Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 7:35 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

35 ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକ ବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ଶଦେୟରର ପୁତ୍ର ଇଲୀଷୂରର ଉପହାର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

35 ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ ଓ ପାଞ୍ଚ ମେଷ ଓ ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ଶଦେୟରର ପୁତ୍ର ଇଲୀଷୂରର ଉପହାର।

Gade chapit la Kopi

ଓଡିଆ ବାଇବେଲ

35 ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ଶଦେୟରର ପୁତ୍ର ଇଲୀଷୂରର ଉପହାର।

Gade chapit la Kopi




ଗଣନା ପୁସ୍ତକ 7:35
5 Referans Kwoze  

ଆଉ ଯେଉଁମାନେ ତୁମ୍ଭମାନଙ୍କର ସହକାରୀ ହେବେ, ସେମାନଙ୍କର ନାମ ଏହି: ଯଥା, ରୁବେନ୍‍ ବଂଶର ଶଦେୟରର ପୁତ୍ର ଇଲୀଷୂର।


ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ;


ପଞ୍ଚମ ଦିନ ଶିମୀୟୋନ-ସନ୍ତାନଗଣର ଅଧିପତି ସୂରୀଶଦ୍ଦୟର ପୁତ୍ର ଶଲୁମୀୟେଲ ଆଣିଲା;


ଦକ୍ଷିଣ ଦିଗରେ ଆପଣା ଆପଣା ସୈନ୍ୟାନୁସାରେ ରୁବେନ୍‍-ଛାଉଣିର ଧ୍ୱଜା ରହିବ; ଶଦେୟରର ପୁତ୍ର ଇଲୀଷୂର ରୁବେନ୍‍-ସନ୍ତାନଗଣର ଅଧିପତି ହେବ;


ତହୁଁ ରୁବେନ୍‍-ଛାଉଣିର ଧ୍ୱଜା ସେମାନଙ୍କ ସୈନ୍ୟାନୁସାରେ ଚଳିଲା; ପୁଣି, ଶଦେୟରର ପୁତ୍ର ଇଲୀଷୂର ସେମାନଙ୍କ ସୈନ୍ୟ ଉପରେ ଥିଲା।


Swiv nou:

Piblisite


Piblisite