Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 7:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଓ ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକ ବର୍ଷୀୟ ପାଞ୍ଚ ମେଷବତ୍ସ ଏହା ଅମ୍ମୀନାଦବର ପୁତ୍ର ନହଶୋନର ଉପହାର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ଓ ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ ଓ ପାଞ୍ଚ ମେଷ ଓ ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ଅମ୍ମୀନାଦବର ପୁତ୍ର ନହଶୋନର ଉପହାର।

Gade chapit la Kopi

ଓଡିଆ ବାଇବେଲ

17 ଓ ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଏହା ଅମ୍ମୀନାଦବର ପୁତ୍ର ନହଶୋନର ଉପହାର।

Gade chapit la Kopi




ଗଣନା ପୁସ୍ତକ 7:17
5 Referans Kwoze  

ଦାଉଦ ଯିଶୀଙ୍କ ପୁତ୍ର, ଯିଶୀ ଓବେଦଙ୍କ ପୁତ୍ର, ଓବେଦ ବୋୟଜଙ୍କ ପୁତ୍ର, ବୋୟଜ ଶେଲହଙ୍କ ପୁତ୍ର, ଶେଲହ ନହଶୋନଙ୍କ ପୁତ୍ର,


ନହଶୋନ ଅମ୍ମୀନାଦାବଙ୍କ ପୁତ୍ର, ଅମ୍ମୀନାଦାବ ଅଦ୍ମୀନଙ୍କ ପୁତ୍ର, ଅଦ୍ମୀନ ଅର୍ଣ୍ଣୀଙ୍କ ପୁତ୍ର, ଅର୍ଣ୍ଣୀ ହିଷ୍ରୋଣଙ୍କ ପୁତ୍ର, ହିଷ୍ରୋଣ ପେରସଙ୍କ ପୁତ୍ର, ପେରସ ଯିହୂଦାଙ୍କ ପୁତ୍ର,


ଦ୍ୱିତୀୟ ଦିନ ଇଷାଖରର ଅଧିପତି ସୂୟାରର ପୁତ୍ର ନଥନେଲ ଆପଣା ଉପହାର ଉତ୍ସର୍ଗ କଲା,


Swiv nou:

Piblisite


Piblisite