Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 8:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ତଥାପି ସେମାନେ ରକ୍ଷଣୀୟ ରକ୍ଷା କରିବାରେ ସମାଗମ-ତମ୍ବୁରେ ଆପଣା ଆପଣା ଭ୍ରାତା ସହିତ ସେବାକର୍ମ କରିବେ ଓ ଅନ୍ୟ ସେବା କରିବେ ନାହିଁ; ଲେବୀୟମାନଙ୍କ ରକ୍ଷଣୀୟ ବିଷୟରେ ତୁମ୍ଭେ ସେମାନଙ୍କ ପ୍ରତି ଏରୂପ କରିବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ତଥାପି ସେମାନେ ରକ୍ଷଣୀୟ ରକ୍ଷା କରିବାରେ ସମାଗମ-ତମ୍ଵୁରେ ଆପଣା ଆପଣା ଭ୍ରାତା ସହିତ ସେବାକର୍ମ କରିବେ ଓ ଅନ୍ୟ ସେବା କରିବେ ନାହିଁ; ଲେବୀୟମାନଙ୍କ ରକ୍ଷଣୀୟ ବିଷୟରେ ତୁମ୍ଭେ ସେମାନଙ୍କ ପ୍ରତି ଏରୂପ କରିବ।

Gade chapit la Kopi

ଓଡିଆ ବାଇବେଲ

26 ତଥାପି ସେମାନେ ରକ୍ଷଣୀୟ ରକ୍ଷା କରିବାରେ ସମାଗମ-ତମ୍ବୁରେ ଆପଣା ଆପଣା ଭ୍ରାତା ସହିତ ସେବାକର୍ମ କରିବେ ଓ ଅନ୍ୟ ସେବା କରିବେ ନାହିଁ; ଲେବୀୟମାନଙ୍କ ରକ୍ଷଣୀୟ ବିଷୟରେ ତୁମ୍ଭେ ସେମାନଙ୍କ ପ୍ରତି ଏରୂପ କରିବ।”

Gade chapit la Kopi

ପବିତ୍ର ବାଇବଲ

26 ତଥାପି ସେମାନେ ପଗ୍ଭଶ୍ ବର୍ଷ ବୟସରେ ମଧ୍ୟ ସମାଗମ-ତମ୍ବୁରେ ଆପଣା ଭ୍ରାତାମାନଙ୍କୁ ସେବାକାର୍ଯ୍ୟରେ ସାହାଯ୍ୟ କରିବେ। କିନ୍ତୁ ସେମାନେ ନିଜ ମତାମତ ଅନୁସାରେ କାର୍ଯ୍ୟ କରିବା ଉଚିତ୍ ନୁହେଁ। ଏହିରୂପେ ତୁମ୍ଭେ ଲେବୀୟମାନଙ୍କ ରକ୍ଷଣୀୟ ବିଷୟରେ ସେମାନଙ୍କ ପ୍ରତି ଉଚିତ୍ କରିବ।”

Gade chapit la Kopi




ଗଣନା ପୁସ୍ତକ 8:26
10 Referans Kwoze  

ମାତ୍ର ଇସ୍ରାଏଲ-ସନ୍ତାନଗଣର ମଣ୍ଡଳୀ ପ୍ରତି ଯେପରି କ୍ରୋଧ ନ ଘଟେ, ଏଥିପାଇଁ ଲେବୀୟମାନେ ସାକ୍ଷ୍ୟ-ଆବାସର ଚାରିଆଡ଼େ ଛାଉଣି ସ୍ଥାପନ କରିବେ; ପୁଣି, ଲେବୀୟମାନେ ସାକ୍ଷ୍ୟ-ଆବାସ ରକ୍ଷା କରିବେ।”


ତୁମ୍ଭର ଉନ୍ନତି ଯେପରି ସମସ୍ତଙ୍କ ନିକଟରେ ପ୍ରକାଶିତ ହୁଏ, ଏଥିନିମନ୍ତେ ଏହି ସମସ୍ତ ବିଷୟରେ ମନୋଯୋଗୀ ହୁଅ, ସେହି ସବୁରେ ପ୍ରବୃତ୍ତ ଥାଅ।


ତଥାପି ସେମାନେ ଗୃହର ଦ୍ୱାରସକଳର ଦ୍ୱାରୀ ହୋଇ ଓ ଗୃହରେ ପରିଚର୍ଯ୍ୟା କରି ଆମ୍ଭ ପବିତ୍ର ସ୍ଥାନର ପରିଚାରକ ହେବେ; ସେମାନେ ଲୋକମାନଙ୍କ ନିମନ୍ତେ ହୋମବଳି ଓ ପ୍ରାୟଶ୍ଚିତ୍ତାର୍ଥକ ବଳି ବଧ କରିବେ ଓ ଲୋକମାନଙ୍କର ପରିଚର୍ଯ୍ୟା କରିବା ନିମନ୍ତେ ସେମାନଙ୍କ ସମ୍ମୁଖରେ ଠିଆ ହେବେ।


ପୁଣି, ତୁମ୍ଭେମାନେ ଆମ୍ଭର ପବିତ୍ର ବସ୍ତୁସକଳର ରକ୍ଷଣୀୟ ରକ୍ଷା କରି ନାହଁ, ମାତ୍ର ତୁମ୍ଭେମାନେ ଆମ୍ଭର ପବିତ୍ର ସ୍ଥାନର ରକ୍ଷଣୀୟ ରକ୍ଷା କରିବା ପାଇଁ ଆପଣାମାନଙ୍କ ନିମନ୍ତେ ରକ୍ଷକ ନିଯୁକ୍ତ କରିଅଛ।


ଏହେତୁ ସେମାନେ ସମାଗମ-ତମ୍ବୁର ରକ୍ଷଣୀୟ ଓ ପବିତ୍ର ସ୍ଥାନର ରକ୍ଷଣୀୟ ଓ ସଦାପ୍ରଭୁଙ୍କ ଗୃହର ସେବାକର୍ମ ନିମନ୍ତେ ଆପଣାମାନଙ୍କ ଭ୍ରାତା ହାରୋଣ-ସନ୍ତାନଗଣର ରକ୍ଷଣୀୟ ରକ୍ଷା କରିବେ।


ପୁଣି, ଇସ୍ରାଏଲ-ସନ୍ତାନଗଣର ଲଭ୍ୟ ଅର୍ଦ୍ଧାଂଶରୁ ତୁମ୍ଭେ ମନୁଷ୍ୟ, ଗୋରୁ, ଗର୍ଦ୍ଦଭ ଓ ମେଷାଦି ସମସ୍ତ ପଶୁର ପ୍ରତ୍ୟେକ ପାଞ୍ଚଶହରୁ ଗୋଟିଏ ଲେଖାଏଁ ନେଇ ସଦାପ୍ରଭୁଙ୍କ ଆବାସ ରକ୍ଷଣୀୟ-ରକ୍ଷକ ଲେବୀୟମାନଙ୍କୁ ଦିଅ;”


ସେମାନେ ତୁମ୍ଭ ସହିତ ଯୋଗ ଦେଇ ତମ୍ବୁର ସମସ୍ତ ସେବାକର୍ମ ଅନୁସାରେ ସମାଗମ-ତମ୍ବୁର ରକ୍ଷଣୀୟ ରକ୍ଷା କରିବେ, ଆଉ କୌଣସି ଅନ୍ୟ ବଂଶୀୟ ଲୋକ ସେମାନଙ୍କ ନିକଟକୁ ଯିବ ନାହିଁ।


ପୁଣି, ହାରୋଣ ଯାଜକଙ୍କର ପୁତ୍ର ଇଲୀୟାସର ଲେବୀୟ ଅଧିପତିମାନଙ୍କର ଅଧିପତି ହେବ ଓ ପବିତ୍ର ସ୍ଥାନର ରକ୍ଷକମାନଙ୍କ ଉପରେ ତତ୍ତ୍ୱାବଧାନ କରିବ।


ପୁଣି, ସେମାନେ ପଚାଶ ବର୍ଷ ବୟସ୍କ ହେଲେ, ସେବାକର୍ମରୁ ନିବୃତ୍ତ ହୋଇ ଆଉ ସେବା କରିବେ ନାହିଁ;


Swiv nou:

Piblisite


Piblisite