Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 7:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ସେ ଆପଣା ଉପହାର ନିମନ୍ତେ ପବିତ୍ର ସ୍ଥାନର ଶେକଲ ଅନୁସାରେ ଏହା ଦେଲା, ଅର୍ଥାତ୍‍, ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ, ଏହି ଦୁଇ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ସେ ଆପଣା ଉପହାର ନିମନ୍ତେ ପବିତ୍ର ସ୍ଥାନର ଶେକଲ ଅନୁସାରେ ଏହା ଦେଲା, ଅର୍ଥାତ୍, ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ତ, ଏହି ଦୁଇ ଭକ୍ଷ୍ୟ-ନୈବେଦ୍ୟ ନିମନ୍ତେ ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;

Gade chapit la Kopi

ଓଡିଆ ବାଇବେଲ

19 ସେ ଆପଣା ଉପହାର ନିମନ୍ତେ ପବିତ୍ର ସ୍ଥାନର ଶେକଲ ଅନୁସାରେ ଏହା ଦେଲା, ଅର୍ଥାତ୍‍, ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ, ଏହି ଦୁଇ ଭକ୍ଷ୍ୟ-ନୈବେଦ୍ୟ ନିମନ୍ତେ ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;

Gade chapit la Kopi




ଗଣନା ପୁସ୍ତକ 7:19
10 Referans Kwoze  

ଆଉ, ସେ ଆପଣା ମାଆର ଶିକ୍ଷାରେ ପଡ଼ି କହିଲା ବାପ୍ତିଜକ ଯୋହନର ମସ୍ତକ ଏଠାରେ ଗୋଟିଏ ଥାଳିରେ ମୋତେ ଦିଅନ୍ତୁ।


ଦ୍ୱିତୀୟ ଦିନ ଇଷାଖରର ଅଧିପତି ସୂୟାରର ପୁତ୍ର ନଥନେଲ ଆପଣା ଉପହାର ଉତ୍ସର୍ଗ କଲା,


ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ୱର୍ଣ୍ଣର ଏକ ଚାମଚ;


ପୁଣି, ଥାଳୀ, ଚାମଚ, ଗଡ଼ୁ ଓ ଢାଳିବା ନିମନ୍ତେ ପାତ୍ର ନିର୍ମାଣ କରିବ, ଏହି ସମସ୍ତ ଶୁଦ୍ଧ ସୁବର୍ଣ୍ଣରେ ନିର୍ମାଣ କରିବ।


ଆଉ, କେହି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭକ୍ଷ୍ୟ ନୈବେଦ୍ୟ ଆଣିଲେ, ସରୁ ମଇଦା ତାହାର ନୈବେଦ୍ୟ ହେବ; ପୁଣି ସେ ତହିଁ ଉପରେ ତୈଳ ଢାଳି କୁନ୍ଦୁରୁ ଦେବ;


ମାତ୍ର ସେ ଯଦି ଦୁଇ କପୋତ ଅବା ଦୁଇ ପାରାଛୁଆ ଆଣିବାକୁ ଅସମର୍ଥ ହୁଏ, ତେବେ ସେ ଆପଣା କୃତ ପାପ ନିମନ୍ତେ ଆପଣାର ଉପହାର ରୂପେ ପାପାର୍ଥକ ନୈବେଦ୍ୟ ପାଇଁ ଐଫାର ଦଶମାଂଶ ସରୁ ମଇଦା ଆଣିବ; ସେ ତହିଁ ଉପରେ ତୈଳ ଦେବ ନାହିଁ, କି କୁନ୍ଦୁରୁ ରଖିବ ନାହିଁ; କାରଣ ତାହା ପାପାର୍ଥକ ନୈବେଦ୍ୟ।


ସେହି ଦ୍ରବ୍ୟର ସଂଖ୍ୟା ଏହି; ତିରିଶ ସୁନା ଥାଳୀ, ଏକ ହଜାର ରୂପାଥାଳୀ, ଅଣତିରିଶ ଛୁରୀ;


ଆହୁରି, ସେମାନେ ହାଣ୍ଡି ଓ କରଚୁଲି, କତୁରୀ, କୁଣ୍ଡ, ଚମସ ଓ ପରିଚର୍ଯ୍ୟାର୍ଥକ ସକଳ ପିତ୍ତଳମୟ ପାତ୍ର ନେଇଗଲେ।


ସେହି ଦିନ ଅଶ୍ୱଗଣର ଘଣ୍ଟି ଏହି କଥା କହିବ, “ସଦାପ୍ରଭୁ ପବିତ୍ର” ଓ ସଦାପ୍ରଭୁଙ୍କ ଗୃହର ହାଣ୍ଡିସବୁ ଯଜ୍ଞବେଦି ସମ୍ମୁଖସ୍ଥ ପାତ୍ରସବୁର ପରି ହେବ।


ସେହିକ୍ଷଣି ସେ ରାଜାଙ୍କ ନିକଟକୁ ଶୀଘ୍ର ଆସି ଏହା କହି ମାଗିଲା, ମୋହର ଇଚ୍ଛା ଯେ, ଆପଣ ବାପ୍ତିଜକ ଯୋହନର ମସ୍ତକ ଗୋଟିଏ ଥାଳିରେ ମୋତେ ଏହିକ୍ଷଣି ଦିଅନ୍ତୁ।


Swiv nou:

Piblisite


Piblisite