟେଲ ପଦାହସୂରର ପୁତ୍ର, ତାହାର ଉପହାର ଆଣିଲା। ନବମ ଦିନ ବିନ୍ୟାମୀନ ସନ୍ତାନଗଣର ଅଧିପତି ଗିଦିୟୋନର ପୁତ୍ର ଅବୀଦାନ ଉପହାର ଆଣିଲା। ଦଶମ ଦିନ ଦାନ ସନ୍ତାନଗଣର ଅଧିପତି ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷର ଆପଣା ଉପହାର ଆଣିଲା। ଏକାଦଶ ଦିନ ଆଶେର ସନ୍ତାନଗଣର ଅଧିପତି ଅକ୍ରଣର ପୁତ୍ର ପଗୀୟେଲ ନିଜ ଉପହାର ଉତ୍ସର୍ଗ କଲା। ଦ୍ୱାଦଶ ଦିନ ନପ୍ତାଲି ସନ୍ତାନଗଣର ଅଧିପତି ଐନନର ପୁତ୍ର ଅହୀର ନିଜ ଉପହାର ଆଣିଲା।

Gade chapit la Kopi




ଗଣନା ପୁସ୍ତକ 7:12
13 Referans Kwoze  

ଦାଉଦ ଯିଶୀଙ୍କ ପୁତ୍ର, ଯିଶୀ ଓବେଦଙ୍କ ପୁତ୍ର, ଓବେଦ ବୋୟଜଙ୍କ ପୁତ୍ର, ବୋୟଜ ଶେଲହଙ୍କ ପୁତ୍ର, ଶେଲହ ନହଶୋନଙ୍କ ପୁତ୍ର,


ହିଷ୍ରୋଣ ଅରାମଙ୍କୁ ଜନ୍ମ ଦେଲେ, ଅରାମ ଅମ୍ମୀନାଦବଙ୍କୁ ଜନ୍ମ ଦେଲେ, ଅମ୍ମୀନାଦାବ ନହଶୋନଙ୍କୁ ଜନ୍ମ ଦେଲେ, ନହଶୋନ ସଲମୋନଙ୍କୁ ଜନ୍ମ ଦେଲେ,


ଓ ଅମ୍ମୀନାଦବର ପୁତ୍ର ନହଶୋନ ଓ ନହଶୋନର ପୁତ୍ର ସଲମୋନ


ପ୍ରଥମରେ ଯିହୁଦା-ସନ୍ତାନଗଣର ଛାଉଣିର ଧ୍ୱଜା ସେମାନଙ୍କ ସୈନ୍ୟାନୁସାରେ ଚଳିଲା; ପୁଣି, ଅମ୍ମୀନାଦବର ପୁତ୍ର ନହଶୋନ ସେମାନଙ୍କ ସୈନ୍ୟ ଉପରେ ଥିଲା।


ଯେଉଁମାନେ ପୂର୍ବ ଦିଗରେ ସୂର୍ଯ୍ୟୋଦୟ ଆଡ଼େ ଆପଣା ଆପଣା ସୈନ୍ୟାନୁସାରେ ଛାଉଣି ସ୍ଥାପନ କରିବେ, ସେମାନେ ଯିହୁଦା-ଧ୍ୱଜାର ପଶ୍ଚାଦ୍‍ଗାମୀ ଲୋକ; ପୁଣି, ଅମ୍ମୀନାଦବର ପୁତ୍ର ନହଶୋନ ଯିହୁଦା-ସନ୍ତାନଗଣର ଅଧିପତି ହେବ;


ଯିହୁଦା ବଂଶର; ଅମ୍ମୀନାଦବର ପୁତ୍ର ନହଶୋନ


ଶୀଲୋର ଆଗମନ ପର୍ଯ୍ୟନ୍ତ ଯିହୁଦାଠାରୁ ରାଜଦଣ୍ଡ ଓ ତାହାର ଚରଣଦ୍ୱୟ ମଧ୍ୟରୁ ବିଚାରକର୍ତ୍ତାର ଯଷ୍ଟି ଯିବ ନାହିଁ; ତାହାଙ୍କ ନିକଟରେ ଲୋକମାନେ ଅଧୀନତା ସ୍ୱୀକାର କରିବେ।


ହେ ଯିହୁଦା, ତୁମ୍ଭର ଭାଇମାନେ ତୁମ୍ଭକୁ ପ୍ରଶଂସା କରିବେ; ତୁମ୍ଭର ହସ୍ତ ତୁମ୍ଭ ଶତ୍ରୁଗଣର ଗଳା ଉପରେ ରହିବ; ତୁମ୍ଭର ପିତୃସନ୍ତାନମାନେ ତୁମ୍ଭକୁ ପ୍ରଣାମ କରିବେ।


ତହିଁରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ପ୍ରତ୍ୟେକ ଅଧିପତି ଆପଣା ଆପଣା ଦିନରେ ବେଦିର ପ୍ରତିଷ୍ଠା ନିମନ୍ତେ ଉପହାର ଉତ୍ସର୍ଗ କରିବେ।”


ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଶହେ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ; ଏହି ଦୁଇ ଭକ୍ଷ୍ୟ-ନୈବେଦ୍ୟାର୍ଥେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;


ସେହି ଦେଶରେ ଇସ୍ରାଏଲ ବାସ କରିବା ବେଳେ ରୁବେନ୍‍ ଯାଇ ଆପଣା ପିତାଙ୍କର ବିଲ୍‌ହା ନାମ୍ନୀ ଉପପତ୍ନୀ ସଙ୍ଗରେ ଶୟନ କଲା, ପୁଣି, ଇସ୍ରାଏଲ ତାହା ଶୁଣିଲେ।


ଯାକୁବଙ୍କର ଦ୍ୱାଦଶ ପୁତ୍ର ଥିଲେ; ସେମାନଙ୍କ ମଧ୍ୟରେ ରୁବେନ୍‍ ଯାକୁବଙ୍କର ଜ୍ୟେଷ୍ଠ ପୁତ୍ର, ସେ, ପୁଣି, ଶିମୀୟୋନ ଓ ଲେବୀ ଓ ଯିହୁଦା ଓ ଇଷାଖର ଓ ସବୂଲୂନ, ଏମାନେ ଲେୟାର ସନ୍ତାନ;


ଆଉ ଯେଉଁମାନେ ତୁମ୍ଭମାନଙ୍କର ସହକାରୀ ହେବେ, ସେମାନଙ୍କର ନାମ ଏହି: ଯଥା, ରୁବେନ୍‍ ବଂଶର ଶଦେୟରର ପୁତ୍ର ଇଲୀଷୂର।


Swiv nou:

Piblisite


Piblisite