ଗଣନା ପୁସ୍ତକ 7:53 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT53 ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକ ବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ଅମ୍ମୀହୂଦର ପୁତ୍ର ଇଲୀଶାମାର ଉପହାର। Gade chapit laପବିତ୍ର ବାଇବଲ (Re-edited) - (BSI)53 ଓ ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ ଓ ପାଞ୍ଚ ମେଷ ଓ ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ଅମ୍ମୀହୂଦର ପୁତ୍ର ଇଲୀଶାମାର ଉପହାର। Gade chapit laଓଡିଆ ବାଇବେଲ53 ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ଅମ୍ମୀହୂଦର ପୁତ୍ର ଇଲୀଶାମାର ଉପହାର। Gade chapit la |