Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 8:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ତହିଁ ଉତ୍ତାରେ ଲେବୀୟମାନେ ସେବା କରିବା ନିମନ୍ତେ ସମାଗମ-ତମ୍ବୁରେ ପ୍ରବେଶ କରିବେ; ପୁଣି, ତୁମ୍ଭେ ସେମାନଙ୍କୁ ଶୁଚି କରି ଦୋଳନୀୟ ନୈବେଦ୍ୟ ରୂପେ ଉତ୍ସର୍ଗ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ତହିଁ ଉତ୍ତାରେ ଲେବୀୟମାନେ ସେବା କରିବା ନିମନ୍ତେ ସମାଗମ-ତମ୍ଵୁରେ ପ୍ରବେଶ କରିବେ; ପୁଣି ତୁମ୍ଭେ ସେମାନଙ୍କୁ ଶୁଚି କରି ଦୋଳନୀୟ ନୈବେଦ୍ୟ ରୂପେ ଉତ୍ସର୍ଗ କରିବ।

Gade chapit la Kopi

ଓଡିଆ ବାଇବେଲ

15 ତହିଁ ଉତ୍ତାରେ ଲେବୀୟମାନେ ସେବା କରିବା ନିମନ୍ତେ ସମାଗମ-ତମ୍ବୁରେ ପ୍ରବେଶ କରିବେ; ପୁଣି, ତୁମ୍ଭେ ସେମାନଙ୍କୁ ଶୁଚି କରି ଦୋଳନୀୟ ନୈବେଦ୍ୟ ରୂପେ ଉତ୍ସର୍ଗ କରିବ।

Gade chapit la Kopi

ପବିତ୍ର ବାଇବଲ

15 “ପୁଣି ତୁମ୍ଭେ ସେମାନଙ୍କୁ ଶୁଚି କରି ଦୋଳନୀୟ ନୈବେଦ୍ୟ ରୂପେ ଉତ୍ସର୍ଗ କରିବ, ତା'ପରେ ସେମାନେ ସେବାକରିବା ନିମନ୍ତେ ସମାଗମ-ତମ୍ବୁରେ ପ୍ରବେଶ କରିବେ।

Gade chapit la Kopi




ଗଣନା ପୁସ୍ତକ 8:15
9 Referans Kwoze  

ଆଉ ହାରୋଣ ଇସ୍ରାଏଲ-ସନ୍ତାନଗଣ ପକ୍ଷରେ ଲେବୀୟମାନଙ୍କୁ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ଉପହାର ରୂପେ ଉତ୍ସର୍ଗ କରିବ, ତହିଁରେ ସେମାନେ ସଦାପ୍ରଭୁଙ୍କର ସେବା କରି ପାରିବେ।


ପୁଣି, ତୁମ୍ଭେ ହାରୋଣ ଓ ତାହାର ପୁତ୍ରଗଣ ସମ୍ମୁଖରେ ଲେବୀୟମାନଙ୍କୁ ଉପସ୍ଥିତ କରାଇ ଦୋଳନୀୟ ନୈବେଦ୍ୟ ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।


“ଆମ୍ଭେ, ଦେଖ, ଆମ୍ଭେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ସମସ୍ତ ପ୍ରଥମଜାତ ଗର୍ଭଫଳ ପରିବର୍ତ୍ତରେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ଲେବୀୟମାନଙ୍କୁ ଗ୍ରହଣ କଲୁ, ଏଣୁ ଲେବୀୟମାନେ ଆମ୍ଭର ହେବେ।


ତାହାସବୁ ହାରୋଣର ହସ୍ତରେ ଓ ତାହାର ପୁତ୍ରଗଣ ହସ୍ତରେ ଦେଇ ଦୋଳନୀୟ ନୈବେଦ୍ୟାର୍ଥେ ସଦାପ୍ରଭୁଙ୍କ ଛାମୁରେ ତାହା ଦୋଳାଇବ।


କାରଣ ସେମାନେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ଆମ୍ଭ ଉଦ୍ଦେଶ୍ୟରେ ସମ୍ପୂର୍ଣ୍ଣ ରୂପେ ଦତ୍ତ ଲୋକ; ଆମ୍ଭେ ଇସ୍ରାଏଲର ସନ୍ତାନଗଣ ମଧ୍ୟରୁ ସମସ୍ତ ପ୍ରଥମଜାତ ଗର୍ଭଫଳ ବଦଳେ ସେମାନଙ୍କୁ ଆପଣା ନିମନ୍ତେ ଗ୍ରହଣ କଲୁ।


Swiv nou:

Piblisite


Piblisite