Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 8:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଆଉ ହାରୋଣ ଇସ୍ରାଏଲ-ସନ୍ତାନଗଣ ପକ୍ଷରେ ଲେବୀୟମାନଙ୍କୁ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ଉପହାର ରୂପେ ଉତ୍ସର୍ଗ କରିବ, ତହିଁରେ ସେମାନେ ସଦାପ୍ରଭୁଙ୍କର ସେବା କରି ପାରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଆଉ ହାରୋଣ ଇସ୍ରାଏଲ-ସନ୍ତାନଗଣ ପକ୍ଷରେ ଲେବୀୟମାନଙ୍କୁ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ଉପହାର ରୂପେ ଉତ୍ସର୍ଗ କରିବ, ତହିଁରେ ସେମାନେ ସଦାପ୍ରଭୁଙ୍କର ସେବା କରି ପାରିବେ।

Gade chapit la Kopi

ଓଡିଆ ବାଇବେଲ

11 ଆଉ ହାରୋଣ ଇସ୍ରାଏଲ ସନ୍ତାନଗଣ ପକ୍ଷରେ ଲେବୀୟମାନଙ୍କୁ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ଉପହାର ରୂପେ ଉତ୍ସର୍ଗ କରିବ, ତହିଁରେ ସେମାନେ ସଦାପ୍ରଭୁଙ୍କର ସେବା କରି ପାରିବେ।

Gade chapit la Kopi

ପବିତ୍ର ବାଇବଲ

11 ଆଉ ହାରୋଣ ଇସ୍ରାଏଲ-ସନ୍ତାନଗଣ ପକ୍ଷରେ ଲେବୀୟମାନଙ୍କୁ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ଉପହାର ରୂପେ ଉତ୍ସର୍ଗ କରିବ। ତହିଁରେ ସେମାନେ ସଦାପ୍ରଭୁଙ୍କର ସେବା କରିବେ।

Gade chapit la Kopi




ଗଣନା ପୁସ୍ତକ 8:11
9 Referans Kwoze  

ତାହାର ନିଜ ହସ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଆଣିବ; ସେ ବକ୍ଷ ସହିତ ମେଦ ଆଣିବ, ତହିଁରେ ସେହି ବକ୍ଷ ଦୋଳନୀୟ ନୈବେଦ୍ୟାର୍ଥେ ସଦାପ୍ରଭୁଙ୍କ ସାକ୍ଷାତରେ ଦୋଳାୟିତ ହେବ।


ଆଉ, ଯାଜକ ଦୋଳନୀୟ ନୈବେଦ୍ୟାର୍ଥେ ତାହାସବୁ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳାଇବ; ତହିଁରେ ଦୋଳନୀୟ ବକ୍ଷ ଓ ଉତ୍ତୋଳନୀୟ ଚଟୁଆ ସହିତ ତାହା ଯାଜକର ଉଦ୍ଦେଶ୍ୟରେ ପବିତ୍ର ହେବ; ତହିଁ ଉତ୍ତାରେ ସେହି ନାସରୀୟ ଲୋକ ଦ୍ରାକ୍ଷାରସ ପାନ କରି ପାରିବ।


ଆଉ, ମୋଶା ବକ୍ଷ ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟାର୍ଥେ ଦୋଳାଇଲେ; ପଦନିଯୋଗାର୍ଥକ ମେଷର ଏହି ଅଂଶ ମୋଶାଙ୍କର ହେଲା; ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଏହା କଲେ।


ତହୁଁ ସେ ହାରୋଣଙ୍କର ଓ ତାଙ୍କର ପୁତ୍ରଗଣଙ୍କର ହସ୍ତରେ ସେହି ସବୁ ଦେଇ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟାର୍ଥେ ଦୋଳାଇଲେ।


ତାହାସବୁ ହାରୋଣର ହସ୍ତରେ ଓ ତାହାର ପୁତ୍ରଗଣ ହସ୍ତରେ ଦେଇ ଦୋଳନୀୟ ନୈବେଦ୍ୟାର୍ଥେ ସଦାପ୍ରଭୁଙ୍କ ଛାମୁରେ ତାହା ଦୋଳାଇବ।


ଯେହେତୁ ଆମ୍ଭେ ଇସ୍ରାଏଲ-ସନ୍ତାନଗଣର ମଙ୍ଗଳାର୍ଥକ ବଳିରୁ ଦୋଳନୀୟ ନୈବେଦ୍ୟର ବକ୍ଷ ଓ ଉତ୍ତୋଳନୀୟ ଉପହାରର ଜଙ୍ଘ ନେଇ ଇସ୍ରାଏଲ-ସନ୍ତାନଗଣର ଅନନ୍ତକାଳୀନ ଦେୟ ରୂପେ ହାରୋଣ ଯାଜକକୁ ଓ ତାହାର ପୁତ୍ରଗଣଙ୍କୁ ଦେଇଅଛୁ।


ସେହି ସମୟରେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ବହିବା ପାଇଁ, ସଦାପ୍ରଭୁଙ୍କ ସେବାକର୍ମ ପାଇଁ ତାହାଙ୍କ ଛାମୁରେ ଠିଆ ହେବାକୁ ଓ ତାହାଙ୍କ ନାମରେ ଆଶୀର୍ବାଦ କରିବାକୁ ସଦାପ୍ରଭୁ ଆଜି ପର୍ଯ୍ୟନ୍ତ ଲେବୀୟମାନଙ୍କୁ ପୃଥକ କରିଅଛନ୍ତି।


Swiv nou:

Piblisite


Piblisite