Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 9:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ଲୋକମାନେ ମିସର ଦେଶରୁ ବାହାର ହେଲା ଉତ୍ତାରେ ଦ୍ୱିତୀୟ ବର୍ଷର ପ୍ରଥମ ମାସରେ ସୀନୟ ପ୍ରାନ୍ତରରେ ସଦାପ୍ରଭୁ ମୋଶାଙ୍କୁ କହିଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଅନନ୍ତର ଲୋକମାନେ ମିସର ଦେଶରୁ ବାହାର ହେଲା ଉତ୍ତାରେ ଦ୍ଵିତୀୟ ବର୍ଷର ପ୍ରଥମ ମାସରେ ସୀନୟ ପ୍ରାନ୍ତରରେ ସଦାପ୍ରଭୁ ମୋଶାଙ୍କୁ କହିଲେ,

Gade chapit la Kopi

ଓଡିଆ ବାଇବେଲ

1 ଏଥିଉତ୍ତାରେ ଲୋକମାନେ ମିସର ଦେଶରୁ ବାହାର ହେଲା ଉତ୍ତାରେ ଦ୍ୱିତୀୟ ବର୍ଷର ପ୍ରଥମ ମାସରେ ସୀନୟ ପ୍ରାନ୍ତରରେ ସଦାପ୍ରଭୁ ମୋଶାଙ୍କୁ କହିଲେ,

Gade chapit la Kopi

ପବିତ୍ର ବାଇବଲ

1 ଅନନ୍ତର ଲୋକମାନେ ମିଶର ଦେଶରୁ ବାହାରି ଆସିବାର ଦ୍ୱିତୀୟ ବର୍ଷର ପ୍ରଥମ ମାସରେ ସୀନୟ ମରୁଭୂମିରେ ସଦାପ୍ରଭୁ ମୋଶାଙ୍କୁ କହିଲେ,

Gade chapit la Kopi




ଗଣନା ପୁସ୍ତକ 9:1
5 Referans Kwoze  

ଏଥିଉତ୍ତାରେ ଲୋକମାନେ ମିସର ଦେଶରୁ ବାହାର ହେବାର ଦ୍ୱିତୀୟ ବର୍ଷର ଦ୍ୱିତୀୟ ମାସର ପ୍ରଥମ ଦିନରେ ସଦାପ୍ରଭୁ ସୀନୟ ପ୍ରାନ୍ତରରେ ସମାଗମ-ତମ୍ବୁ ମଧ୍ୟରେ ମୋଶାଙ୍କୁ କହିଲେ,


“ତୁମ୍ଭେ ପ୍ରଥମ ମାସରେ ପ୍ରଥମ ଦିନରେ ସମାଗମ-ତମ୍ବୁର ଆବାସ ସ୍ଥାପନ କରିବ।


ସେହି ମାସର ଚତୁର୍ଦ୍ଦଶ ଦିନ ଯାଏ ତାକୁ ବନ୍ଦ କରି ରଖିବ; ଏଥିଉତ୍ତାରେ ଇସ୍ରାଏଲ-ମଣ୍ଡଳୀର ସମସ୍ତ ସମାଜ ସନ୍ଧ୍ୟାକାଳରେ ସେହି ଶାବକକୁ ବଧ କରିବେ।


ଏଥିଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଦ୍ୱିତୀୟ ବର୍ଷର ପ୍ରଥମ ମାସର ପ୍ରଥମ ଦିନରେ ଆବାସ ସ୍ଥାପିତ ହେଲା।


ଏହି ପ୍ରକାରେ ତୁମ୍ଭେମାନେ ତାହା ଚଞ୍ଚଳ ଭୋଜନ କରିବ, କାରଣ ତୁମ୍ଭେମାନେ କଟିବନ୍ଧନ କରି ପାଦରେ ପାଦୁକା ଦେଇ ହସ୍ତରେ ଯଷ୍ଟି ଘେନି ଯାତ୍ରା କରିବା ନିମନ୍ତେ ପ୍ରସ୍ତୁତ ହେବ; ଏହା ସଦାପ୍ରଭୁଙ୍କର ନିସ୍ତାର ପର୍ବ।


Swiv nou:

Piblisite


Piblisite