Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 7:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ସେହି ଦିନ ଇସ୍ରାଏଲର ଅଧିପତିଗଣ, ସେମାନଙ୍କ ପିତୃଗୃହର ପ୍ରଧାନଗଣ ନୈବେଦ୍ୟ ଦାନ କଲେ; ଏମାନେ ବଂଶସମୂହର ଅଧିପତି ଥିଲେ ଓ ଗଣିତ ଲୋକମାନଙ୍କ ଉପରେ ନିଯୁକ୍ତ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ସେହିଦିନ ଇସ୍ରାଏଲର ଅଧିପତିଗଣ, ସେମାନଙ୍କ ପିତୃଗୃହର ପ୍ରଧାନଗଣ ନୈବେଦ୍ୟ ଦାନ କଲେ; ଏମାନେ ବଂଶସମୂହର ଅଧିପତି ଥିଲେ ଓ ଗଣିତ ଲୋକମାନଙ୍କ ଉପରେ ନିଯୁକ୍ତ ଥିଲେ।

Gade chapit la Kopi

ଓଡିଆ ବାଇବେଲ

2 ସେହିଦିନ ଇସ୍ରାଏଲର ଅଧିପତିଗଣ, ସେମାନଙ୍କ ପିତୃଗୃହର ପ୍ରଧାନଗଣ ନୈବେଦ୍ୟ ଦାନ କଲେ; ଏମାନେ ବଂଶସମୂହର ଅଧିପତି ଥିଲେ ଓ ଗଣିତ ଲୋକମାନଙ୍କ ଉପରେ ନିଯୁକ୍ତ ଥିଲେ।

Gade chapit la Kopi

ପବିତ୍ର ବାଇବଲ

2 ସେହି ଦିନ ଇସ୍ରାଏଲ ଅଧିପତିଗଣ ସଦାପ୍ରଭୁଙ୍କୁ ସେମାନଙ୍କ ପରିବାରବର୍ଗର ପ୍ରଧାନଗଣ ନୈବେଦ୍ୟ ଦାନ କଲେ; ଏମାନେ ବଂଶ ସମୂହର ଅଧିପତି ଥିଲେ। ପରିବାରବର୍ଗର ଯେଉଁମାନେ ଲୋକମାନଙ୍କର ଗଣନା କରିବାର ଦାୟିତ୍ୱରେ ଥିଲେ।

Gade chapit la Kopi




ଗଣନା ପୁସ୍ତକ 7:2
11 Referans Kwoze  

ପୁଣି, ତାଙ୍କର ଅଧିପତିମାନେ ସ୍ୱେଚ୍ଛାଦତ୍ତ ଉପହାର ନିମନ୍ତେ ଲୋକମାନଙ୍କୁ, ଯାଜକମାନଙ୍କୁ ଓ ଲେବୀୟମାନଙ୍କୁ ଦାନ କଲେ। ହିଲ୍‍କୀୟ ଓ ଜିଖରୀୟ ଓ ଯିହୀୟେଲ, ପରମେଶ୍ୱରଙ୍କ ଗୃହର ଏହି ଅଧ୍ୟକ୍ଷମାନେ ନିସ୍ତାର ପର୍ବର ବଳି ନିମନ୍ତେ ଯାଜକମାନଙ୍କୁ ଦୁଇ ହଜାର ଛଅ ଶହ ମେଷାଦିର ବତ୍ସ ଓ ତିନି ଶହ ବୃଷ ଦେଲେ।


ପୁଣି, ଅଧ୍ୟକ୍ଷଗଣ ଏଫୋଦ ଓ ବୁକୁପଟା ନିମନ୍ତେ ଗୋମେଦକାଦି ଖଚନାର୍ଥକ ମଣି,


ଏଥିଉତ୍ତାରେ ମୋଶା ଇସ୍ରାଏଲ ସନ୍ତାନମାନଙ୍କ ବଂଶର ପ୍ରଧାନବର୍ଗଙ୍କୁ କହିଲେ, “ସଦାପ୍ରଭୁ ଏହି ଆଜ୍ଞା ଦେଇଅଛନ୍ତି।


ଏଥିଉତ୍ତାରେ ଶଲୋମନ ଦାଉଦ-ନଗର ସିୟୋନରୁ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆଣିବା ପାଇଁ ଇସ୍ରାଏଲର ପ୍ରାଚୀନବର୍ଗଙ୍କୁ ଓ ବଂଶସମୂହର ପ୍ରଧାନବର୍ଗଙ୍କୁ, ଅର୍ଥାତ୍‍, ଇସ୍ରାଏଲ-ସନ୍ତାନଗଣଙ୍କର ପିତୃଗୃହାଧିପତି ସମସ୍ତଙ୍କୁ ଯିରୂଶାଲମରେ ଶଲୋମନ ରାଜାଙ୍କ ନିକଟରେ ଏକତ୍ର କଲେ।


ତହୁଁ ମୋଶା ଓ ଇଲୀୟାସର ଯାଜକ ସେମାନଙ୍କଠାରୁ ସେହି ସ୍ୱର୍ଣ୍ଣ, ଅର୍ଥାତ୍‍, ଶିଳ୍ପିତ ଅଳଙ୍କାର ନେଲେ।


Swiv nou:

Piblisite


Piblisite