Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 7:71 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

71 ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକ ବର୍ଷୀୟ ପାଞ୍ଚ ମେଷବତ୍ସ ଏହା ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷରର ଉପହାର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

71 ଓ ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ ଓ ପାଞ୍ଚ ମେଷ ଓ ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷରର ଉପହାର।

Gade chapit la Kopi

ଓଡିଆ ବାଇବେଲ

71 ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଏହା ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷରର ଉପହାର।

Gade chapit la Kopi




ଗଣନା ପୁସ୍ତକ 7:71
4 Referans Kwoze  

ଦାନ୍ ବଂଶର; ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷର।


ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ,


ଏକାଦଶ ଦିନ ଆଶେର-ସନ୍ତାନଗଣର ଅଧିପତି ଅକ୍ରଣର ପୁତ୍ର ପଗୀୟେଲ ଆଣିଲା;


ଉତ୍ତର ଦିଗରେ ଆପଣା ଆପଣା ସୈନ୍ୟାନୁସାରେ ଦାନ୍-ଛାଉଣିର ଧ୍ୱଜା ରହିବ; ପୁଣି, ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷର ଦାନ୍-ସନ୍ତାନଗଣର ଅଧିପତି ହେବ;


Swiv nou:

Piblisite


Piblisite