Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 7:57 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

57 ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ଏକ ମେଷବତ୍ସ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

57 ହୋମ ନିମନ୍ତେ ଏକ ଗୋବତ୍ସ ଓ ଏକ ମେଷ ଓ ଏକବର୍ଷୀୟ ଏକ ମେଷବତ୍ସ;

Gade chapit la Kopi

ଓଡିଆ ବାଇବେଲ

57 ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକବର୍ଷୀୟ ଏକ ମେଷବତ୍ସ;

Gade chapit la Kopi




ଗଣନା ପୁସ୍ତକ 7:57
4 Referans Kwoze  

ଶାସ୍ତ୍ରର ଯେଉଁ ଅଂଶ ସେ ପାଠ କରୁଥିଲେ, ତାହା ଏହି, “ସେ ମେଷ ତୁଲ୍ୟ ହତ ହେବା ନିମନ୍ତେ ନିଆଗଲେ ପୁଣି, ଲୋମଚ୍ଛେଦକ ସମ୍ମୁଖରେ ମେଷଶାବକ ଯେପରି ନୀରବ ରୁହେ, ସେହିପରି ସେ ଆପଣା ମୁଖ ଫିଟାଇଲେ ନାହିଁ।


ସେତେବେଳେ ମୁଁ ଦେଖିଲି, ସିଂହାସନ, ଚାରି ପ୍ରାଣୀ ଓ ପ୍ରାଚୀନମାନଙ୍କ ମଧ୍ୟସ୍ଥଳରେ ଏକ ମେଷଶାବକ ଠିଆ ହୋଇଅଛନ୍ତି, ସେ ହତ ହେଲା ପରି ଦେଖାଯାଉଥିଲେ, ତାହାଙ୍କର ସପ୍ତ ଶୃଙ୍ଗ ଓ ସପ୍ତ ଚକ୍ଷୁ; ସେହି ସମସ୍ତ ଚକ୍ଷୁ ସମୁଦାୟ ପୃଥିବୀରେ ପ୍ରେରିତ ଈଶ୍ବରଙ୍କର ସପ୍ତ ଆତ୍ମା।


ତୁମ୍ଭେମାନେ ମେଷପଲ ବା ଛାଗପଲ ମଧ୍ୟରୁ ଶାବକ ନେବ; ତାହା ନିର୍ଦ୍ଦୋଷ, ଏକ ବର୍ଷୀୟ ଓ ପୁଂଶାବକ ହେବ;


ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ,


Swiv nou:

Piblisite


Piblisite