ଗଣନା ପୁସ୍ତକ 8:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଆଉ ତୁମ୍ଭେ ଲେବୀୟମାନଙ୍କୁ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ କରାଇବ; ତହୁଁ ଇସ୍ରାଏଲ-ସନ୍ତାନଗଣ ଲେବୀୟମାନଙ୍କ ଉପରେ ଆପଣାମାନଙ୍କ ହସ୍ତ ରଖିବେ। Gade chapit laପବିତ୍ର ବାଇବଲ (Re-edited) - (BSI)10 ଆଉ ତୁମ୍ଭେ ଲେବୀୟମାନଙ୍କୁ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ କରାଇବ; ତହୁଁ ଇସ୍ରାଏଲ-ସନ୍ତାନଗଣ ଲେବୀୟମାନଙ୍କ ଉପରେ ଆପଣାମାନଙ୍କ ହସ୍ତ ନିର୍ଭର ଦେବେ। Gade chapit laଓଡିଆ ବାଇବେଲ10 ଆଉ ତୁମ୍ଭେ ଲେବୀୟମାନଙ୍କୁ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ କରାଇବ; ତହୁଁ ଇସ୍ରାଏଲ ସନ୍ତାନଗଣ ଲେବୀୟମାନଙ୍କ ଉପରେ ଆପଣାମାନଙ୍କ ହସ୍ତ ରଖିବେ। Gade chapit laପବିତ୍ର ବାଇବଲ10 ଆଉ ତୁମ୍ଭେ ଲେବୀୟମାନଙ୍କୁ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ କରାଇବା ଉଚିତ୍। ଇସ୍ରାଏଲର ଲୋକମାନେ ଲେବୀୟମାନଙ୍କ ଉପରେ ସେମାନଙ୍କର ହସ୍ତ ରଖିବେ। Gade chapit la |